Browsing Category

ଆଜିର ଖବର

ଆଜି ଅପରାହ୍ନ ୪ଟାରେ ଆଶା ଭୋସଲେଙ୍କ ଅନ୍ତିମ ସଂସ୍କାର

ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପୁଅ ଆନନ୍ଦ କହିଛନ୍ତି ଯେ ତାଙ୍କର ଅନ୍ତିମ ସଂସ୍କାର ୧୩ ଏପ୍ରିଲ ଅପରାହ୍ନ ୪ଟାରେ ହେବ ଏବଂ ଲୋକମାନେ ସକାଳ ୧୧ଟାରୁ ତାଙ୍କ ମାତା

ଆଜି ଠାରୁ ହର୍ମୁଜ୍ ପ୍ରଣାଳୀରେ ଅବରୋଧ କରିବା ଆରମ୍ଭ କରିବ ଆମେରିକା

ଆମେରିକାର କେନ୍ଦ୍ରୀୟ କମାଣ୍ଡ ଏକ ବିବୃତ୍ତିରେ କହିଛି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା ଅନୁଯାୟୀ ଏହା ୧୩ ଏପ୍ରିଲ୍ ସ୍ଥାନୀୟ ସମୟ ସକାଳ ୧୦ଟାରୁ ଇରାନ ବନ୍ଦରକୁ ସମସ୍ତ ସାମୁଦ୍ରିକ ପରିବହନକୁ ଅବରୋଧ କରିବା ଆରମ୍ଭ କରିବ। ଇରାନ ସହ ଚାଲିଥିବା ଶାନ୍ତି ଆଲୋଚନା ବିଫଳ ହେବା ପରେ

ଆଜିଠାରୁ ଭିତର ରତ୍ନଭଣ୍ଡାର ଗଣତି ମଣତି

ଆଜିଠୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ ।କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭିତର ରତ୍ନ ଅଳଙ୍କାରର ହେବ ଗଣତି ମଣତି । ଏହି କାର୍ଯ୍ୟ କିଭଳି ସୁରୁଖୁରୁରେ ସଂପନ୍ନ ହେବ, ସେଥିପାଇଁ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ

୭୮ ବର୍ଷରେ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ୱର (ରାଜ୍ୟକାହାଣୀ )୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଚଳିତବର୍ଷ ୧୩ ଓ ୧୪ ତାରିଖ

ଆଗାମୀ ପାଞ୍ଚ ଦିନ ଯାଏଁ କବବଲ୍ କରିବ ଗରମ ଓ ଗୁଳୁଗୁଳି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆସନ୍ତା 17 ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର । ଉପକୂଳ ଓଡ଼ିଶାରୁ ଆଭ୍ୟନ୍ତରୀଣ ସବୁଠି କବବଲ୍ କରିବ ଗରମ ଓ ଗୁଳୁଗୁଳି । ଆଜିଠାରୁ ଅସହ୍ୟ ଖରା, ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆହୁରି 5 ଦିନ ତାତିରୁ ନିସ୍ତାର ନଥିବା କହିଛନ୍ତି ପାଣିପାଗ

ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ

ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଭୋସଲେ । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସଙ୍ଗୀତ ଜଗତରେ ୭୦ ବର୍ଷରୁ ଅଧିକ ସମୟର ଅଭିଜ୍ଞତା ରହିଛି ।ସେ ବିଭିନ୍ନ ଭାଷା ଏବଂ ଧାରାରେ

ଓଡ଼ିଆ ପକ୍ଷ : ଅମୃତ ପିଢ଼ି ସାରସ୍ୱତ ସମାରୋହରେ ୬୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ "ଅମୃତ ପିଢ଼ି ସାରସ୍ୱତ ସମାରୋହ" ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର

ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ ଉପରେ କେରୋସିନି ଢାଳି ଆତ୍ମହତ୍ୟା କରିଛନ୍ତି ।ଘରେ କେହି

ହଜିଥିଲେ କିମ୍ବା ନଷ୍ଟ ହୋଇଥିଲେ ଦିଆଯିବ ସ୍କୁଲ ଲିଭିଂ ସାର୍ଟିଫିକେଟ ନକଲ

ଭୁବନେଶ୍ୱର (ରାଜ୍ୟକାହାଣୀ )ନକଲ ସ୍କୁଲ ଲିଭିଂ ସାର୍ଟିଫିକେଟ୍ (ଏସ୍ଏଲ୍ସି) ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଓରିଜିନାଲ ଏସ୍ଏଲ୍‌ସି ହଜିଯାଇଥିଲେ କିମ୍ବା ନଷ୍ଟ ହୋଇଥିଲେ ଏହାର ନକଲ କପି ପାଇବା ପାଇଁ ଅନେକ ଛାତ୍ରଛାତ୍ରୀ ହଇରାଣ ହେଉଛନ୍ତି ।

ରାଧେ ରାଧେ କହୁକହୁ ବୁଡ଼ିବାକୁ ଲାଗିଲେ ଭକ୍ତ, ଏପର୍ଯ୍ୟନ୍ତ ୧୧ ଜଣଙ୍କ ମୃତ୍ୟୁ ହୋଇଛି

ଉତ୍ତରପ୍ରଦେଶ ମଥୁରା ଜିଲ୍ଲା ବୃନ୍ଦାବନ ଯମୁନା ନଦୀରେ ଡଙ୍ଗା ଓଲଟି ୧୧ ଜଣଙ୍କ ମୃତ୍ୟୁ ହୋଇଛି ।ତେବେ ଅଘଟଣ ଘଟିବା ପୂର୍ବର ଏକ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଭକ୍ତମାନେ ଖୁସିର ସହ ରାଧେ ରାଧେ ଗାଉଥିଲେ । ହଠାତ ଡଙ୍ଗା ବୁଡ଼ିବାକୁ ଲାଗିଥିଲା । ଏହି ହୃଦୟସ୍ପର୍ଶୀ