Browsing Category

ଆଜିର ଖବର

ଏପ୍ରିଲ ୨୭ ସୁଦ୍ଧା ଶିଶୁବାଟିକାରୁ ମାଟ୍ରିକ ଯାଏଁ ମିଳିବ ୟୁନିଫର୍ମ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ | ଆସନ୍ତା ଏପ୍ରିଲ ୨୭ ତାରିଖ ସୁଦ୍ଧା ରାଜ୍ୟର ଶିଶୁବାଟିକାରୁ ନେଇ ମାଟ୍ରିକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ । ପୋଷାକର ଗୁଣାବତ୍ତା ଯାଞ୍ଚ ହେବ । ଏନେଇ ସ୍ୱତନ୍ତ୍ର ଗାଇଡଲାଇନ୍

ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି। ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ

ଆଜି ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ

ଆଜି ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ। ୨ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୨୯୬ ଆସନରେ ଭୋଟ୍ ଗ୍ରହଣ ହେଉଛି । ୧୮୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର।ଆସାମର ୧୨୬ ଆସନରେ ହେଉଛି ମତଦାନ। ପୁଡୁଚେରୀର ୩୦ଟି ଆସନ ପାଇଁ ହେଉଛି ଲଢେଇ। କେରଳର ୧୪୦ ଆସନ

ରତ୍ନଭଣ୍ତାର ଗଣତିମଣତିକୁ ନେଇ ଗଜପତି ମହାରାଜାଙ୍କ ବଡ ବୟାନ

ଭୁବନେଶ୍ୱର (ରାଜ୍ୟକାହାଣୀ )ରତ୍ନଭଣ୍ତାର ଗଣତିମଣତିକୁ ନେଇ ଗଜପତି ମହାରାଜାଙ୍କ ବଡ ବୟାନ। ଗଣତିମଣତି ସମୟରେ ଟେକ୍ନିକାଲି କରାଯାଉଛି। ଥ୍ରିଡି ମ୍ୟାପିଂ କରାଯାଉଛି। ଟିକେ ସମୟ ଲାଗୁ ପଛେ , କିନ୍ତୁ ଭଲ ଭାବରେ କାମ କରାଯିବା ଦରକାର।ଭବିଷ୍ୟତରେ ଯେମିତି ଦ୍ଵନ୍ଦ୍ଵ ସୃଷ୍ଟି ନ ହେଉ ବୋଲି

ସଂସଦୀୟ ଦଳ ନେତା ପଦରୁ ସସ୍ମିତଙ୍କ ଇସ୍ତଫା

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା। ଇସ୍ତଫା ପତ୍ର ବିଜେଡି ସଭାପତି ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର।ଇସ୍ତଫାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନ ଥିଲେ ମଧ୍ୟ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ

ସୋସିଆଲ ମିଡିଆରେ ଖରାପ ଶବ୍ଦ କହିଲେ ସାବଧାନ ! ଆସିବ ଆଇନ୍, ନିଆଯିବ କାର୍ଯ୍ୟାନୁଷ୍ଠାନ:ଆଇନ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅପଶବ୍ଦ ବ୍ୟବହାର ଉପରେ ଲାଗିବ ରୋକ୍ । ସୋସିଆଲ ମିଡିଆ ହେଉ କିମ୍ବା ବାହାରେ । କେଉଁଠି ବି କେହି ଅପଶବ୍ଦ ବ୍ୟବହାର କରିପାରିବେ ନାହିଁ । ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଆଇନ

ମେ’ ୫ରୁ ଆରମ୍ଭ ହେବ ପିଜି ପ୍ରବେଶିକା ପରୀକ୍ଷା

ଓଡ଼ିଶାରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET (Common PG Entrance Test) ପ୍ରବେଶିକା ପରୀକ୍ଷାର ସୂଚୀ ପ୍ରକାଶ ପାଇଛି । ଷ୍ଟେଟ ସିଲେକ୍ସନ ବୋର୍ଡ (SSB) ପକ୍ଷରୁ ଏହି ସୂଚୀ ଜାରି କରାଯାଇଛି । ଆସନ୍ତା ମେ’ ୫ ତାରିଖରୁ ମେ’ ୧୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ

ଏସସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା : ମେଡିକାଲରେ ପହିଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )କଟକ ବଡ଼ ଡାକ୍ତରଖାନାରେ କେନ୍ଦ୍ରୀୟ ତଦନ୍ତକାରୀ ଦଳ। ଏସସିବିରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ ମେଡିକାଲରେ ପହଞ୍ଚିଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ କତ୍ତୃପକ୍ଷ , ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ

ମାଫିଆଙ୍କୁ ସରକାରଙ୍କର କଡା ଚେତାବନୀ । ସୁଧୁରିଯାଅ ନଚେତ ସୁଧାରିଦେବୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଗୋ-ମାଫିଆଙ୍କୁ ସରକାରଙ୍କ କଡ଼ା ଚେତାବନୀ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି । ବାଲେଶ୍ୱ. ମୟରଭଞ୍ଜ ଜିଲ୍ଲାର ୩୩ଟି ସ୍ଥାନରେ ଗୋମାଫିଆଙ୍କ ଘରେ ଚଢାଉ ଚାଲିଛି । ୪୬ ଲକ୍ଷରୁ ଅଧିକ ଟଙ୍କା, ୨ କେଜିରୁ ଅଧିକ

ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଏଏଆଇବି ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି । ରାଉରକେଲାରେ ପହଞ୍ଚିବା ପୂର୍ବରୁ ବିମାନରୁ ତେଲ ସରିଆସୁଥିବା ସୂଚନା ମିଳିଛି ।ଫଳର ଇଞ୍ଚିନରେ ସମସ୍ୟା ଯୋଗୁଁ ବିମାନ