Browsing Category

ଆଜିର ଖବର

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା

ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର । ଭିଜିଲାନ୍ସ ସମୁଦାୟ ତାଙ୍କଠାରୁ ୪୫ ଲକ୍ଷ ୪୧ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସ

ଏପ୍ରିଲ ୨ ତାରିଖରୁ କଡ଼ାକଡ଼ି ହେବ PUCC ଯାଞ୍ଚ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟରେ ପୁଣି ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ (ପିୟୁସିସି) ଯାଞ୍ଚ୍ କଡ଼ାକଡ଼ି କରାଯିବ । ଯେଉଁମାନେ ଗାଡ଼ିର ପିୟୁସିସି କରିନଥିବେ ସେମାନଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ପରିବହନ

ଆଜି ଉତ୍କଳ ଦିବସ

ଆଜି ଉତ୍କଳ ଦିବସ । ୯୦ ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ତାରିଖ। ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ। ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି।ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଦେଶରେ

ଓଡିଶାରେ ହେବାକୁ ଥିବା ଏସଆଇଆର ସ୍ଥଗିତ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଏସାଇଆରକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା ଏସାଇଆରକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି।ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR ସ୍ଥଗିତ ନେଇ ନିଷ୍ପତ୍ତି

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର

ରାଜ୍ୟକାହାଣୀ ( ଭୁବନେଶ୍ୱର )ବ୍ରହ୍ମପୁରରେ ପୁଣି ଲଜ୍ଜା। ପ୍ରେମିକକୁ ନିଶା ଦେଇ ନାବାଳିକା ସହ ଗଣ ଦୁଷ୍କର୍ମ ଅଭିଯୋଗ । ବ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅଂଚଳରେ ଏହି ଘଟଣା ଘଟିଛି । ନାବାଳିକା ଜଣଙ୍କ ଘର ଆନ୍ଧ୍ରରେ। ନାବାଳିକାଙ୍କ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ଦ୍ବିତୀୟ ବାପାଙ୍କ

ଶ୍ମଶାନରୁ ୪୧୪ ସିଲିଣ୍ଡର ଜବତ। LPG ଗ୍ୟାସ୍ କଳାବଜାରୀର ପର୍ଦ୍ଦାଫାଶ

ଶ୍ମଶାନରୁ ୪୧୪ ସିଲିଣ୍ଡର ଜବତ। ବେଆଇନ ଭାବେ ଗଚ୍ଛିତ ରଖି କଳାବଜାରୀ କରାଯାଉଥିବା ୪୧୪ଟି ଏଲପିଜି (LPG) ସିଲିଣ୍ଡରକୁ ପୋଲିସ ଜବତ କରିବା ସହ ଏହି ଘଟଣାରେ ସୋମବାର (ମାର୍ଚ୍ଚ ୩୦) ୧୦ ଜଣଙ୍କୁ ଗିରଫ କରିଛି। ଜବତ ହୋଇଥିବା ଏହି ଗ୍ୟାସ୍ ସିଲିଣ୍ଡରଗୁଡ଼ିକର ଆନୁମାନିକ ମୂଲ୍ୟ ପ୍ରାୟ ୨୧.୮୮

ମାଓବାଦୀ ଆତ୍ମସମର୍ପଣ ଡେଡଲାଇନ୍ ଶେଷ: ଏଣିକି ସିଧା ଏନକାଉଣ୍ଟର’

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାରେ ନକ୍ସଲ ଦମନ ସଫଳ । ରାଜ୍ୟରେ ପ୍ରାୟ ଆଉ ମାଓବାଦୀଙ୍କ ଭୟ ନାହିଁ । ମାଓମୁକ୍ତ ଭାରତ ଡେଡଲାଇନର ଶେଷ ଦିନରେ ଏଭଳି କିଛି କହିଛନ୍ତି ADG ସଂଜୀବ ପଣ୍ଡା । ନକ୍ସଲ ମୁକ୍ତ ଦେଶ ଘୋଷଣା ପରଠାରୁ ଓଡ଼ିଶାରେ ମୋଟ୍ ୧୫୬ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ

ବର୍ତ୍ତମାନ ପାଇଁ ସ୍ଥଗିତ ରହିଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ହେବାକୁ ଥିବା ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପ ପାଇଁ ଜାତୀୟ ମେଟ୍ରୋ ରେଳ ନୀତି ସହ ଅନୁପାଳନ ଆବଶ୍ୟକତା ଥିବା ବେଳେ ଆଶାଠାରୁ କମ୍

କଟକ ହାଇକୋର୍ଟ ଆଗରେ ଜଳିଲା ଗାଡି: ଗାଡିରେ ନିଆଁ ଲଗାଇଥିଲେ ମହିଳା

ହାଇକୋର୍ଟ ପଛପଟ ପାଚେରୀକୁ ଲାଗି କାଳିଗଳିରେ ଅଗ୍ନିକାଣ୍ଡ ଘଟିଛି । ସ୍ପର୍ଶ କତାର ସ୍ଥାନରେ ତିନୋଟି ବାଇକ ଏବଂ ଏକ ସ୍କର୍ପିଓ କାରରେ ଅଗ୍ନିକାଣ୍ଡ ଘଟିଛି । ସ୍ଥାନୀୟ ଲୋକେ ଗାଡିର ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ । ହେଲେ ଭୟରେ କେହି ପାଖକୁ ଯାଇନଥିଲେ । ଅଗ୍ନିଶମ ବିଭାଗର ଦୁଇଟି ଗାଡି

ନିଶିକାନ୍ତ ଦୁବେ ଜଣେ ଶିଳ୍ପ ଦଲାଲ: ତାରା ପ୍ରସାଦ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜୁ ପଟ୍ଟନାୟକ ବିରୁଦ୍ଧରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବୟାନକୁ ନେଇ ରାଜ୍ୟ​‌ ରାଜନୀତିରେ ଝଡ ସୃଷ୍ଟି କରିଛି। ଏନେଇ ରାଜ୍ୟରେ  ବିଭିନ୍ନ ଦଳ ଏହାକୁ ବିରୋଧ କରି ନିଜର ଅସନ୍ତୋଷ ଜାହିର କରିଛନ୍ତି ।ନିଶିକାନ୍ତ  ଦୁବେଙ୍କୁ ଦେଶଦ୍ରୋହ ଆଇନରେ