Browsing Category
ଆଜିର ଖବର
ପେଟ୍ରୋଲ ପମ୍ପ୍ ପରେ ଏଣିକି ଷ୍ଟେସନରେ ମିଳିବ ୫ କେଜିଆ ଗ୍ୟାସ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଇରାନ ସହ ଆମେରିକାର ଯୁଦ୍ଧ ମଧ୍ୟରେ ଗ୍ୟାସ୍ ଓ ତୈଳର ଅଭାବ ସାରା ଦେଶରେ ଦେଖାଦେଇଛି । ଏହାର ସିଧାସଳଖ ପ୍ରଭାବ ଭାରତୀୟ ବଜାର ଉପରେ ମଧ୍ୟ ପଡିଛି | ଏବେ ଗ୍ୟାସ୍ ପାଇଁ ଆଉ ହଇରାଣ ହେବାକୁ ପଡିବନି । ପେଟ୍ରୋଲ ପମ୍ପ ପରେ ଏବେ ଷ୍ଟେସନ ପାଖରେ ମିଳିବ ଗ୍ୟାସ୍ ।!-->…
ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ ଉପରେ ଗୁରୁତ୍ୱ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ନୂଆ ଅବକାରୀ ନୀତି ପ୍ରଣୟନ ସହ ଏହାକୁ ସଠିକ୍ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ନୂଆ ମଦ ଦୋକାନ ଖୋଲିବା କିମ୍ବା ଅଧିକ ମଦ ବିକ୍ରୟ କରିବା କେବେ ବି ରାଜ୍ୟ ସରକାରଙ୍କ ପ୍ରାଧାନ୍ୟ ନୁହେଁ। ସରକାର ମଦ୍ୟପାନକୁ ନିରୁତ୍ସାହିତ କରିବା!-->…
ଏସ୍ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ
ଏସ୍ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଅବସରପ୍ରାପ୍ତ ଜିଲ୍ଲା ଜଜ ଲକ୍ଷ୍ମୀଧର ବିଶ୍ୱାଳ ଏବଂ ଟିମ୍ ଏସ୍ସିବି ମେଡିକାଲ ଯାଇ ଅନେକଙ୍କୁ ପଚରାଉଚରା କରିଛନ୍ତି।ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି।
ସୂଚନା ଅନୁଯାଇ,!-->!-->!-->…
ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍
ଛେନା ପୋଡ଼ ଦିବସର ଦିନକ ପରେ ଛେନାପୋଡ଼କୁ ନେଇ ଆସିଲା ଖୁସି ଖବର । ନୟାଗଡ଼ ଛେନାପୋଡ଼କୁ ମିଳିବ GIଟ୍ୟାଗ୍ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ।
ନୟାଗଡ଼ ଛେନାପୋଡ଼ GI ଟ୍ୟାଗ ମାନ୍ୟତା ଦେବା ପାଇଁ ଦୀର୍ଘ ଦିନ ହେବ ଦାବି ହୋଇଆସୁଛି ।!-->!-->!-->…
ବିଜେଡି ସୁପ୍ରିମୋ ଯଦି ଚାହିଁବେ ।ବିଜେଡି- କଂଗ୍ରେସ ମେଣ୍ଟ ହୋଇପାରେ: ଭକ୍ତ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡି- କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତି ବଡ ସୂଚନା ଦେଇଛନ୍ତି । ପଞ୍ଚାୟତ ନିର୍ବାଚନରେ ବିଜେଡି ସହିତ କଂଗ୍ରେସ ମିଶିବାର ନାହିଁ । ଯଦି ଖଡ୍ଗେ ଜୀ ଏବଂ ରାହୁଲ ଗାନ୍ଧୀ ଚାହିଁବେ । ଆଉ ଏପଟେ ବିଜେଡି ସୁପ୍ରିମୋ ବି ଯଦି ଚାହିଁବେ । ତେବେ ମେଣ୍ଟ ନେଇ!-->…
ସମୁଦ୍ରରେ ମାଛ ବଂଶ ବୃଦ୍ଧି ପାଇଁ ୧୫ ଏପ୍ରିଲରୁ ମାଛଧରା ଉପରେ କଟକଣା ଜାରି
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ମାଛ ନ ଧରିବାକୁ ମତ୍ସ୍ୟ ନିର୍ଦ୍ଦେଶାଳୟ, ଓଡ଼ିଶା କଟକ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜଣାପଡିଛି ।ଏନେଇ!-->…
ବିଲ୍ ବାକି ଥିଲେ ବି କଟିବନି ବିଜୁଳି: ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ
ଭୁବନେଶ୍ୱର (ରାଜ୍ୟକାହାଣୀ )ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରି କଟିବନି ବିଦ୍ୟୁତ ।ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କୁ ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କଡ଼ା ନିର୍ଦ୍ଦେଶ।!-->…
ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା
ଭୁବନେଶ୍ୱର (ରାଜ୍ୟକାହାଣୀ )ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା । ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି । ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି!-->…
ସେୟାର ମାର୍କେଟ ଖସିଲା, ସୁନା-ରୁପା ଦର କମିଲା
ମଧ୍ୟରେ ପ୍ରାଚ୍ୟ ଯୁଦ୍ଧକୁ ନେଇ ଅନିଶ୍ଚିତତା ଭିତରେ ଖସିଲା ସେୟାର ବଜାର। ୧୬୦୦ ପଏଣ୍ଟ ତଳକୁ ଖସିଲା ସେନସେକ୍ସ । ନିଫ୍ଟି ୪୦୦ ପଏଣ୍ଟ ହ୍ରାସ । ୧୦୦ ଟପିଲା କ୍ରୁଡ ଅଏଲ ଦର। ବିଶ୍ବ ଇନ୍ଧନ ପରିବହନର ପ୍ରମୁଖ ମାର୍ଗ ହର୍ମୁଜକୁ ବ୍ଲକ କରିବାକୁ ଭଭୟ ଇରାନ ଓ ଆମେରିକା ଧମକ ଦେବା ପରେ ସେୟାର!-->…
ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ
ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ୧୩ ଅପ୍ରେଲ ୧୯୧୯ରେ ପଞ୍ଜାବର ଅମୃତସରରେ ଘଟିଥିବା ଏକ ବ୍ରିଟିଶ ନୃଶଂସ କାଣ୍ଡ। ବୈଶାଖୀ ଦିନ ଜେନେରାଲ ଡାୟାରଙ୍କ ନିର୍ଦ୍ଦେଶରେ ଏକ ଆବଦ୍ଧ ପଡ଼ିଆରେ ନିରସ୍ତ୍ର ଭାରତୀୟଙ୍କ ଉପରେ ନିର୍ବିଚାର ଗୁଳିଚାଳନା କରାଯାଇଥିଲା, ଯେଉଁଥିରେ ଶତାଧିକ ନିରୀହ ଲୋକ ପ୍ରାଣ!-->…