Browsing Category

ଆଜିର ଖବର

ଓଡ଼ିଶାରେ SIR ପ୍ରକ୍ରିୟା ସମୟସୀମା ବୃଦ୍ଧି । ସେପ୍ଟେମ୍ବର 21 ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଓଡ଼ିଶାରେ SIR ପ୍ରକ୍ରିୟା ସମୟସୀମା ବୃଦ୍ଧି । ସେପ୍ଟେମ୍ବର 21 ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା ଓଡିଶାରେ ଘୁଞ୍ଚିଲା ଏସଆଇଆର ତାଲିକା ପ୍ରକାଶନ । ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ତାରିଖକୁ ସେପ୍ଟେମ୍ବର ୨୧ କୁ ଘୁଞ୍ଚାଇ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ (Election

ଚାଉଳ ବଣ୍ଟନରେ କୌଣସି ସମସ୍ୟା ନାହିଁ : ଖାଦ୍ୟ ଯୋଗାଣ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ ନେଇ ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଯୋଗ ସମ୍ପର୍କରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି ଯେ, ଜୁଲାଇ ମାସରେ

ଜମ୍ମୁ ଓ କଶ୍ମୀରରେ ପୁଣି ପହଲଗାମ ଭଳି ବଡ଼ ଆତଙ୍କୀ ହମ୍‌ଲା: ନାଁ ପଚାରି ଗୁଳି କରି ହତ୍ୟା !

ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ ହିନ୍ଦୁ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି – ଯେଉଁମାନେ କେଲମ ଅଞ୍ଚଳରେ ଏକ ଇଟା ଭାଟିରେ କାମ

୬୨୫.୪୭ ଫୁଟରେ ପହଞ୍ଚିଛି ହୀରାକୁଦ ଜଳସ୍ଥର; ୨୨ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ରାଜ୍ୟରେ ଲଗାଣ ବର୍ଷା ପରେ ମହାନଦୀ ଉପରମୁଣ୍ଡରୁ ଜଳପ୍ରବାହ ବୃଦ୍ଧି ପାଇବା ସହ ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ୁଛି। ବର୍ତ୍ତମାନ ହୀରାକୁଦ ଡ୍ୟାମର ୨୨ଟି ଗେଟ ଖୋଲା ରଖାଯାଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି।ତେବେ ଉପର ମୁଣ୍ଡରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ବର୍ଷା ଆକଳନ କରାଯାଉଥିବାରୁ

ସାନ ଡିଏଗୋରେ ଅଗ୍ନିପିଣ୍ଡୁଳା ପାଲଟିଲା ୧୦୯ ନିୟୁତ ଡଲାର ଏଫ୍-୩୫ ଫାଇଟର୍ ଜେଟ୍

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଲଢୁଆ ବିମାନ କୁହାଯାଉଥିବା ଆମେରିକୀୟ ଏଫ୍-୩୫ କାଲିଫର୍ନିଆରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ସାନ ଡିଏଗୋର ମାରିନ୍ କର୍ପସ୍ ଏୟାର ଷ୍ଟେସନ ମିରାମରରେ ଆମେରିକା ମାରିନ୍ କର୍ପସ୍‌ର ଏଫ୍-୩୫-ବି ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟିକୁ ଜଳି ସମ୍ପୂର୍ଣ୍ଣ

‘ମୋର ବଡ଼ ଭୁଲ୍ ହୋଇଗଲା’: ପ୍ରଧାନମନ୍ତ୍ରୀଙ୍କୁ ଅପଶବ୍ଦ କହି ଭୁଲ ମାଗିଲେ ଛାତ୍ରୀ

ଦିଲ୍ଲୀର ଜନ୍ତର ମନ୍ତରଠାରେ ଗତ ଜୁଲାଇ ୨୩ରେ ହୋଇଥିବା ଏକ ପ୍ରତିବାଦ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଅଶାଳୀନ ଭାଷା ବ୍ୟବହାର କରିଥିବା ଅଭିଯୁକ୍ତ ରୁଚିକା ସିଂହଙ୍କ ଏକ କ୍ଷମା ପ୍ରାର୍ଥନା ଭିଡିଓ ସାମ୍ନାକୁ ଆସିଛି। ଏହି ଭାଇରାଲ୍ ଭିଡିଓରେ ସେ ନିଜକୁ ୧୫

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ତିନି ମାସ ଧରି ବନ୍ଦ ଥିବା ଜାତୀୟ ଉଦ୍ୟାନକୁ ଆଜିଠାରୁ ଖୋଲାଯାଇଛି ।ଆଗନ୍ତୁକ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ଗୁପ୍ତି, ଖୋଳା ଘାଟ ସହିତ ଜାତୀୟ ଉଦ୍ୟାନ

ଶସ୍ତା ହେଲା କମର୍ସିଆଲ୍ ସିଲିଣ୍ଡର; ଦିଲ୍ଲୀରେ କମିଲା ୨୦୨ ଟଙ୍କା

କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କାରୁ ଅଧିକ ହ୍ରାସ କରିଛନ୍ତି। ଇରାନ ଯୁଦ୍ଧ ଏବଂ ପଶ୍ଚିମ ଏସିଆ ସଙ୍କଟ କାରଣରୁ କ୍ରମାଗତ ଭାବେ

ଆଇଏମଡିର ଆକଳନ, ଅଗଷ୍ଟରେ ସ୍ବାଭାବିକ ଠାରୁ କମିବ ବର୍ଷାର ପରିମାଣ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି) ଜାରି କରିଥିବା ମୌସୁମୀର ଆଗାମୀ ଦୁଇ ମାସିଆ ପୂର୍ବାନୁମାନ କହୁଛି, ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଓଡ଼ିଶାରେ ବର୍ଷା କମ୍ ରହିପାରେ।ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ଗଜପତି

ବନ୍ୟା ସ୍ଥିତି ପାଇଁ ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ ୧୪ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ବିଭିନ୍ନ ସ୍ଥାନରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (HSC) ପରୀକ୍ଷା-୨୦୨୭ ପାଇଁ ଆବେଦନ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରାଯାଇଛି। ଏହି