Browsing Category

ଆଜିର ଖବର

ଶ୍ରାବଣ ସୋମବାରରେ ସୁଦର୍ଶନ ପଟ୍ଟନାୟକଙ୍କ ୮ ଫୁଟ ଉଚ୍ଚର ପ୍ରଭୁ ଶିବଙ୍କ ବାଲୁକା କଳା

ଭୁବନେଶ୍ୱର (ରାଜ୍ୟ କାହାଣୀ )ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଭୁ ଶିବଙ୍କୁ ପ୍ରାର୍ଥନା ଜଣାଇ ଏକ ଭକ୍ତିପୂର୍ଣ୍ଣ ବାଲୁକା କଳା ନିର୍ମାଣ କରିଛନ୍ତି। ଏହି

ଶ୍ରାବଣ ପ୍ରଥମ ସୋମବାର : ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଜଳ ଲାଗି କଲେ କାଉଡ଼ିଆ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ବାବା ଧବଳେଶ୍ବରଙ୍କ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼। କାଉଡିଆମାନେ ନିଜର ମାନସିକ

୫ ଦିନ ପ୍ରବଳ ବର୍ଷିବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ଆଜି ବାଲେଶ୍ୱର, ଭଦ୍ରକ,

୩ ଦିନ ମଧ୍ୟରେ ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ହୋଇଥିବା ବନ୍ୟାର ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ସାମ୍ନାକୁ ଆସିଛି । ଏହି ସରକାରୀ ରିପୋର୍ଟ ଅନୁଯାୟୀ, ବନ୍ୟା ଯୋଗୁଁ ରାଜ୍ୟର ଅନେକ ଜିଲ୍ଲା ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି । ପ୍ରାୟ ୮ ଲକ୍ଷରୁ ଅଧିକ ଲୋକ ଏହି ବନ୍ୟାରେ ସିଧାସଳଖ ପ୍ରଭାବିତ

ଅଗଷ୍ଟ ୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଅଗଷ୍ଟ ୩ ତାରିଖ ସୋମବାର ଦିନ ସାଧାରଣ ଅଭିଯୋଗ ଶୁଣାଣି ଅଧିବେଶନ ହେବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ପରବର୍ତ୍ତୀ ତାରିଖ ସମ୍ବାଦପତ୍ର

ମହାନଦୀରେ ନାହିଁ ବନ୍ୟା ଆଶଙ୍କା : ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ସ୍ଥିତି ଭିତରେ ଆଶ୍ବସ୍ତିକର ଖବର । ମହାନଦୀରେ ଆଉ ବନ୍ୟାର ଆଶଙ୍କା ନାହିଁ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ କହିଛନ୍ତି । ଦୁଇ ଦିନ ତଳେ ପିକ୍ ଫ୍ଲଡ୍ ଥିଲା ହେଲେ ଆଜି ହୀରାକୁଦ ବନ୍ଧ ଏକ ବଡ଼ ବନ୍ୟାକୁ ରୋକିଲା ବୋଲି ଜଳ ସମ୍ପଦ

ଅଜିତ ଡୋଭାଲଙ୍କୁ ମିଳିଲା ‘ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର–୨୦୨୬’! ଯୁବପିଢିଙ୍କୁ ଅଜିତ ଡୋଭାଲଙ୍କ ବାର୍ତ୍ତା

ଆଜିକାଲିର ଜେନ୍-ଜି ପିଢ଼ି ଓ ସେମାନଙ୍କ ଚିନ୍ତାଧାରାକୁ ନେଇ ଦେଶବ୍ୟାପୀ ଚର୍ଚ୍ଚା ଚାଲିଥିବା ବେଳେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଯୁବପିଢ଼ିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି । ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର–୨୦୨୬ରେ ସମ୍ମାନିତ ହେବା ପରେ

ପେପର ଲିକ୍ ବିରୋଧୀ ଆଇନର ସଂଶୋଧନ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପେପର ଲିକ୍ ବିରୋଧୀ ଆଇନର ସଂଶୋଧନ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି । ଏହା ସହିତ ପେପର ଲିକ୍

ଅଗଷ୍ଟ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ

ଅଗଷ୍ଟ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି । ଅଗଷ୍ଟ ମାସରେ ପାଖାପାଖି 14 ଦିନ ବ୍ୟାଙ୍କ ବନ୍ଦ ରହିବ । ଏଥିରେ ରବିବାର ଓ ଦ୍ବିତୀୟ ଏବଂ ଚତୁର୍ଥ ଶନିବାର ସାମିଲ ଅଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଛୁଟିଦିନ ବିଷୟରେ ବ୍ୟାଙ୍କ ଗ୍ରାହକମାନଙ୍କୁ ସୂଚନା ଦେବା ପାଇଁ ଏକ

ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ୟା ଦ୍ବାରା ୮ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ନେଇ ସମୀକ୍ଷା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ।ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର ବନ୍ୟା