Browsing Category
ଆଜିର ଖବର
ପୁରୀରେ ଆଜି ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
ଅକ୍ଷୟ ତୃତୀୟାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ଶ୍ରୀମନ୍ଦିରରେ ଆଜି ପଇତା ଲାଗି ନୀତି ଅନୁଷ୍ଠିତ ହେବ ।ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ!-->…
ଏପ୍ରିଲରେ ରାଉରକେଲା ଆସିପାରନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଉରକେଲା ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ସୂଚନା ଅଛି ।ତେବେ ରାଷ୍ଟ୍ରପତି ଜନଜାତି ସଂଗ୍ରହାଳୟ (ଟ୍ରାଇବାଲ ମ୍ୟୁଜିୟମ୍)ର ଉଦ୍ଘାଟନ!-->…
ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ୍
ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର। ସେମାନଙ୍କ ପାଇଁ ୫ କେଜି ସିଲିଣ୍ଡର କଟକଣା ଲାଗୁ ହେବନି । ସେମାନେ ପରିଚୟପତ୍ର ଦେଖାଇଲେ ତାଙ୍କୁ ୫ କେଜି ଏଲପିଜି ମିଳିବ।ସୂଚନାଯୋଗ୍ୟ ଯେ, ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଲାଗି ଗ୍ୟାସ୍ ଯୋଗାଣରେ ଅଙ୍କୁଶ ଲଗାଯାଇଛି!-->…
ଓଡ଼ିଶା ପ୍ରେମରେ ମାଧୁରୀ ଦୀକ୍ଷିତ; ସମ୍ୱଲପୁରୀ ଶାଢୀରେ କଲେ ଫଟୋସୁଟ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ପ୍ରେମରେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ସମ୍ୱଲପୁରୀ ଶାଢୀରେ ଫଟୋସୁଟ୍ କରିଛନ୍ତି । ଯାହାର ଫଟୋ ସେ ସୋସିଆଲ ମିଡିଆରେ ସେୟାର କରି ସମସ୍ତଙ୍କ ମନ ମୋହିଛନ୍ତି । ଏହି ଲୁକ୍ ର କିଛି ଫଟୋ ସେୟାର କରି ମାଧୁରୀ ଲେଖିଛନ୍ତି, ''ଓଡ଼ିଶାର ସମୃଦ୍ଧ ବୟନ!-->…
ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ!-->…
ଏଣିକି ଓଡ଼ିଆରେ ନାମଫଳକ ମାରିବା ବାଧ୍ୟତାମୂଳକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ!-->…
୧୯୯୪ ମସିହାରୁ ଥିଲେ ନିଖୋଜ, ୩୨ ବର୍ଷ ପରେ ମିଳିଲା ପତ୍ତା
ଆମେରିକାର ଆରିଜୋନାରୁ ଏକ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି।ଆମେରିକା ଆରିଜୋନା ଅନ୍ତର୍ଗତ ଷ୍ଟାର୍ ଭ୍ୟାଲିରୁ ୧୯୯୪ ମସିହାରେ ମାତ୍ର ୧୩ ବର୍ଷ ବୟସରେ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା କ୍ରିଷ୍ଟିନା ମାରି ପ୍ଲାଣ୍ଟେ ଦୀର୍ଘ ୩୨ ବର୍ଷ ପରେ!-->…
ବହି ନାଁରେ ଚଳିବନି ବ୍ୟବସାୟ,ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ । ଯଦି କୌଣସି ସ୍କୁଲ ବିରୋଧରେ ଅଭିଯୋଗ ଆସିବ!-->…
ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ଓଡ଼ିଶା ହେବା ଦରକାର- ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ସବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ ଗର୍ଗ।ଯେପରି ପର୍ଯ୍ୟଟକଙ୍କ ପ୍ରଥମ!-->…
ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ନବୀନ ପଟ୍ଟନାୟକ ଜିଲ୍ଲାରୁ ଜିଲ୍ଲା ବୁଲି ପୁଣି ସଂଗଠନକୁ ତୃଣମୂଳ ସ୍ତରରୁ ସଂଗଠିତ!-->…