Browsing Category
ଆଜିର ଖବର
ହଜିଥିଲେ କିମ୍ବା ନଷ୍ଟ ହୋଇଥିଲେ ଦିଆଯିବ ସ୍କୁଲ ଲିଭିଂ ସାର୍ଟିଫିକେଟ ନକଲ
ଭୁବନେଶ୍ୱର (ରାଜ୍ୟକାହାଣୀ )ନକଲ ସ୍କୁଲ ଲିଭିଂ ସାର୍ଟିଫିକେଟ୍ (ଏସ୍ଏଲ୍ସି) ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଓରିଜିନାଲ ଏସ୍ଏଲ୍ସି ହଜିଯାଇଥିଲେ କିମ୍ବା ନଷ୍ଟ ହୋଇଥିଲେ ଏହାର ନକଲ କପି ପାଇବା ପାଇଁ ଅନେକ ଛାତ୍ରଛାତ୍ରୀ ହଇରାଣ ହେଉଛନ୍ତି ।!-->…
ରାଧେ ରାଧେ କହୁକହୁ ବୁଡ଼ିବାକୁ ଲାଗିଲେ ଭକ୍ତ, ଏପର୍ଯ୍ୟନ୍ତ ୧୧ ଜଣଙ୍କ ମୃତ୍ୟୁ ହୋଇଛି
ଉତ୍ତରପ୍ରଦେଶ ମଥୁରା ଜିଲ୍ଲା ବୃନ୍ଦାବନ ଯମୁନା ନଦୀରେ ଡଙ୍ଗା ଓଲଟି ୧୧ ଜଣଙ୍କ ମୃତ୍ୟୁ ହୋଇଛି ।ତେବେ ଅଘଟଣ ଘଟିବା ପୂର୍ବର ଏକ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଭକ୍ତମାନେ ଖୁସିର ସହ ରାଧେ ରାଧେ ଗାଉଥିଲେ । ହଠାତ ଡଙ୍ଗା ବୁଡ଼ିବାକୁ ଲାଗିଥିଲା । ଏହି ହୃଦୟସ୍ପର୍ଶୀ!-->…
ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ । ଗ୍ରାମଞ୍ଚଳରେ ପାନୀୟ ଜଳ ପରିଚାଳନା ଏବଂ ରକ୍ଷଣ ବେକ୍ଷଣ ନୀତି ୨୦୨୬ କାର୍ଯ୍ୟକାରୀ କରିବାରେ ରହିବ ବଡ଼ ଭୂମିକା। ଖୁବଶୀଘ୍ର ମଧ୍ୟପ୍ରଦେଶ ଓ କର୍ଣ୍ଣାଟକକୁ ଓଡିଶା ଟିମ ଯିବ । ନିଗମର ରୂପରେଖ କେମିତି ହେବ ସେ ବାବଦରେ!-->…
ମହାନଦୀ ଜଳ ବିବାଦର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ
ରାଜ୍ୟ କାହାଣୀ (ଭୁବନେଶ୍ଵର)ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ ହେବ । ଗତ ମାସରେ ହୋଇଥିବା କ୍ଷେତ୍ରୀୟ ପରିଦର୍ଶନର ରିପୋର୍ଟକୁ ଶୁଣାଣିରେ ଅନ୍ତର୍ଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ ।ମହାନଦୀ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ଅଗ୍ରଗତି!-->…
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ
ଭୁବନେଶ୍ୱର (ରାଜ୍ୟକାହାଣୀ )ସିଜିମାଳି ପ୍ରସଙ୍ଗରେ ଜୁଏଲ ଓରାମଙ୍କ ହସ୍ତକ୍ଷେପ ଲୋଡିଲେ ସାଂସଦ ସସ୍ମିତ ପାତ୍ର । ଆଦିବାସୀ ବ୍ୟାପାର ମନ୍ତ୍ରୀ ଓରାମଙ୍କୁ ଚିଠି ଲେଖି ହସ୍ତକ୍ଷେପ ଲୋଡିଲେ ।ଏଥିରେ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ରୀୟ ଆଦିବାସୀ କଲ୍ୟାଣ ମନ୍ତ୍ରୀ, ଆଦିବାସୀ କଲ୍ୟାଣ ବିଭାଗ!-->…
ସଂସଦ ପରିସରରେ ଗାଡ଼ିରୁ ଓହ୍ଲାଇ ରାହୁଲଙ୍କ ସହ କଥା ହେଲେ ମୋଦି
ଭାରତୀୟ ରାଜନୀତିରେ ଆଜି ସକାଳେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମହାନ ସମାଜ ସଂସ୍କାରକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀ ଅବସରରେ ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ!-->…
ରିଜର୍ଭ ବ୍ୟାଙ୍କର ନୂଆ ପ୍ରସ୍ତାବ, ୟୁପିଆଇରେ ୧୦ ହଜାର ଟଙ୍କାରୁ ଅଧିକ ପଠାଇଲେ ବିଳମ୍ବ ହେବ ଘଣ୍ଟାଏ
ଏଣିକି ୟୁପିଆଇରେ ୧୦ହଜାର ଟଙ୍କାରୁ ଅଧିକ ପଠାଇଲେ ଘଣ୍ଟାଏ ବିଳମ୍ବ ହେବ।ଦେଶରେ ଡିଜିଟାଲ ଠକେଇ ବୃଦ୍ଧି ପାଉଥିବାରୁ କେତେକ ନିର୍ଦ୍ଦିଷ୍ଟ ପ୍ରକାର ୟୁପିଆଇ କାରବାର ଉପରେ କଟକଣା ଲଗାଇବା ବିଷୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ବିଚାର କରୁଛି। ପେମେଣ୍ଟ୍ କରିବା ମାତ୍ରେ ପଠାଇଥିବା ବ୍ୟକ୍ତିଙ୍କ!-->…
ଆଜି ସରିବ ବାହାର ରତ୍ନଭଣ୍ଡାର ଗଣତିମଣତି,୧୩ରେ ଫିଟିବ ଭିତର ଭଣ୍ଡାର
ଆଜି ଶେଷ ହୋଇପାରେ ବାହାର ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା। ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହୋଇପାରେ ଭିତର ରତ୍ନଭଣ୍ଡାର ଗଣତିମଣତି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର!-->…
ରାଜଧାନୀରୁ ଆତଙ୍କୀ ଗିରଫ: ଉଠାଇ ନେଲା ଦିଲ୍ଲୀ ସ୍ପେଶାଲ୍ ବ୍ରାଞ୍ଚ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରୁ ଜଣେ ଆତଙ୍କୀ ଗିରଫ । କ୍ୟାପିଟାଲ ଥାନା ଅଞ୍ଚଳରେ ୟୁନିଟ୍ 6 ରେ ଜଣେ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ଗିରଫ କରିଛି I ପାକିସ୍ତାନ ଲିଙ୍କ ସହିତ ଦେଶଦ୍ରୋହ ମାମଲରେ ତାକୁ ଉଠାଇଛି ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ I ଦେଶ ବିରୋଧରେ ସୋସିଆଲ୍!-->…
ପଞ୍ଚମ ଶ୍ରେଣୀ ‘ଆମ ବିଚିତ୍ର ବିଶ୍ୱ’ ବହିରେ ତ୍ରୁଟି, ବର୍ଣ୍ଣନା ହୋଇଛି ବ୍ରହ୍ମପୁର ଏକ ଜିଲ୍ଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ପଞ୍ଚମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ସାମ୍ନାକୁ ଆସିଛି। ପଞ୍ଚମ ଶ୍ରେଣୀର ସାମାଜିକ ବିଜ୍ଞାନ ‘ଆମେ ବିଚିତ୍ର ବିଶ୍ବ’ର ପ୍ରଥମ ପ୍ରସଙ୍ଗରେ ପୃଷ୍ଠା-୪ରେ ବ୍ରହ୍ମପୁରକୁ ଏକ ଜିଲା ଭାବେ ବର୍ଣ୍ଣନା କରାଯାଇଛି। ଓଡ଼ିଶାର ଗଞ୍ଜାମ ଜିଲା ଅଧୀନରେ ବ୍ରହ୍ମପୁର ଏକ!-->…