Browsing Category
ଆଜିର ଖବର
ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ, ଇରାନ୍ ଉପରେ ଆକ୍ରମଣ ସଙ୍କେତ ଦେଲେ ଟ୍ରମ୍ପ
ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ । ୮ଟା ଯାଏ ଡେଡଲାଇନ୍ ଦେଇଛନ୍ତି ଟ୍ରମ୍ପ । ଇରାନ ହର୍ମୁଜ ପ୍ରଣାଳୀ ନ ଖୋଲିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ! । କଣ୍ଟ ପୂରିବା ପରେ ଭୟଙ୍କର ଆକ୍ରମଣ କରିବ ଆମେରିକା । ଯଦି ତେହରାନ୍ ଚୁକ୍ତି ନ କରେ କିମ୍ବା ହର୍ମୁଜ୍ ପ୍ରଣାଳୀ ଖୋଲିବାକୁ!-->…
୪ଦିନ କାଳବୈଶାଖୀ ଆଶଙ୍କା ।ସପ୍ତାହେ ଯାଏଁ ବଢିବନି ତାତି
ରାଜ୍ୟ କାହାଣୀ (ଭୁବନେଶ୍ଵର)୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,!-->…
ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦୁଇ ସେବାୟତ ଗୋଷ୍ଠୀ ଭିତରେ ଘୋଡଣି ଉଠେଇବା ନେଇ ବିବାଦ ଉପୁଜି ଥିଲା। ଉଭୟ ପକ୍ଷଙ୍କୁ ଡାକି ଆଲୋଚନା ପରେ ସମସ୍ୟାର ସମାଧାନ ହେଲା। ଏହି ଘଟଣାକୁ ନେଇ ଆଗାମୀ ୨୦ରେ ଟ୍ରଷ୍ଟ ବୋର୍ଡ ବୈଠକରେ!-->…
ଏପ୍ରିଲ ଅପେକ୍ଷା ମେ’ଜୁନରେ ହିଟୱେଭ ଅଧିକ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଏପ୍ରିଲ ମାସ ଅପେକ୍ଷା ମେ ଓ ଜୁନରେ ରାଜ୍ୟରେ ହିଟ ୱେଭ ପ୍ରଭାବ ଅଧିକ ରହିବ। ଏପ୍ରିଲରେ ବର୍ଷା ସହ ଘଡଘଡି ପ୍ରଭାବ ଅଧିକ ରହିବ । ଗତ ୩୧ ମାର୍ଚ୍ଚ ରେ ଯେଉଁ ଆକଳନ କରାଯାଇଛି ତାହାକୁ କୃତ୍ରିମ ବୁଦ୍ଧିମତା (AI) ଆହୁରି ସଠିକ୍ କରୁଛି । ଏନେଇ ସୂଚନା ଦେଇଛନ୍ତି!-->…
ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ
ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ । ପ୍ରଥମ ଥର ପାଇଁ ପ୍ରେସିଡେଣ୍ଟ କଲାର ସମ୍ମାନରେ ସମ୍ମାନୀତ ହେବ ରାଜ୍ୟ ପୋଲିସ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା ପରେ ସମ୍ମାନ ହାତେଇବା ପାଇଁ ଏକ ଭବ୍ୟ ଆୟୋଜନର କାର୍ଯ୍ୟକ୍ରମ ହେଉଛି । ଏନେଇ ପୋଲିସ!-->…
ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା, ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂଆ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ । ୧୯ ଜୁଲାଇ ୨୦୨୩ ଏସଟିଏ ବୈଠକରେ ନିଆଯାଇଥିବା !-->…
୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ଘୋଷଣା ହେଲା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ । ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ । ଅନୁଗୁଳ ପାଇଁ ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମୁଣି ଛତର (ଉପାଧ୍ୟକ୍ଷ); ବଲାଙ୍ଗିର ପାଇଁ ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ);!-->…
ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ମନମୋହନ ସାମଲ, ସଂତୃପ୍ତ ମିଶ୍ର, ଦିଲ୍ଲୀପ ରାୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାରୁ ୩ ସାଂସଦ ବି ଶପଥ ନେଇଛନ୍ତି ।ମନମୋହନ ସାମଲଙ୍କର ରାଜ୍ୟସଭାରେ ଏହା ଦ୍ବିତୀୟ ପାଳି । ସେ ପ୍ରଥମ ପାଳିରେ ୨୦୦୦ ରୁ ୨୦୦୪ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । ଡକ୍ଟର ସଂତୃପ୍ତ!-->…
ଆଜି ହେବ କାଳବୈଶାଖୀ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହୋଇପାରେ ଝଡ଼ ବର୍ଷା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି କାଳବୈଶାଖୀର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ!-->…
ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆମ ସାଥୀ ଚାଟ୍ ବଟ୍ ମାଧ୍ୟମରେ ରାଜସ୍ୱ ସେବାକୁ କରାଯିବ ଅଧିକ ଲୋକାଭିମୁଖୀ । ନୂତନ OAS ଏବଂ ORS ଅଧିକାରୀଙ୍କୁ ଆମ ସାଥୀ ଚାଟ ବଟ ମାଧ୍ୟମରେ ଦିଆଯିବ ରାଜସ୍ୱ ସେବା ଏବଂ ଅଭିଯୋଗ ଶୁଣାଣି ସମ୍ପର୍କିତ ତାଲିମ । ସମସ୍ତ ତହସିଲଦାର ଓ ଅନ୍ୟାନ୍ୟ ରାଜସ୍ୱ ଅଧିକାରୀ!-->…