Browsing Category
ଆଜିର ଖବର
ବିମାନରେ ୬୦% ମାଗଣା ସିଟ୍ ଦେବା ପ୍ରସ୍ତାବ ସ୍ଥଗିତ
ସରକାର ଏୟାରଲାଇନ୍ସକୁ ମାଗଣାରେ ୬୦ ପ୍ରତିଶତ ସିଟ୍ ପ୍ରଦାନ କରିବାର ପ୍ରସ୍ତାବକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛନ୍ତି । ବିମାନ ଶିଳ୍ପର ଆପତ୍ତି ଏବଂ ଭଡ଼ା ଢାଞ୍ଚା ଉପରେ ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।ରିପୋର୍ଟ ଅନୁଯାୟୀ, ଏହି ପ୍ରସ୍ତାବ ବିମାନ ଭଡା ଏବଂ!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ଅଣ୍ଡା ଦର ହ୍ରାସ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଯୁଦ୍ଧର ପ୍ରଭାବ ସିଧାସଳଖ ଅଣ୍ଡା ବଜାର ଉପରେ ପଡ଼ିଛି । ପରିଣାମ ସ୍ବରୂପ ଓଡ଼ିଶାରେ ଅଣ୍ଡା ମୂଲ୍ୟ ହ୍ରାସ ପାଇଛି । ବଜାରରେ ଅଣ୍ଡା ଦର ହ୍ରାସ ଚାଷୀ ଓ ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି ।ଓଡ଼ିଶାରେ ଦୈନିକ ଏକ କୋଟି ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଅଣ୍ଡା ଉତ୍ପାଦନ!-->…
ଆଜି ପବିତ୍ର ଗୁଡ୍ ଫ୍ରାଇଡେ
ଆଜି ପବିତ୍ର ଗୁଡ୍ ଫ୍ରାଇଡେ । ପ୍ରଭୁ ଯୀଶୁଙ୍କ ବଳିଦାନର ଦିନ। ଇଷ୍ଟର ସଣ୍ଡେ ପୂର୍ବରୁ ଆସୁଥିବା ଶୁକ୍ରବାରକୁ ଗୁଡ୍ ଫ୍ରାଇଡେ କୁହାଯାଏ। ଏହି ଦିନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ କ୍ରୁଶରେ ଚଢ଼ାଯାଇଥିଲା। ଖ୍ରୀଷ୍ଟଧର୍ମାବଲମ୍ବୀମାନଙ୍କ ପାଇଁ ଏହା ଏକ ଅତ୍ୟନ୍ତ ପବିତ୍ର ଓ ଶୋକର ଦିନ।ବାଇବଲ ଏବଂ!-->…
ଅଧିକ ଆର୍ଦ୍ରତା ପାଇଁ ଭୀଷଣ ଗୁଳୁଗୁଳି: ଏପ୍ରିଲ୍ ୪ରୁ କାଳବୈଶାଖୀ ବର୍ଷା
ଗରମ ଓ ଗୁଳୁଗୁଳିରେ ଘାଣ୍ଟି ହେଉଛି ଅଧା ଉପକୂଳ ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା | ଏଠାରେ ଆର୍ଦ୍ରତା ୭୦ରୁ ୮୦% ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଛି। ଆସନ୍ତା ୪ତାରିଖ ଯାଏ ରାଜ୍ୟରେ ଅଧିକ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ ।!-->…
ସହରାଞ୍ଚଳ ଅଭିବୃଦ୍ଧି :ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ବିକାଶ ଖର୍ଚ୍ଚରେ ପାଞ୍ଚ ବର୍ଷର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାର ସହରାଞ୍ଚଳ ରୂପାନ୍ତରକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଗତ ପାଞ୍ଚ ବର୍ଷ ମଧ୍ୟରେ ଏହାର ସର୍ବୋଚ୍ଚ ବିକାଶ ଖର୍ଚ୍ଚ ରେକର୍ଡ କରିଛି, ଯାହା ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ₹୮୫୭୫.୬୧!-->…
ଫଟୋର ଦାମ୍ ୧୬୭ କୋଟି, ରେକର୍ଡ ଭାଙ୍ଗିଲା ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ
ଫଟୋର ଦାମ୍ ୧୬୭ କୋଟି । ରେକର୍ଡ ଭାଙ୍ଗିଲା ପ୍ରସିଦ୍ଧ ଭାରତୀୟ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ ।ଏହାକୁ ଶିଳ୍ପପତି ସାଇରସ୍ ପୁନୱାଲା କିଣିଥିଲେ। ଏହି ଚିତ୍ରକଳାଟି ପ୍ରାୟ ୧୩୦ ବର୍ଷ ପୁରୁଣା। ଏହା ୧୮୯୦ ଦଶକରେ ଚିତ୍ରିତ ହୋଇଥିଲା। ଏହା!-->…
ଭୀଷଣ ବର୍ଷା ସହ ଗୁଳୁଗୁଳି ଏବଂ ଅସହ୍ୟ ଗରମ ପାଇଁ ୟେଲୋ ଆଲର୍ଟ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଗକୁ କଲବଲ କରିବ ଗରମ ଗୁଳୁଗୁଳି । ବର୍ଷାର ପ୍ରକୋପ ମଧ୍ୟ ରହିବ ।ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ଗୁଳୁଗୁଳି ଏବଂ ଅସହ୍ୟ ଗରମ ଅନୁଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲା ପାଇଁ!-->…
ପେଟ୍ରୋକେମିକାଲ୍ କ୍ଷେତ୍ରକୁ କେନ୍ଦ୍ରର ବଡ଼ ଆଶ୍ୱସ୍ତି, ଆମଦାନୀ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼
ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍ଷ ଯୋଗୁଁ ବିଶ୍ୱ ଯୋଗାଣ ଶୃଙ୍ଖଳା ବାଧାପ୍ରାପ୍ତ ହୋଇଥିବା ବେଳେ ଘରୋଇ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ସାର, ଫାର୍ମାସ୍ୟୁଟିକାଲ ଓ ପ୍ଲାଷ୍ଟି ଶିଳ୍ପକୁ ପ୍ରୋତ୍ସାହନ । ୪୦ଟି ଗୁରୁତ୍ବପୂର୍ଣ୍ଣ!-->…
ରାଜ୍ୟସଭାର ଉପନେତା ପଦରୁ ହଟିଲେ ଆପ୍ ସାଂସଦ ରାଘବ ଚଢ଼ା
ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରେ ଏହାର ଉପନେତା ପଦରୁ ହଟେଇ ଦେଇଛି। ରାଘବ ୨୦୨୩ ମସିହାରୁ ଏହି ପଦବିରେ ଥିଲେ। ତାଙ୍କ ସ୍ଥାନରେ ପଞ୍ଜାବ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍ ଦଳ ଉପନେତା କରିଛି। ରାଜ୍ୟସଭା ସଚିବାଳୟକୁ ଆଧିକାରିକ ଭାବେ ଦଳ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ରାଘବ ଆପ୍!-->…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ସହରାଞ୍ଚଳରେ ପିଏନଜି ସଂଯୋଗ ବାଧ୍ୟତାମୂଳକ
ରାଜ୍ୟ କାହାଣୀ (ଭୁବନେଶ୍ଵର) ଏବେ ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି ।କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ସହରାଞ୍ଚଳରେ ପିଏନଜି ସଂଯୋଗକୁ!-->…