Browsing Category
ଆଜିର ଖବର
ଇସ୍ତଫା ଦେଲେ ଜଷ୍ଟିସ ଯଶୱନ୍ତ ବର୍ମା, ଘରୁ ମିଳିଥିଲା ବିପୁଳ ଟଙ୍କା
ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । । ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ ପଡ଼ିଥିଲେ। ପରେ ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ସ୍ଥାନାନ୍ତର କରାଯାଇଥିଲା। ଗତ ୫!-->…
ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି:ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି, ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି। ପ୍ରକଳ୍ପକୁ ସାମୟିକ ଭାବେ ସ୍ଥଗିତ ରହିଛି। ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା!-->…
ସଡ଼କ ଦୁର୍ଘଟଣା ଆହତଙ୍କ ପାଇଁ ‘PM-RAHAT’ ଯୋଜନା କାର୍ଯ୍ୟକାରୀ
ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ 'ପ୍ରଧାନମନ୍ତ୍ରୀ ରାହତ' ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୁଲିସ୍ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ!-->…
ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ ।ସରକାରଙ୍କ ବଦଳି ନୀତି ଉଲ୍ଲଂଘନ କରି ସେମାନଙ୍କ!-->…
ରତ୍ନଭଣ୍ଡାରର ଦ୍ବିତୀୟ ପର୍ଯ୍ୟାୟ ଗଣତି, ଭିତର କାଠ ନିକଟରୁ ଦର୍ଶନ ବନ୍ଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି। ଆଜି ହେଉଛି ଗଣତିର ତୃତୀୟ ଦିନ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ଗଣତି କରାଯାଉଛି। ୮ ତାରିଖରୁ ଆରମ୍ଭ ହୋଇଛି ଦ୍ବିତୀୟ!-->…
ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ ।୧୨ ରୁ ୧୪ ତାରିଖ!-->…
ସଂକଟରେ ମଧ୍ୟପ୍ରାଚ୍ୟ ଅସ୍ତ୍ରବିରତି! ଲେବାନନ ସହ ସିଧାସଳଖ ଆଲୋଚନା ପାଇଁ ସବୁଜ ସଙ୍କେତ ଦେଲା ଇସ୍ରାଏଲ
ଆମେରିକା, ଇସ୍ରାଏଲ ଓ ଇରାନ ମଧ୍ୟରେ ହୋଇଥିବା ଦୁଇ ସପ୍ତାହର ଅସ୍ଥାୟୀ ଅସ୍ତ୍ରବିରତି ବର୍ତ୍ତମାନ ସଂକଟ ମଧ୍ୟ ଦେଇ ଗତି କରୁଛି। ଇରାନ କହିଛି ଯେ ଏହି ଅସ୍ତ୍ରବିରତିରେ ଇରାନ ସହିତ ଲେବାନନ୍ ଏବଂ ସମସ୍ତ ପ୍ରତିରୋଧ ଶକ୍ତି ସାମିଲ ଅଛନ୍ତି। ଆଉ ଏପରିସ୍ଥିତିରେ ଇସ୍ରାଏଲ୍ ଯଦି ଲେବାନନ୍ ଉପରେ!-->…
ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ନେଇ ଅପରାଜିତାଙ୍କ ଚିନ୍ତା, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା। ଏନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରି ସେ ଏକ!-->…
OTET 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ମାଧ୍ୟମିକ ଶିକ୍ଷା ବୋର୍ଡ (BSE), ଓଡ଼ିଶା ଆଜି ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି କରିଛି ।ବୋର୍ଡ ଘୋଷଣା କରିଛି ଯେ OTET-2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖକୁ ମେ ୯ ତାରିଖ ପର୍ଯ୍ୟନ୍ତ!-->…
3 ମାନବରହିତ ମିଶନ ପରୀକ୍ଷଣ କରିବ ଇସ୍ରୋ
ମହାକାଶକୁ ମାନବଙ୍କୁ ପଠାଇବା ପୂର୍ବରୁ ଇସ୍ରୋ ସତର୍କତା ଅବଲମ୍ବନ କରୁଛି । ପ୍ରକୃତ ମିଶନ ପୂର୍ବରୁ ପ୍ରଥମେ ତିନି ମାନବରହିତ ମିଶନ ପରୀକ୍ଷଣ କରିବ ଇସ୍ରୋ । ବେଙ୍ଗାଲୁରୁରେ ଆୟୋଜିତ ଇଣ୍ଟରନ୍ୟାସନାଲ କନଫରେନ୍ସ ଅନ ସ୍ପେଶକ୍ରାଫ୍ଟ ମିଶନ ଅପରେସନ୍ ଉଦଘାଟନ ଅବସରରେ, ଇସ୍ରୋ ମୁଖ୍ୟ ବି ନାରାୟଣନ!-->…