Browsing Category
ଆଜିର ଖବର
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଉପରେ ଭାଟ୍ ହ୍ରାସ ପାଇଁ ଦାବି କଲା ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )କେନ୍ଦ୍ର ସରକାରଙ୍କ ଦ୍ୱାରା ପେଟ୍ରୋଲ ଓ ଡିଜେଲର ଏକ୍ସସାଇଜ ଦରରେ ଲିଟର ପ୍ରତି ଦଶ ଟଙ୍କା ହ୍ରାସ କରିବା ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଥିବା ବେଳେ ବିଜୁ ଜନତା ଦଳ ପେଟ୍ରୋଲ ଓ ଡିଜେଲ ଉପରେ ରାଜ୍ୟ ଲାଗୁ!-->…
ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ଥଳସେନା ମୁଖ୍ୟ ପହଞ୍ଚିଛନ୍ତି ।। ଭୁବନେଶ୍ବରରେ ପହଞ୍ଚି ୧୨୦ ବାଟାଲିଅନ ମୁଖ୍ୟାଳୟକୁ ଯିବେ।!-->…
ଜନଗଣନା ଲୋଗ ସହ ମାର୍କେଟକୁ ଆସିଲା ଓମଫେଡ ଦୁଗ୍ଧ ପ୍ୟାକେଟ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ପ୍ୟାକରେ ବଜାରକୁ ଆସିଲା ଓମ୍ଫେଡ ପ୍ରିମିୟମ ମିଲ୍କ । ‘ଜନ ଗଣନାରୁ ଜନ କଲ୍ୟାଣ' କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ଅଣ୍ଟା ଭିଡିଛି ଓମ୍ଫେଡ। ସଂପ୍ରତି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଜନଗଣନା କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ!-->…
ଏପ୍ରିଲରେ ମଦ ଦୋକାନ ପାଇଁ ହେବ ଲଟେରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ନୂଆ ଅବକାରୀ ନୀତି ଏପ୍ରିଲ୍ ୧ରୁ ଲାଗୁ ହେବାକୁ ଥିବାବେଳେ ମଦ ଦୋକାନ ପାଇଁ ଏପ୍ରିଲରେ ଲଟେରୀ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହା ହେବାକୁ ଯାଉଛି ।ଆବଶ୍ୟକ ପଡିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ ।!-->…
ଖାଇବା ତେଲ ଦର ବଢ଼ିଗଲା ୧୦ରୁ ୧୫ ଟଙ୍କା, ଏବେ ମହଙ୍ଗା ହେବ ଔଷଧ
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଲାଗିଲା କିନ୍ତୁ ଘାଣ୍ଟି ସନ୍ତୁଳି ହେଉଛି ସାରା ବିଶ୍ବ। ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲର ନିଅଣ୍ଟିଆ ସ୍ଥିତି ଭିତରେ କଷ୍ଟ ବଢ଼ାଇଛି ଖାଇବା ତେଲ। ଗତ କିଛି ଦିନ ଭିତରେ ଖାଇବା ତେଲ ଲିଟର ପିଛା ୧୦ରୁ ୧୫ ଟଙ୍କା ବଢ଼ିଥିଲା। ହଠାତ୍ ବଢିଥିଲା ପାମୋଲିନ୍, ସୂର୍ଯ୍ୟମୁଖୀ,!-->…
ପ୍ରଭୁ ରାମଙ୍କର ହେଲା ସୂର୍ଯ୍ୟାଭିଷେକ !ଅଯୋଧ୍ୟାରେ ଭକ୍ତଙ୍କ ଭିଡ
ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା। ଏହାପରେ ପ୍ରଭୁ ରାମଙ୍କ ସୂର୍ଯ୍ୟ ତିଳକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଦିବ୍ୟ ଘଟଣା ଦେଖିବା ପାଇଁ ହଜାର ହଜାର ଭକ୍ତ!-->…
ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର
ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହା ମଧ୍ୟରେ ସରକାର ଏହାର ସତ୍ୟା ସତ୍ୟ ସଂପର୍କରେ ସୂଚନା ଦେଇଛନ୍ତି ମନ୍ତ୍ରୀ । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ ଲକଡାଉନ ହେବାର ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ। ସେ ଜୋର ଦେଇ କହିଛନ୍ତି,!-->…
‘ରାମୁ’ର ସ୍ମୃତି ଫେରାଇ ଆଣିବାକୁ ଉଦ୍ୟମ; ଅସ୍ଥି ଯୋଡ଼ିବା କାର୍ଯ୍ୟ ଚାଲିଛି
ଭୁବନେଶ୍ୱର (ରାଜ୍ୟକାହାଣୀ )ଚନ୍ଦକା ଜଙ୍ଗଲରେ ଦିନେ ଘୁରି ବୁଲୁଥିଲା ପୁରୁଷ ହାତୀ ‘ରାମୁ’ । ଦୁଇ ବର୍ଷ ପୂର୍ବେ ଅକସ୍ମାତ ବିଦ୍ୟୁତ ଆଘାତରେ ରାମୁର ମୃତ୍ୟୁ ହୋଇଥିଲା, କିନ୍ତୁ ରାମୁର ସ୍ମୃତିକୁ ଜୀବନ୍ତ ରଖିବା ପାଇଁ ଜଙ୍ଗଲ ବିଭାଗ କରିଛି ଏକ ଅଭିନବ ପ୍ରୟାସ । ମୃତ୍ୟୁ ପରେ ବନ ବିଭାଗ ତା!-->…
ଇରାନ ଶକ୍ତି କେନ୍ଦ୍ର ଗୁଡ଼ିକ ଉପରେ ଆଉ ୧୦ଦିନ ଆକ୍ରମଣ କରିବନି ଆମେରିକା
ଇରାନର ଶକ୍ତି କେନ୍ଦ୍ର ଉପରେ ୧୦ଦିନ ଆକ୍ରମଣ କରିବନି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଦୁଇ ରାଷ୍ଟ୍ର ଭିତରେ ଆଲୋଚନା ସକରାତ୍ମକ ଭାବେ ଚାଲିଥିବାରୁ ଏପ୍ରିଲ ୬ତାରିଖ ଯାଏଁ ଆକ୍ରମଣ କରିବନ ବୋଲି କହିଛନ୍ତି।ତେବେ ଏହା!-->…
ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ଡରାଇବ । ୩୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଚଳିତ ସପ୍ତାହରେ(ଏପ୍ରିଲ ୧!-->…