Browsing Category
ଆଜିର ଖବର
ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ! ଓଡ଼ିଶାରେ ସେମିକଣ୍ଡକ୍ଟର ହବ୍ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର (ରାଜ୍ୟ କାହାଣୀ )ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ରୋଡ ସୋରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇଟି ଟିମ୍ ଯାଇଛନ୍ତି । ୟୁରୋପ, ଜାପାନ, ସାଉଥ୍ କୋରିଆ ଟିମ୍ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଅଛି । ଓଡ଼ିଶାରେ!-->…
ନନ୍ଦନକାନନରେ ଉଦ୍ଧାର ଓରାଙ୍ଗଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ
ଭୁବନେଶ୍ୱର (ରାଜ୍ୟ କାହାଣୀ )ନନ୍ଦନକାନନରେ ଉଦ୍ଧାର ଓରାଙ୍ଗଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ ।ଗତକାଲି ସ୍ୱତନ୍ତ୍ର ବୈଷୟିକ ବିଶେଷଜ୍ଞ କମିଟି ଦ୍ୱାରା ଏହି ବନ୍ୟପ୍ରାଣୀ ଶିଶୁଙ୍କର ପୁଙ୍ଖାନୁପୁଙ୍ଖ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ପ୍ରାଥମିକ ରକ୍ତ ପରୀକ୍ଷା ରିପୋର୍ଟରୁ ୫!-->…
ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ । ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟର ଭଦନଗରରେ ଜନ୍ମ ନେଇଥିବା ମୋଦୀ ୭୬ ବର୍ଷ ପୂରଣ କରିଛନ୍ତି। ତାଙ୍କ ଜନ୍ମଦିନକୁ ନେଇ ବିଜେପି ପକ୍ଷରୁ ଦେଶବ୍ୟାପୀ ଭାବେ ବିଭିନ୍ନ ସେବା ଓ ଜନସମ୍ପର୍କ କାର୍ଯ୍ୟକ୍ରମ!-->…
ଆଜି ବିଶ୍ବକର୍ମା ପୂଜା। ଦେବଶିଳ୍ପୀଙ୍କୁ ଆବାହନ ପାଇଁ ସବୁଠି ପ୍ରସ୍ତୁତି
ଆଜି ପବିତ୍ର ବିଶ୍ବକର୍ମା ପୂଜା । ବିଶ୍ବକର୍ମା ପୂଜା ଦିନ କାରଖାନା, ମିଲ୍, ଗ୍ୟାରେଜ୍, ଇଞ୍ଜିନିୟରିଂ ସଂସ୍ଥା ଏବଂ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ବିଶେଷ ଉତ୍ସବର ମାହୋଲ ଥାଏ । ଏହି ଦିନ ଶ୍ରମିକ ଓ କାରିଗରମାନେ ନିଜ ନିଜର ଯନ୍ତ୍ରପାତି, ମେସିନ୍, ଗାଡ଼ି ଓ କମ୍ପ୍ୟୁଟର ଆଦିକୁ ସଫା କରି!-->…
ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍ଘାଟିତ
ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପରିସରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ଫୁଲ୍ ଭଲିବଲ୍ କୋର୍ଟ (ପଡ଼ିଆ) ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି ।ଏହି କୋର୍ଟକୁ ଆଇଟିଇଆରର ଡିନ୍!-->…
ସୃଷ୍ଟି ହେଲାଣି ଘୂର୍ଣ୍ଣିବଳୟ, ୨୪ ବେଳକୁ ଛୁଇଁପାରେ ଉପକୂଳ
ଭୁବନେଶ୍ଵର (ରାଜ୍ୟ କାହାଣୀ )ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆଗକୁ ଲଘୁଚାପର ରୂପ ନେବ। ଉତ୍ତର ଥାଇଲାଣ୍ଡ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ଆଶଙ୍କା। ଏହା ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ୟ୍ୟନ୍ତ ବ୍ୟାପିଛି। ୧୮ ସେପ୍ଟେମ୍ବର!-->…
ସୁଡାନରେ ସୁନା ଖଣି ଧସି ୬୦ ମୃତ, ଅନେକ ନିଖୋଜ
ସୁଦାନର ପଶ୍ଚିମ କୋର୍ଡୋଫାନ୍ ସ୍ଥିତ ଅଲ-ନୁହୁଦ୍ ସହରରେ ଗୋଟିଏ ସୁନା ଖଣି ଧସିଯିବା ଫଳରେ ଅତିକମରେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଧ୍ୱଂସାବଶେଷ ତଳେ ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି ।ଗତ ରବିବାର ଏହି ଖଣି ଧସିଥିବା ବେଳେ ବୁଧବାର!-->…
ଆଜି ସମ୍ବଲପୁରରେ ଉଦଘାଟିତ ହେଲା ଅତ୍ୟାଧୁନିକ ଡପଲର ୱେଦର ରାଡାର ସିଷ୍ଟମ
ଭୁବନେଶ୍ୱର (ରାଜ୍ୟ କାହାଣୀ )ପାଣିପାଗ ଆକଳନରେ ଆହୁରି ସଶକ୍ତ ହେଲା ଓଡି଼ଶା। ଆଜି ସମ୍ବଲପୁରରେ ଉଦଘାଟିତ ହେଲା ଅତ୍ୟାଧୁନିକ ଡପଲର ୱେଦର ରାଡାର ସିଷ୍ଟମ। ମୁଖ୍ୟମନ୍ତ୍ରୀ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ଯୋଗୀପାଲି ଯାଇ ଡପଲର ରାଡାର ସିଷ୍ଟମର ଉଦ୍ଘାଟନ କରିଛନ୍ତି। ସମ୍ବଲପୁରର!-->…
EPFରେ ବଡ଼ ପରିବର୍ତ୍ତନ; PF ଲିମିଟ୍ ବଢ଼ିଲା
କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ!-->…
ସାହସୀ ସୈନିକଙ୍କ ପାଇଁ ରେଳ ଯାତ୍ରାରେ ଜୀବନବ୍ୟାପୀ ରିହାତି
Free Railway Travel ଦେଶର ବୀର ଯବାନ ଏବଂ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସେନା ମେଡାଲ, ନୌସେନା ମେଡାଲ ଏବଂ ବାୟୁସେନା ମେଡାଲରେ ସମ୍ମାନିତ ଯବାନ ଓ ଯୋଗ୍ୟ ପରିବାର ସଦସ୍ୟଙ୍କୁ ଏଣିକି ଭାରତୀୟ ରେଳରେ ଆଜୀବନ ମାଗଣା ଯାତ୍ରା ସୁବିଧା ମିଳିବ ।!-->…