Browsing Category

ଆଜିର ଖବର

ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ

ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା ।କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ ଘୋଷଣା କରିଛି, ଯାହା ଫଳରେ ଘରୋଇ ଏବଂ ଆନ୍ତର୍ଜାତୀୟ ଉଭୟ ରୁଟରେ ଟିକେଟ ମୂଲ୍ୟ ଅଧିକ ହେବ ।

ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା

ଖୁବଶୀଘ୍ର ଝାରସୁଗୁଡ଼ା ବିମାନବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା । ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆରମ୍ଭ ହେବ ଏହି ସେବା ।ଏଠାରୁ ସିଧାସଳଖ ଦେଶ ଓ ବିଦେଶକୁ ପଠାଯାଇ ପାରିବ ସାମଗ୍ରୀ । ଭୌଗଳିକ ଓ ଭିତ୍ତିଭୂମି ଦୃଷ୍ଟିକୋଣରୁ କାର୍ଗୋ ଏୟାର ପୋର୍ଟ ପାଇଁ ଝାରସୁଗୁଡ଼ା ଉପଯୁକ୍ତ

ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ !ଇସ୍ତଫା ଦେବା ପଛର କାରଣ କଣ ?

ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ନିଯୁକ୍ତି ପ୍ରକ୍ରିୟା ସମାପ୍ତ ନହେବା

ବୈଠକ ପରେ ମୁହଁ ଖୋଲିଲେ ପ୍ରମିଳା ମଲ୍ଲିକ

ରାଜ୍ୟକାହାଣୀ ( ଭୁବନେଶ୍ୱର )ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିଲା । ତେବେ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା । ବିଧାୟିକା ପ୍ରମିଳା ମଲ୍ଲିକ

ରାଜ୍ୟ ସରକାର ଜାରି କଲେ ଜରୁରୀ ନିର୍ଦ୍ଦେଶ,ବିଦ୍ୟାଳୟରେ ସାନିଟେସନ ଓ ମାସିକ ଋତୁସ୍ରାବ ସ୍ବଚ୍ଛତାକୁ ଗୁରୁତ୍ବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶା ସରକାରଙ୍କ ତରଫରୁ ସ୍କୁଲ୍ ସାନିଟେସନ୍ ଓ ମାସିକ ଋତୁସ୍ରାବକୁ ନେଇ ଆଲ୍ ହାଇଜିନ୍‌ ଉପରେ ଜରୁରୀ ନିର୍ଦ୍ଦେଶ ଜାରି ହୋଇଛି। ଛାତ୍ରଛାତ୍ରୀଙ୍କ ପାଇଁ ସୁରକ୍ଷିତ ଓ ସମାନତାମୂଳକ ଶିକ୍ଷା ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ସରକାର ସମସ୍ତ ଜିଲ୍ଲା

‘ଅମରାବତୀ’ ଆନ୍ଧ୍ର ପ୍ରଦେଶର ନୂଆ ରାଜଧାନୀ

'ଅମରାବତୀ' ଏବେ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ । ସ୍ଥାୟୀ ରାଜଧାନୀ ଭାବେ ଆଇନଗତ ସ୍ୱୀକୃତି ମିଳିଛି । ସଂସଦରେ ପାରିତ ହେବା ପରେ ଆନ୍ଧ୍ରପ୍ରଦେଶ ପୁର୍ନଗଠନ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ରାଜ୍ୟ ବିଭାଜନ ହେବାରେ ୧୨ ବର୍ଷ ପରେ ଅମରାବତୀ ଆନୁଷ୍ଠାନିକ ଭାବେ

ପଶ୍ଚିମବଙ୍ଗରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲେ ୯୦ ଲକ୍ଷରୁ ଅଧିକ ଲୋକ

ଚଳିତ ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଭୋଟର ତାଲିକା ସମ୍ପର୍କରେ ଏକ ବଡ ଅପଡେଟ୍ ସାମ୍ନାକୁ ଆସିଛି। ନିର୍ବାଚନ କମିଶନ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅଧୀନରେ ଏକ ନୂତନ ଭୋଟର ତାଲିକା ପ୍ରକାଶ ପାଇଛି। ଯେଉଁଥିରେସାରା ରାଜ୍ୟରୁ ୯୦ ଲକ୍ଷରୁ ଅଧିକ ଭୋଟରଙ୍କ

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେଡ଼ି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ନେତାଙ୍କ ମେଳି। ଯାଜପୁର ସଂଗଠନକୁ ନେଇ ବଡ ବୈଠକ ଅନୁଷ୍ଠିତ ହେଉଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି ରଞ୍ଜନ ଘଡ଼ାଇ, ପ୍ରଣବ ବଳବନ୍ତରାୟଙ୍କ ସମେତ ବହୁ ନେତା

୫ କେଜି LPG ସିଲିଣ୍ଡର ଯୋଗାଣ ଏବଂ ବଣ୍ଟନକୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଏଲ୍‌ପିଜି ଗ୍ୟାସ୍ ସଙ୍କଟ ଦେଖା ଦେଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପ୍ରବାସୀ

ଝଲସିବ ପୁରୀ ଶ୍ରୀମନ୍ଦିର; ଆଲୋକୀକରଣ ପାଇଁ ଖର୍ଚ୍ଚ ହେବ ୧୭ରୁ ୧୮ କୋଟି

ଶ୍ରୀମନ୍ଦିରକୁ କରାଯିବ ଆକର୍ଷଣୀୟ ଆଲୋକୀକରଣ । ୧୭ରୁ ୧୮ କୋଟି ଟଙ୍କାରେ ହେବ ଆଲୋକୀକରଣ ବ୍ୟବସ୍ଥା । ଭକ୍ତ ପାଇବେ ନୂଆ ଆଧ୍ୟାତ୍ମିକ ଅନୁଭୂତି । ଶ୍ରୀମନ୍ଦିର ସହିତ ଭିତର ବେଢାରେ ଥିବା ପାର୍ଶ୍ବ ଦେବାଦେବୀ ମନ୍ଦିର ଗୁଡିକରେ ମଧ୍ୟ ସୁନ୍ଦର ଭାବେ କରାଯିବ ଆଲୋକୀକରଣ । ଶ୍ରୀମନ୍ଦିର ଚାରି