Browsing Category
ଆଜିର ଖବର
ନନ୍ଦନକାନନ ଇତିହାସରେ ପ୍ରଥମ, ୨୬ କୋଟିରୁ ଅଧିକ ରାଜସ୍ୱ ଆଦାୟ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୫-୨୬ ଆର୍ଥିକ ବର୍ଷରେ ନନ୍ଦକନାନରେ ରେକଡ ସଂଖ୍ୟକ ପର୍ଯ୍ୟଟକ । ୩୯ ଲକ୍ଷ ୭୬ ହଜାର ୬୧୫ ଜଣ ପର୍ଯ୍ୟଟକ ବୁଲି ଥିବା ବେଳେ ମୋଟ ୨୬ କୋଟି ୩୧ ଲକ୍ଷ ରାଜସ୍ବ ଆଦାୟ ହୋଇଛି । ନନ୍ଦନକାନନର ଉଭୟ ଉଦ୍ୟାନକୁ ଚଳିତ ୨୫-୨୬ ଆର୍ଥିକ ବର୍ଷରେ ରେକଡ଼ ସଂଖ୍ୟକ ପର୍ଯ୍ୟଟକ!-->…
ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ
ଭୁବନେଶ୍ୱର (ରାଜ୍ୟକାହାଣୀ )ନେତାଙ୍କୁ ମିଳିଲା ଜିଲ୍ଲା ଯୋଜନା କମିଟି ଦାୟିତ୍ବ। ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର। ଆହୁରି ସଠିକ୍ ଢ଼ଙ୍ଗରେ ହେବ ଜିଲ୍ଲାସ୍ତରରେ ଉନ୍ନୟନମୂଳକ କାର୍ଯ୍ୟର ଯୋଜନା ପ୍ରସ୍ତୁତି, ମନିଟରିଂ ଓ ମୂଲ୍ୟାଙ୍କନ। ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର!-->…
ଚାଷୀଙ୍କ ପାଇଁ ଖୁସିର ଖବର। ଆଉ ୭ ଦିନ ବଢ଼ିଲା ଧାନ କିଣା ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ଖରିଫ ଧାନକିଣାରେ ରାଜ୍ୟ ସରକାର ୭ ଦିନ ବୃଦ୍ଧି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ମାର୍ଚ୍ଚ ୩୧ରେ ଖରିଫ ଧାନକିଣା ଅବଧି ଶେଷ ହୋଇଥିଲା । ହେଲେ ଏବେବି ଅନେକ ଚାଷୀଙ୍କ ଧାନ କିଣା ହୋଇନଥିବାରୁ ରାଜ୍ୟ ସରକାର ଏଭଳି!-->…
ବିକଶିତ ଓଡିଶା ପାଇଁ – ସହରାଞ୍ଚଳ ଜମି ପରିଚାଳନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ:
ଭୁବନେଶ୍ୱର (ରାଜ୍ୟ କାହାଣୀ)ସୁନିୟନ୍ତ୍ରିତ ଓ ସ୍ଥାୟୀ ସହରୀକରଣର ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଖାରବେଳ ଭବନଠାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହରାଞ୍ଚଳ ଜମି ପରିଚାଳନା ଉପରେ ଏକ ଉଚ୍ଚସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ!-->…
ରାତି ଅଧରେ ବିଧାନସଭା ମୁଲତବୀ ଘୋଷଣା: ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ଯ୍ୟ ଦିବସ ପୂର୍ବରୁ ଗୃହ କାର୍ଯ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ । ଏ ଡବଲ!-->…
ବିଶିଷ୍ଟ ଲେଖିକା ପଦ୍ମଭୂଷଣ ଡ. ପ୍ରତିଭା ରାୟଙ୍କୁ ମିଳିବ ସାହିତ୍ୟ ଏକାଡେମୀ ଫେଲୋସିପ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଶିଷ୍ଟ ଲେଖିକା ପଦ୍ମଭୂଷଣ ଡ. ପ୍ରତିଭା ରାୟ, ଅମଦୁସ ସମଦ୍ ଓ ଲକ୍ଷ୍ମୀ ଖିଲାଣୀଙ୍କୁ ମିଳିବ ସାହିତ୍ୟ ଏକାଡେମୀ ଫେଲୋସିପ୍। ଏନେଇ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି।ଏକାଡେମୀ ଫେଲୋସିପ ସାହିତ୍ୟ ଏକାଡେମୀର ସବୁଠୁ ବଡ଼!-->…
ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ ।ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଦିଆଯାଉଛି । ଦେଶର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ!-->…
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା
ଭୁବନେଶ୍ୱର (ରାଜ୍ୟକାହାଣୀ )ନିଶିକାନ୍ତ ଦୁବେଙ୍କ ୟୁ ଟର୍ଣ୍ଣ । କ୍ଷମା ମାଗିଲେ ବିଜେପି ସାଂସଦ ନିଶିକାନ୍ତ ଦୁବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ।ବଂ କହିଛନ୍ତି ବିଜୁ!-->…
ଉଛୁଳିଲା ସେୟାର ବଜାର : ସେନସେକ୍ସ ୧,୮୦୦ ପଏଣ୍ଟ ବୃଦ୍ଧି
ଇରାନ ଉପରେ ଆମେରିକା- ଇସ୍ରାଏଲର ଆକ୍ରମଣ ପରଠାରୁ ସମଗ୍ର ଦୁନିଆରେ ସୃଷ୍ଟି ହୋଇଛି ଶକ୍ତି ସଙ୍କଟ। ତେଲ ଠାରୁ ଆରମ୍ଭ କରି ଗ୍ୟାସ ଯୋଗାଣ, ସବୁଥିରେ ଉପୁଜିଛି ବାଧା। ଫଳରେ ଏବେ ଚିନ୍ତାରେ ଅନେକ ଦେଶ। ଖାଲି ସେତିକି ନୁହେଁ ବିଶ୍ବର ଅନେକ ଦେଶର ଷ୍ଟକ ମାର୍କେଟର ସ୍ଥିତି ବି ବେହାଲ। ତେବେ!-->…
ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର
ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର । ସରକାରୀ PSU IOC, HPCL, ଏବଂ BPCL ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟରେ ଯଥେଷ୍ଟ ବୃଦ୍ଧି କରିଛନ୍ତି । ବିଶ୍ୱ ସ୍ତରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ ତୈଳ କମ୍ପାନିଗୁଡ଼ିକ ବୁଧବାର ବାଣିଜ୍ୟିକ ଏଲପିଜି (୧୯ କିଲୋଗ୍ରାମ)!-->…