Browsing Category

ଆଜିର ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ହାତ ମିଳାଇଲେ..ମଲ୍ଲିକାର୍ଜୁନ ! କିଛି ସମୟ ପାଇଁ ହସ ହସ ମୁହଁରେ..

ଆମ୍ବେଦକର ଜୟନ୍ତୀ ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟାନ୍ୟ ନେତାମାନେ ସଂସଦ ପରିସରରେ ଥିବା ‘ପ୍ରେରଣା ସ୍ଥଳ’ରେ ଭାରତ ରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ

ଖଜୁରୀ ଗଛରେ ଚଢ଼ି ପୂଜା କରିବା ହେଲା କାଳ । ୨୦ ଫୁଟ ତଳକୁ ଖସିପଡ଼ି ଯୁବକ ମୃତ

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗାଁରେ ଅଘଟଣ। ଖଜୁରି ଗଛରେ ଚଢି ପୂଜା କରିବା ବେଳେ ୨୦ ଫୁଟ ତଳକୁ ଖସି ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୂଚନାମୁତାବକ ନାଲାଗୁଣ୍ଠି ପଞ୍ଚାୟତର ଏମପିଭି ୩୬ ଗ୍ରାମରେ ବଙ୍ଗୀୟ ସମ୍ପ୍ରଦାୟ ଲୋକଙ୍କ

୯ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୪ ଦିନରେ ୪ ଡିଗ୍ରୀ ବଢିବ ପାରଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ଆସନ୍ତା ୪ଦିନରେ ଆହୁରି ୪ଡିଗ୍ରୀ ବଢ଼ିପାରେ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ

ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ

ଆଜି ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ । ପ୍ରତିବର୍ଷ ଏପ୍ରିଲ ୧୪ ତାରିଖ ଅର୍ଥାତ ଆଜିର ଦିନକୁ ସମାନତା ଦିବସ ବା ଜ୍ଞାନ ଦିବସ ରୂପେ ପାଳନ କରାଯାଏ । ଭୀମରାଓ ଆମ୍ବେଦକରଙ୍କ ଜନ୍ମ ମଧ୍ୟପ୍ରଦେଶର ମହୁ ଅଂଚଳରେ ଏକ ମରାଠୀ ପରିବାରରେ ୧୮୮୯ ମସିହା ଆଜିର ଦିନରେ

ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି! ଏପ୍ରିଲ ୧୫ ରୁ ୩୦ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ 

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରାଥମିକ ଶିକ୍ଷକ ବଦଳି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।ଇଚ୍ଛୁକ ଶିକ୍ଷକମାନେ ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ଅନଲାଇନରେ ଆବେଦନ କରିପାରିବେ । ଜିଲ୍ଲା ଅନ୍ତର୍ଗତ ବଦଳି ଓ ଅନ୍ୟ ଜିଲ୍ଲାକୁ(ଅନ୍ତଃ ଜିଲ୍ଲା) ବଦଳି କରାଯିବ । ଜୁଲାଇ ୧୮ ସୁଦ୍ଧା ସମସ୍ତ ବଦଳି

ଗ୍ରୀଷ୍ମକାଳୀନ 8 ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି ଇଷ୍ଟକୋଷ୍ଟ ରେଳବାଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀଷ୍ମ ଋତୁରେ ରେଳଯାତ୍ରୀଙ୍କ ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ଏବଂ ଯାତ୍ରାକୁ ସୁଗମ, ସହଜ କରିବା ପାଇଁ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି ଇଷ୍ଟକୋଷ୍ଟ ରେଳବାଇ । ଏହି ଟ୍ରେନ୍ ଗୁଡ଼ିକ ଆନନ୍ଦ ବିହାର–ଖୋର୍ଦ୍ଧା ରୋଡ୍,

ମାଟି ତଳୁ ବାହାରିଲା ୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗଜପତି ଜିଲ୍ଲା ଆର୍.ଉଦୟଗିରି ଥାନା ଭିମନପୁର୍ ଗାଁ ନିକଟସ୍ଥ ଜଙ୍ଗଲରେ ମାଫିଆମାନେ କୁଡ଼ିଆ ଘରଗୁଡିକରେ ମାଟି ତଳେ ବିପୁଳ ପରିମାଣର ଗଂଜେଇ ପୋତି ରଖିଥିଲେ।ଖବର ପାଇବା ପରେ ଆର.ଉଦୟଗିରୀ SDPOଙ୍କ ନେତୃତ୍ବରେ ପୋଲିସ ଟିମ୍ ଚଢ଼ାଉ କରିଥିଲା। ବିପୁଳ ପରିମାଣର

ଏଥର ସ୍ୱାଭାବିକ ଠାରୁ କମ୍‌ ବର୍ଷା ହେବ: ଆଇଏମ୍‌ଡିର ଆକଳନ 

ରାଜ୍ୟ କାହାଣୀ (ଭୁବନେଶ୍ଵର)ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ନେଇ ପାଣିପାଗ ବିଭାଗର ଆକଳନ । ଚଳିତ ବର୍ଷ ଏଲନିନୋ ପ୍ରଭାବରେ ସ୍ୱାଭାବିକ ଠାରୁ କମ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ହାରାହାରି ୯୨ ପ୍ରତିଶତ ବର୍ଷା ହେବାର ସମ୍ଭାବନା ଅଛି

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି। ଓଡ଼ିଆ ଅସ୍ମିତା ଓ ପରମ୍ପରାର ମହାମିଳନ। ଓଡ଼ିଆ ପଞ୍ଜିକା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ଦିନ। ଏହା କେବଳ ଏକ ତିଥି ନୁହେଁ, ବରଂ ଓଡ଼ିଆ ଜାତିର ସାଂସ୍କୃତିକ ଚେତନା ଏବଂ ପ୍ରକୃତି ପ୍ରତି ଥିବା

ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍ । ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ ଘରୋଇ କଲେଜରେ ରେଡ୍ । ପରୀକ୍ଷା ସେଣ୍ଟର ଫିକ୍ସିଂ ନେଇ ପ୍ରମାଣ ପାଇବା ପରେ ଚାଲିଛି ରେଡ୍ । ଏହି ସ୍କାମ ସହ ସମ୍ପୃକ୍ତ ଶଙ୍କର ପୃଷ୍ଟି, ମୁନା