Browsing Category

ଆଜିର ଖବର

ଟ୍ରମ୍ପଙ୍କ ଘୋଷଣା ପରେ ଷ୍ଟକ ମାର୍କେଟରେ ଉଛୁଳିଲା ସେୟାର ମାର୍କେଟ

ଉଛୁଳିଲା ସେୟାର ମାର୍କେଟ । ଟ୍ରମ୍ପଙ୍କ ଘୋଷଣା ପରେ ଷ୍ଟକ ମାର୍କେଟରେ ଜବରଦସ୍ତ କମବ୍ୟାକ । ପ୍ରାୟ ୨୬୦୦ ପଏଣ୍ଟ ବଢ଼ିଲା ସେନସେକ୍ସ । ସେହିପରି ନିଫ୍ଟି ମଧ୍ୟ ୭୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଛି । ସୂଚନାମୁତାବକ ୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ । ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ ।

ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ

୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ ।ଇରାନର ୧୦ ସର୍ତ୍ତ ଆଗରେ ମୁଣ୍ଡ ନୁଆଁଇଲେ ଟ୍ରମ୍ପ

୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ । ଯୁଦ୍ଧରେ ଲାଗିଲା ୨ ସପ୍ତାହର ବିରାମ । ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି ଉଭୟ ଆମେରିକା ଓ ଇରାନ୍ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ବିଶ୍ୱକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଆମେରିକା

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର, କଟକ ଓ ଢେଙ୍କାନାଳରେ

କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି

କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି । କାଲିଠୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ଯାଏଁ ଗଣତି ହେବ । ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ହେବ । ବାହାର କାଠ ନିକଟରୁ ଦର୍ଶନ ହେବ । ପରବର୍ତ୍ତୀ ଗଣତି

ସାବଧାନ… ଫଳ ଓ ଲସିରେ ରହିଛି ବିଷ !

ତରଭୁଜ, ଆମ୍ବ, ଲିଚୁ ଆଦି ବିଭିନ୍ନ ପ୍ରକାର ଗ୍ରୀଷ୍ମକାଳୀନ ଫଳ ଖାଉଥିଲେ ସାବଧାନ | ଗ୍ରୀଷ୍ମକାଳୀନ ପାନୀୟ କିମ୍ବା ଫଳ ଖାଇବା ସ୍ବାସ୍ଥ୍ୟପ୍ରତି ନିରାପଦ ନୁହେଁ କାରଣ ଫଳ ପଚେଇବା ପାଇଁ ବ୍ୟବସାୟୀମାନେ ରାସାୟନିକ ପଦାର୍ଥ ଏବଂ ପାନୀୟରେ ବାସୀ ଏବଂ ସମୟସୀମା ସମାପ୍ତ ହୋଇ ଯାଇଥିବା ରାସାୟନିକ

ବାଂଲାଦେଶ ସୀମାରେ ସାପ-କୁମ୍ଭୀର ଛାଡିପାରେ ଭାରତ!

ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି।ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାର ସମ୍ୱେଦନଶୀଳ ନଦୀକୂଳିଆ ଅଞ୍ଚଳରେ କୁମ୍ଭୀର ଏବଂ ସାପକୁ ଛାଡିବାର ସମ୍ଭାବ୍ୟତା ଅନୁସନ୍ଧାନ କରୁଛି। ତଥାପି, ପ୍ରସ୍ତାବକୁ ଏପର୍ଯ୍ୟନ୍ତ ସରକାରୀ

ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ

ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା ।କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ ଘୋଷଣା କରିଛି, ଯାହା ଫଳରେ ଘରୋଇ ଏବଂ ଆନ୍ତର୍ଜାତୀୟ ଉଭୟ ରୁଟରେ ଟିକେଟ ମୂଲ୍ୟ ଅଧିକ ହେବ ।

ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା

ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା । ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆରମ୍ଭ ହେବ ଏହି ସେବା ।ଏଠାରୁ ସିଧାସଳଖ ଦେଶ ଓ ବିଦେଶକୁ ପଠାଯାଇ ପାରିବ ସାମଗ୍ରୀ । ଭୌଗଳିକ ଓ ଭିତ୍ତିଭୂମି ଦୃଷ୍ଟିକୋଣରୁ କାର୍ଗୋ ଏୟାର ପୋର୍ଟ ପାଇଁ ଝାରସୁଗୁଡ଼ା ଉପଯୁକ୍ତ

ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ !ଇସ୍ତଫା ଦେବା ପଛର କାରଣ କଣ ?

ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ନିଯୁକ୍ତି ପ୍ରକ୍ରିୟା ସମାପ୍ତ ନହେବା