Browsing Category

ଆଜିର ଖବର

ଟିଭି ଚ୍ୟାନେଲ୍ TRP ପାଇଁ ଆସିଲା ନୂଆ ନିୟମ

ଟିଭି ଚ୍ୟାନେଲ୍ TRP ପାଇଁ ଆସିଲା ନୂଆ ନିୟମ । ​ପୂର୍ବରୁ TRP ମାପୁଥିବା କମ୍ପାନୀର ସମ୍ପତ୍ତି ୨୦ କୋଟି ଟଙ୍କା ହେବା ଦରକାର ଥିଲା । ଯାହାକୁ ଏବେ ୫ କୋଟି କରାଯାଇଛି । ଏହାଦ୍ୱାରା ନୂଆ କମ୍ପାନୀ ଏହି କାମରେ ଯୋଗ ଦେଇପାରିବେ । ତଥ୍ୟକୁ ଅଧିକ ସଠିକ୍ କରିବା ପାଇଁ ଏବେ ଏକ ଲକ୍ଷ ୨୦ ହଜାର

ଏଣିକି ପେଟ୍ରୋଲ୍‌ ପମ୍ପରେ ମିଳିବ କିରୋସିନ୍‌

ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ତୈଳ ଓ ଗ୍ୟାସର ବିଶ୍ୱସ୍ତରର ପରିବହନ ବାଧାପ୍ରାପ୍ତ ହୋଇଛି। ଯେଉଁଥିରେ ବିଶ୍ୱର ଅନେକ ଦେଶ ଇନ୍ଧନ ସମସ୍ୟାରେ ପଡ଼ିଛନ୍ତି। ଭାରତକୁ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏପରି ସଂକଟର ମୁକାବିଲା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ

ବିଜୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ପାଇଁ ପଦ ଛାଡ଼ିଲେ ସସ୍ମିତ ପାତ୍ର

ବିଜୁ ବାବୁଙ୍କ ବିରୋଧରେ ଅପମାନଜନଜ ମନ୍ତବ୍ୟ ପାଇଁ ପଦ ଛାଡ଼ିଲେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ପ୍ରତିବାଦରେ ସସ୍ମିତ ଏହି ପଦକ୍ଷେପ ଗ୍ରହଣ କରି ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତି କମିଟି ସଦସ୍ୟ ପଦ ଛାଡ଼ିଛନ୍ତି। କାରଣ

‘ଆପଣଙ୍କ ଉପରେ ସଙ୍କଟର ବୋଝ ପଡିବାକୁ ଦେବୁନି’.. ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ

ଆମେରିକା ଏବଂ ଇସ୍ରାଏଲ ଯେତେବେଳେ ଇରାନ ଉପରେ ଆକ୍ରମଣ କରିଥିଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ। ବିଶ୍ୱର ବିଭିନ୍ନ ସ୍ଥାନରେ ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଫଳସ୍ୱରୂପ, ଅନେକ ଦେଶ ବିକଳ୍ପ ଶକ୍ତି ଉତ୍ସ ଖୋଜୁଛନ୍ତି। ଏହି ସଙ୍କଟ

ଟିଟିଲାଗଡ଼ ରାମନବମୀରେ ବିଧାୟକଙ୍କ ଗୁଳି ଚାଳନା ପ୍ରସଙ୍ଗ, ପିଏସଓଙ୍କୁ ନୋଟିସ

ରାମ ନବମୀ ଶୋଭାଯାତ୍ରାରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା ପ୍ରସଙ୍ଗରେ କାରଣ ଦର୍ଶାଅ ନୋଟିସ୍ । ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ ପିଏସଓ ବା ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶୋଭାଯାତ୍ରାଟି ଟିଟିଲାଗଡ଼ ସହରର ପୁରୁଣା ବ୍ୟାଙ୍କ ଛକରେ ପହଞ୍ଚିବା ପରେ

ଚୋରି କେସ୍ ରେ ଥାନାକୁ ଆସି ବାଇକ୍ ଚୋରି କରି ଛୁ ମାରିଲା ଚୋର

ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଥିବା ସୂଚନା ମିଳିଛି। ଅଭିଯୁକ୍ତକୁ ଚୋରି ମାମଲାରେ ପଚରାଉଚରା ପାଇଁ ଥାନାକୁ ଆଣିଥିଲା ପୋଲିସ। ତେବେ ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ ୩ଟା ସମୟରେ ଚୋର ହାଜତରୁ ଫେରାର ହୋଇ ନିକଟସ୍ଥ ଗାଁରୁ ଏକ

ମହାନଦୀ ଜଳ ବିବାଦ: ଏପ୍ରିଲ ୧୧ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର (ରାଜ୍ୟକାହାଣୀ )ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ବେଲା ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ ଶୁଣାଣି କରାଯାଇଛି ।ଓଡ଼ିଶା ସରକାରଙ୍କ ପକ୍ଷ ରଖିଥିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ଏପ୍ରିଲ୍ ୧୩ ତାରିଖରେ ମହାନଦୀ ଟ୍ରିବ୍ୟୁନାଲର ସମୟ ସରୁଥିବାବେଳେ ୨ ରାଜ୍ୟର

ଦେହରେ କିରୋସିନି ଢାଳି ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଜକୁ ନିଜେ ଜାଳି ଦେବାକୁ ଉଦ୍ୟମ କଲେ ଯୁବତୀ। ଦେହରେ କିରୋସିନି ଢାଳି ହୋଇ ଜଳିଗଲେ ଯୁବତୀ। ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଭେଟନଈ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ପ୍ରଥମେ ଆସିକା ଓ ପରେ ବ୍ରହ୍ମପୁର ହସ୍ପିଟାଲକୁ

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ

ଭୁବନେଶ୍ୱର (ରାଜ୍ୟକାହାଣୀ )ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ! ଆସନ୍ତା ୦୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ। ୦୧.୦୪.୨୦୨୬ ସୁଦ୍ଧା ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ

ଚଳିତବର୍ଷର ଯୁକ୍ତ ୨ ପରୀକ୍ଷା ଶେଷ, ଏପ୍ରିଲ ୨ରୁ ଆରମ୍ଭ ହେବ ଖାତାଦେଖା

ଭୁବନେଶ୍ୱର (ରାଜ୍ୟକାହାଣୀ )ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା।ବିଜ୍ଞାନ ପରୀକ୍ଷା ୨୩ରେ ଶେଷ ହୋଇଥିବା ବେଳେ, ବାଣିଜ୍ୟ ଓ