Browsing Category
ଆଜିର ଖବର
ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ସହରାଞ୍ଚଳରେ ପିଏନଜି ସଂଯୋଗ ବାଧ୍ୟତାମୂଳକ
ରାଜ୍ୟ କାହାଣୀ (ଭୁବନେଶ୍ଵର) ଏବେ ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି ।କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ସହରାଞ୍ଚଳରେ ପିଏନଜି ସଂଯୋଗକୁ!-->…
ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ୭ ଦିନ ଭିତରେ ଉଠିବ ବଳକା ଧାନ: ସମବାୟ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର। ଯେଉଁ ଚାଷୀ ଧାନ ବିକି ପାରିନାହାନ୍ତି!-->…
୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା,ପ୍ରଥମ ଦିନରେ ୧୭ ହଜାର ଲୋକ ହେଲେ ଗଣା
ଦେଶବ୍ୟାପୀ ବହୁ ପ୍ରତୀକ୍ଷିତ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ଏହାକୁ ନେଇ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ପ୍ରଥମ ଦିନରେ ହିଁ ରାଜ୍ୟର ପ୍ରାୟ ୧୭ ହଜାର ଲୋକଙ୍କ ଗଣନା ହୋଇଛି । ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ!-->…
ବଜ୍ରପାତ ହେବା ପୂର୍ବରୁ ଆସିବ ଆଗୁଆ ସତର୍କ ସୂଚନା, ଜାଣନ୍ତୁ କେମିତି ?
ଦେଶରେ ବଜ୍ରପାତ କାରଣରୁ ପ୍ରତିବର୍ଷ ଶହ ଶହ ଲୋକ ପ୍ରାଣହାନୀ ହୋଇଥାଏ। ତେବେ ଭାରତ ପାଣିପାଗ ବିଭାଗ ଏବଂ "ଭାରତୀୟ ଉଷ୍ଣକଟିବନ୍ଧୀୟ ପାଣିପାଗ ଅନୁଷ୍ଠାନ" ପକ୍ଷରୁ "ଦାମିନୀ" ନାମକ ଏକ ସ୍ୱତନ୍ତ୍ର ମୋବାଇଲ୍ ଆପ୍ ଲଞ୍ଚ କରାଯାଇଚି। ଏହି ଆପ୍ ସମଗ୍ର ଦେଶରେ ବଜ୍ରପାତ ସମ୍ବନ୍ଧୀୟ ଘଟଣା ଉପରେ ନଜର!-->…
ରିଲ୍ସ ପାଇଁ ନଦୀକୁ ଡେଇଁଲେ ଦୁଇ ଯୁବକ
ଭୁବନେଶ୍ୱର (ରାଜ୍ୟକାହାଣୀ )ରିଲ୍ସ ହେଲା କାଳ । ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କରୁଥିବାବେଳେ ଅଘଟଣ । ରିଲ୍ସବେଳେ ନଦୀରେ ଭାସିଗଲେ ଦୁଇ ଯୁବକ। ଭଦ୍ରକ ପୁରୁଣା ବଜାର ଥାନା ନିକଟ ସାଳନ୍ଦୀ ନଦୀ ସନ୍ତିଆ ବ୍ରିଜ ଉପରେ ଅଘଟଣ । ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ଖୋଜାଖୋଜି କରୁଛି ଅଗ୍ନିଶମ!-->…
ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ନିମନ୍ତେ ଚାଲିବ ସ୍ପେଶାଲ ଟ୍ରେନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ନିମନ୍ତେ ଏବଂ ଯାତ୍ରା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି । ସେଗୁଡିକ ହେଲା ଭୁବନେଶ୍ୱର–ଯଶବନ୍ତପୁର ସ୍ପେଶାଲ୍!-->…
ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା । ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତିମଧ୍ୟରେ!-->…
ଟ୍ରମ୍ପଙ୍କ ବୟାନ ପରେ ଭୁଶୁଡିଲା ବଜାର : ସେୟାର ମାର୍କେଟ୍ କ୍ରାଶ୍
ଟ୍ରମ୍ପଙ୍କ ଘୋଷଣା ପରେ ସେୟାର ମାର୍କେଟରେ ହାହାକାର । ନିବେଶକଙ୍କ ୯ ଲକ୍ଷ କୋଟି ସ୍ବାହା । ଯୁଦ୍ଧ ଜାରି ରହିବ ଟ୍ରମ୍ପଙ୍କ ସିଗନାଲ ପରେ ଖସିଲା ଭାରତୀୟ ପୁଞ୍ଜିବାର । ଖୋଲୁ ଖୋଲୁ ମାର୍କେଟ କ୍ରାସ । ଗତକାଲି ବୁଧବାରର ବୃଦ୍ଧି ପରେ ସେନସେକ୍ସ ଆଜି ପ୍ରାୟ ୧୪୦୦ ପଏଣ୍ଟ ଏବଂ ନିଫ୍ଟି ୨୨,୨୫୦!-->…
ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ । ୫୪ ବର୍ଷ ପରେ ଜହ୍ନକୁ ଗଲେ ମଣିଷ!
ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସାର ମୁନ ମିଶନ । ଫ୍ଲୋରିଡାର କେନେଡି ସ୍ପେଶ ସେଣ୍ଟରରୁ ଆର୍ଟେମିସ-୨କୁ ସଫଳତା ସହ ଲଞ୍ଚିଙ୍ଗ କରିଛି । ଭାରତୀୟ ସମୟ ଅନୁସାରେ ବୁଧବାର ରାତି ୩ଟା ୫୪ ମିନିଟରେ ବିଶାଳ ଏସଏଲଏସ ଓରିୟନ ସ୍ପେସକ୍ରାଫ୍ଟ ୪ ମହାକାଶଯାତ୍ରୀଙ୍କୁ ନେଇ ଯାତ୍ରା ଆରମ୍ଭ କରିଛି!-->…
ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କଲେ ଭୋଇ ସେବକ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା । ମହାପ୍ରଭୁଙ୍କ ଗ୍ରୀଷ୍ମକାଳୀନ ଚନ୍ଦନ ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ । ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କରିଛନ୍ତି ଭୋଇ ସେବକ ମାନେ!-->…