Browsing Category
ଆଜିର ଖବର
ପେଟ୍ରୋଲ ରପ୍ତାନି ଉପରେ ରୋକ ଲଗାଇଲା ରୁଷ: ତେଲ ଦର ବଢ଼ିବା ଆଶଙ୍କା !
ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ରୁଷିଆ ୧ ଏପ୍ରିଲ, ୨୦୨୬ ରୁ ପେଟ୍ରୋଲ (ପେଟ୍ରୋଲ) ରପ୍ତାନି ଉପରେ ପ୍ରତିବନ୍ଧକ ଘୋଷଣା କରିଛି। ଏହି ପ୍ରତିବନ୍ଧକ ଜୁଲାଇ!-->…
ଗ୍ୟାସ ବୁକିଂ ହୋଇଛି ଓଟିପି ଆସିଛି କିନ୍ତୁ ଡେଲିଭେରି ହେଉନାହିଁ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ଗ୍ୟାସ ଉପଭୋକ୍ତାଙ୍କ ଅଭିଯୋଗ । ଗ୍ୟାସ ବୁକିଂ ହୋଇଛି ଓଟିପି ଆସିଛି । ହେଲେ ଗ୍ୟାସ ଡେଲିଭେରି ନ ହୋଇ ଡେଲିଭେରି ହେବାର ମେସେଜ ଆସୁଛି । ଏପରିକି ସବସିଡି ଟଙ୍କା ଆକାଉଣ୍ଟରେ ଆସି ଗଲାଣି ଅଥଚ ଗ୍ୟାସ ଏପର୍ଯ୍ୟନ୍ତ ଆସିନାହିଁ । ଗ୍ୟାସ୍ ଏଜେନ୍ସି!-->…
ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଗଣତମଣତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୮,୯, ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଣତିମଣତିବେଳେ ପ୍ରଭୁଙ୍କ ନୀତିକାନ୍ତି ଓ ଶ୍ରଦ୍ଧାଳୁଙ୍କ ଦର୍ଶନକୁ ବି ଗୁରୁତ୍ୱ ଦିଆଯିବ । ବାହାର ରତ୍ନଭଣ୍ଡାର ପରେ ଭିତର!-->…
ହାଇକୋର୍ଟ ଓ ରାଜ୍ୟର ସମସ୍ତ ବାର ଆସୋସିଏସନ୍ରେ ଚାଲିଛି ନିର୍ବାଚନ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ହାଇକୋର୍ଟ ବାର ଆସୋସିଏସନ ସହ ରାଜ୍ୟର ସମସ୍ତ ବାର୍ ଆସୋସିଏସନର ନିର୍ବାଚନ ପାଇଁ ଚାଲିଛି ମତଦାନ। ସକାଳ ସାଢେ ୭ଟା ରୁ ଆରମ୍ଭ ହୋଇଯାଇଛି ଏହି ମତଦାନ ପ୍ରକ୍ରିୟା। ହାଇକୋର୍ଟ ବାର ଆସୋସିଏସନ ସହ ରାଜ୍ୟର ସମସ୍ତ ବାର୍ ଆସୋସିଏସନର ନିର୍ବାଚନ ପାଇଁ ଭୋଟ ଦେଉଛନ୍ତି!-->…
ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’
ଆମେରିକାରେ କୋଭିଡ-୧୯ ମାମଲା ହଠାତ୍ ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ନୂତନ ରିପୋର୍ଟ ଅନୁଯାୟୀ, ଭାଇରସର ଏକ ନୂତନ BA.3.2 ଭାରିଆଣ୍ଟ ଦେଖାଦେଇଛି। ଫେବୃଆରୀ ୧୧ ସୁଦ୍ଧା, BA.3.2 ଭାରିଆଣ୍ଟ ୨୩ଟି ଦେଶରେ ଦେଖାଯାଇଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଏହି ପ୍ରକାରର ରୋଗ ପ୍ରତିରୋଧକ!-->…
ଇରାନର ଭୟଙ୍କର ଆକ୍ରମଣ: ସାଉଦି ଆରବର ଆମେରିକୀୟ ବାୟୁସେନା ଘାଟି ଉପରେ କ୍ଷେପଣାସ୍ତ୍ର ମାଡ଼
ଇରାନ-ଇସ୍ରାଏଲ ଯୁଦ୍ଧର ୨୯ ଦିନରେ ପହଞ୍ଚିଛି। ଫେବ୍ରୁଆରି ୨୮ ତାରିଖରେ ଇସ୍ରାଏଲ ଏବଂ ଆମେରିକା ପକ୍ଷରୁ ଇରାନ ଉପରେ ଆକ୍ରମଣ ସହିତ ଏହା ଆରମ୍ଭ ହୋଇଥିଲା। ଦୁଇପକ୍ଷ ପରସ୍ପର ଉପରେ ଜୋରଦାର ଆକ୍ରମଣ ଜାରି ରଖିଛନ୍ତି। ଫଳରେ ସ୍ଥିତି ଧିରେ ଧିରେ ସଙ୍କଟଜନକ ହେବାରେ ଲାଗିଛି। ସାଉଦି ଆରବର!-->…
ୟୁନିଫର୍ମ ବଣ୍ଟନର ସମୟ ସୀମା ଡେଇଁଲେ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷା ମନ୍ତ୍ରୀଙ୍କ କଡ଼ା ଚେତାବନୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗତ ଶିକ୍ଷାବର୍ଷରେ ଯେପରି ସ୍କୁଲ ୟୁନିଫର୍ମ ବଣ୍ଟନରେ ସମସ୍ୟା ଦେଖିବାକୁ ମିଳିଥିଲା ତାର ଆଉ ପୁନରାବୃତ୍ତି ହେବନି । ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯେପରି ଧାର୍ଯ୍ୟ ସମୟରେ ପୋଷାକ ବଣ୍ଟନ ହେବ ତାକୁ ନେଇ ଆଗୁଆ ପଦକ୍ଷେପ ନିଆଯାଇଛି । ଗୁଣାତ୍ମକ ମାନର କପଡ଼ାରେ ପୋଷାକ!-->…
ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତର ସ୍ଥଳ ସେନା ମୁଖ୍ୟ। ଭାରତୀୟ ସେନା କିଭଳି ଆହୁରି ଅଧିକ ଶକ୍ତିଶାଳୀ ହେବ ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତିନିଦିନିଆ ଓଡିଶା ଗସ୍ତରେ ଆସିଥିବା ଭାରତୀୟ ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ସକାଳୁ ପୁରୀ!-->…
ଆଜିଠୁ ଆରମ୍ଭ ହେବ ଆଇପିଏଲ୍, ରାତି ୭.୩୦ରେ ଖେଳାଯିବ ଉଦଘାଟନୀ ମ୍ୟାଚ
ଆଜିଠୁ ଆରମ୍ଭ ହେବ ଫଟାଫଟା କ୍ରିକେଟର ଲିଗ୍ ଆଇପିଏଲ୍ । ଉଦ୍ ଘାଟନୀ ମୁକାବିଲାରେ ବିଜେତା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ସନ୍ ରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେବେ । ବେଙ୍ଗାଲୁରୁସ୍ଥିତ ଚିନ୍ନାସ୍ବାମୀ ଷ୍ଟାଡିୟମ୍ ରେ ରାତି ୭.୩୦ରେ ଖେଳାଯିବ। ବେଙ୍ଗାଲୁରୁ ଦଳର ସବୁଠାରୁ ବଡ଼!-->…
ଜନଗଣନାବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଭୋଗିବାକୁ ପଡିବ ୩ ବର୍ଷର ଜେଲଦଣ୍ଡ
୨୦୨୭ ଜନଗଣନା ସମ୍ପୂର୍ଣ୍ଣ ଡିଜିଟାଲ ହେବ ଏବଂ ନାଗରିକଙ୍କ ପାଖରେ ଆତ୍ମଗଣନା କରିବାର ବିକଳ୍ପ ରହିବ । ଦେଶରେ ସ୍ବାଧୀନତା ପରେ ଏହା ୧୬ତମ ଜନଗଣନା ହେବ । ପ୍ରଥମ ଥର ପାଇଁ ଜାତିଭିତ୍ତିକ ଜନଗଣନା ସାମିଲ ହେବ । ତେବେ ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ!-->…