Browsing Category
ଆଜିର ଖବର
ଶିଶୁ ବାଟିକାରେ ମିଶିବ ଅଙ୍ଗନବାଡି – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଶିଶୁବାଟିକାରେ ପର୍ଯ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ବଡ଼ ସୂଚନା। ଏଣିକି ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ।ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ!-->…
ପୁଅ ଲୋଭରେ ପତ୍ନୀ ଏବଂ ଦୁଇ ଝିଅକୁ ହତ୍ୟା କଲା ବାପା
ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ଏକ ସୁଇମିଂ ପୁଲରେ ବୁଡ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଖବର ମୁତାବକ, ଅଜରୁଦ୍ଦିନ ପ୍ରେମ ବିବାହ କରିଥିଲେ । ସେ ପୁଅ ଚାହୁଁଥିଲେ,!-->…
ଆଜି ସ୍ଥିର ରହିଛି ସୁନା ଓ ରୁପା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୦,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୩୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୩୫୦!-->…
ପୁରୀରେ ହେବ ଅନ୍ତର୍ଜାତୀୟ ବିମାନବନ୍ଦର ; ମିଳିଲା ଜଙ୍ଗଲ ଜମି ମଞ୍ଜୁରୀ
ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ!-->…
ଯୁଦ୍ଧ ୪୦ ଦିନ ଲମ୍ବିଲେ ସୃଷ୍ଟି ହେବ ବଡ଼ ଖାଦ୍ୟ ସଂକଟ: ଏଫ୍ଏଓର ଚେତାବନୀ
ଦିନକୁ ଦିନ ଭୟଙ୍କର ରୂପ ନେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ମଧ୍ୟପ୍ରାଚ୍ୟ ଏବେ ଏକ ଭୟଙ୍କର ଅର୍ଥନୈତିକ ଯୁଦ୍ଧର ସମ୍ମୁଖୀନ ହୋଇଛି । ଇରାନ ପ୍ରତିରକ୍ଷା ବାହିନୀ କୁଏତ ଓ ୟୁଏଇର ଶକ୍ତି କେନ୍ଦ୍ର, ଜଳ ବିଶୋଧନ କେନ୍ଦ୍ରଗୁଡ଼ିକୁ ଯୋଜନାବଦ୍ଧ ଭାବେ ଟାର୍ଗେଟ କରି ଭୀଷଣ କ୍ଷୟକ୍ଷତି ଘଟାଇଛି ।!-->…
ଏଫ୍-୧୫-ଇ ଏବଂ ଏ-୧୦ ଯୁଦ୍ଧ ବିମାନ ଖସିବା ପରେ ଟ୍ରମ୍ପଙ୍କ ପ୍ରଥମ ପ୍ରତିକ୍ରିୟା
ଆମେରିକୀୟ ଯୁଦ୍ଧ ବିମାନ ଏଫ୍-୧୫-ଇ ଏବଂ ଏ-୧୦ କୁ ଇରାନରେ ଖସାଇ ଦିଆଯିବା ଘଟଣା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଟ୍ରମ୍ପ ତାଙ୍କର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯୁଦ୍ଧ ବିମାନ ଖସିବା ଯୋଗୁଁ ଇରାନ ସହିତ ଚାଲିଥିବା ଆଲୋଚନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଏହା!-->…
କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଶନିବାର ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥିପାଇଁ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଖଡି ଛୁଆଁଇଛନ୍ତି। ଏହି ଅବସରରେ କୁନି କୁନି ପିଲାଙ୍କ!-->…
କୂଅରେ ଖସିପଡ଼ିଲା କାର, ୯ ମୃତ
ପାଣି ଭର୍ତ୍ତି କୂଅରେ ଖସିପଡ଼ିଲା କାର। ନିଶ୍ଚିହ୍ନ ହୋଇଗଲା ପୂରା ପରିବାର। ମହାରାଷ୍ଟ୍ରର ନାସିକର ଡିଣ୍ଡୋରିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ସମସ୍ତ ମୃତକ ଦାରାଗୋଡ଼େ ପରିବାରର ସଦସ୍ୟ। ଡ୍ରାଇଭର ଗାଡ଼ିଉପରୁ ନିୟନ୍ତ୍ରଣ!-->…
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ!-->…
ଜନଗଣନା ୨୦୨୭ । ସରକାରୀ ବାସଭବନରେ ନିଜର ସ୍ଵ-ଗଣନା କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲ ପହିଲାରୁ ରାଜ୍ୟରେଡିଜିଟାଲ୍ ଜନଗଣନା ଆରମ୍ଭ ହୋଇଛି। ଏହା ଏକ ପରୀକ୍ଷାମୂଳକ ଡିଜିଟାଲ୍ ପଦକ୍ଷେପ, ଯେଉଁଥିରେ ନାଗରିକମାନେ ନିଜେ ଅନଲାଇନରେ ତଥ୍ୟ ପ୍ରଦାନ କରିପାରିବେ ।ଏହି ପରିପ୍ରେକ୍ଷୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସରକାରୀ!-->…