Browsing Category

ଆଜିର ଖବର

ରାଜ୍ୟସଭା କ୍ରସ ଭୋଟିଂକୁ ନେଇ ବର୍ଷିଲେ ବିଜେଡି ନେତା ସମ୍ବିତ ରାଉତରାୟ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୪ ନିର୍ବାଚରେ ମନଇଚ୍ଛା ଟିକେଟ୍ ବାଣ୍ଟିଥିଲା ବିଜେଡି। ନବୀନଙ୍କ ପ୍ରତି ନିଷ୍ଠାବାନ ଥିବା ବ୍ୟକ୍ତିଙ୍କୁ ଦିଆଯାଇନଥିଲା ଟିକେଟ୍ । କଂଗ୍ରେସ ନୀତି ଆଦର୍ଶ ରଖିଥିବା ପ୍ରାର୍ଥୀଙ୍କୁ ଟିକେଟ ବଣ୍ଟାଯାଇଥିବା ନେଇ ସଂଗୀନ ଅଭିଯୋଗ ଆଣିଲେ ବିଜେଡି ନେତା ସମ୍ବିତ

ବିହାରରେ ନୀତିଶ ଯୁଗର ଅନ୍ତ: ମୁଖ୍ୟମନ୍ତ୍ରୀ ଦୌଡ଼ରେ ସମ୍ରାଟ ଚୌଧୁରୀ ସବୁଠୁ ଆଗରେ

ବିହାର ରାଜନୀତିରେ ନୀତିଶ ଯୁଗର ଅନ୍ତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୧୦ ରାଜ୍ୟସଭାକୁ ଯାଉଥିବା ବେଳେ ଆସନ୍ତା ସପ୍ତାହରେ ବିହାରକୁ ଏକ ନୂଆ ମୁଖ୍ୟମନ୍ତ୍ରୀ ମିଳିବା ଏକପ୍ରକାର ନିଶ୍ଚିତ ହୋଇଛି। ନୀତୀଶ ଦିଲ୍ଲୀ ଯିବା ପରେ, ରାଜ୍ୟର ମଙ୍ଗ କିଏ

ଆଉ ହେବନି ପାଓ୍ବାର୍‌ କଟ୍ !ଅଘୋଷିତ ବିଦ୍ୟୁତ କାଟ୍ ଏକ ଦଣ୍ଡନୀୟ ଅପରାଧ -ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ ।ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରିକଟିବନି ବିଦ୍ୟୁତ । ଗୁରୁବାର ବାଲିଅନ୍ତା ଠାରେ ବିଦ୍ୟୁତ ସବ୍ ଷ୍ଟେସନ ଲୋକାର୍ପଣ ଅବସରରେ ଖରାଦିନେ ପାଓ୍ବାର କଟ୍ ହେବନି ବୋଲି ନିଶ୍ଚିତ

ପ୍ରକାଶ ପାଇଲା OSSTET ରେଜଲ୍ଟ, ପାସ୍ ହାର ୭୨.୩୮ ପ୍ରତିଶତ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରକାଶ ପାଇଲା OSSTET- ୨୦୨୫ ପରୀକ୍ଷା ଫଳ । ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ- ଓଷ୍ଟେଟ । ଏଥିରେ ୭୨.୩୮ ପ୍ରତିଶତ ଆଶାୟୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ BSE ପକ୍ଷରୁ ସୂଚନା । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟରେ ରେଜଲ୍ଟ ଉପଲବ୍ଧ ଅଟେ ।

ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫାକୁ ଗ୍ରହଣ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫାକୁ ଗ୍ରହଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ସଂସଦୀୟ

କାଲି ସୁନା ଓ ରୁପା ଦର ବଢିଥିଲାବେଳେ ଆଜି କମିଛି ମୂଲ୍ୟ

ଛଅ ସପ୍ତାହ ଧରି ଚାଲିଥିବା ଭୟଙ୍କର ଯୁଦ୍ଧ କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୫ ଦିନିଆ ଯୁଦ୍ଧବିରତି ଘୋଷଣା କରିଛନ୍ତି | ଏତେ ବଡ଼ ସଙ୍କଟ କମିବା ସହିତ ସୁନା ଏବଂ ରୁପା ବଜାରରେ ମଧ୍ୟ ତୀବ୍ର ବୃଦ୍ଧି ଦେଖିବାକୁ ମିଳିଛି । ଯୁଦ୍ଧବିରତି ଖବର ପରେ ନିବେଶକଙ୍କ ଆତ୍ମବିଶ୍ୱାସ ମଧ୍ୟ

ରାଜା ସାହାଣୀକୁ ୭ ଦିନିଆ ରିମାଣ୍ଡରେ ନେଲା ମହୀଶୂର ପୋଲିସ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦୁର୍ଦାନ୍ତ ଅପରାଧୀ ରାଜା ସାହାଣୀକୁ ୭ ଦିନିଆ ରିମାଣ୍ଡରେ ନେଲା ମହୀଶୂର ପୁଲିସ । ଚୌଦ୍ଵାର ଜେଲ୍‌ରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରାଜାକୁ ରିମାଣ୍ଡରେ ନିଆଯାଇଛି । ମହୀଶୂର ସୁନା ଦୋକାନ ଲୁଟ୍ ଘଟଣାରେ ପଚରାଉଚରା କରିବ ପୁଲିସ। ଅଭିଯୁକ୍ତ ରାଜାକୁ ମହୀଶୂର

ଅସ୍ତ୍ରବିରତିର ୨୪ ଘଣ୍ଟା ମଧ୍ୟରେ  ପୁଣି ଧମକ ଦେଲେ ଟ୍ରମ୍ପ 

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମ ଦେଶର ସୈନ୍ୟ ଏବଂ ଯୁଦ୍ଧଜାହାଜ ଇରାନରେ ରହିବେ । ସେ ସ୍ପଷ୍ଟ କରିଛନ୍ତି, ଯଦି ଆଲୋଚନାର ଫଳାଫଳ ଆମ ଆଶା ପୂରଣ ନ କରେ, ତେବେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇପାରେ । ଇରାନରେ ସୈନ୍ୟ ରଖିବାର ଏହି ଘୋଷଣା ଟ୍ରମ୍ପ ଇରାନରେ ଅସ୍ତ୍ରବିରତି

ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଶିଶୁ

ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଛୁଆ । ହେଲେ ଡାକ୍ତରଙ୍କ ଯୋଗୁଁ ବଞ୍ଚିଗଲା ଜୀବନ । ମାଛ ସହିତ ଖେଳିଖେଳି ପିଲାଟି ମାଛକୁ ଗିଳିଦେଇଥିଲା । ଡାକ୍ତର ଯାହାକୁ ସୁରକ୍ଷିତ ଭାବେ ବାହାର କରିଛନ୍ତି ।ସୂଚନାଯୋଗ୍ୟ, ଶିଶୁଟିର ପରିବାର ସଦସ୍ୟମାନେ ଘରେ ରଖାଯାଇଥିବା ଆକ୍ୱାରିୟମ ସଫା କରୁଥିଲେ। ସଫା

ଏଣିକି ଅଙ୍ଗନୱାଡି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଅଙ୍ଗନୱାଡିକୁ ଆଡପ୍ଟ କରିବେ ବିଶ୍ୱବିଦ୍ୟାଳୟ । ଏଣିକି କୁନି କୁନି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ଶିଶୁ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଜିସି ଏହି ନିର୍ଦ୍ଦେଶନାମା ଜାରି କରିଛି ।ବିଶ୍ୱବିଦ୍ୟାଳୟ