Browsing Category
ଆଜିର ଖବର
ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିବେ। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି ପରେ ରଥକାଠ ଚିରଟ ଆରମ୍ଭ ହେବ।ରଥକୋଡ୍!-->…
ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ
ପେଟ୍ରୋଲ୍ ଡିଜେଲ୍ ଉପରୁ କମିଲା ଏକ୍ସସାଇଜ୍ ଡ୍ୟୁଟି। ଯୁକ୍ତରାଷ୍ଟ୍ର–ଇସ୍ରାଏଲ୍ ଓ ଇରାନ୍ ମଧ୍ୟରେ ଯୁଦ୍ଧ ହେତୁ ଇନ୍ଧନ ଦର ବଢ଼ିବା ଆଶଙ୍କା ମଧ୍ୟରେ, ସରକାର ଆଜି ପେଟ୍ରୋଲ୍ ଓ ଡିଜେଲ୍ ଉପରେ ଏକ୍ସାଇଜ୍ ଶୁଳ୍କ ପ୍ରତି ଲିଟର ୧୦ ଟଙ୍କା କମାଇଛନ୍ତି। ଯାହାଫଳରେ ପେଟ୍ରୋଲ୍ ଉପରେ ଶୁଳ୍କ ୧୩!-->…
ଆଇଆର୍ସିଟିସିକୁ ୧୦ ଲକ୍ଷ ଏବଂ କ୍ୟାଟରିଂ କମ୍ପାନିକୁ ୫୦ ଲକ୍ଷ ଟଙ୍କା ଜରିମାନା
ବନ୍ଦେ ଭାରତ ଏକ୍ସପ୍ରେସରେ ଖରାପ ଖାଦ୍ୟ ପରଷିବା ପଡ଼ିଲା ମହଙ୍ଗା । IRCTC ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ । ମନ୍ତ୍ରଣାଳୟ ଆଇଆର୍ସିଟିସି ଉପରେ ୧୦ ଲକ୍ଷ ଏବଂ କ୍ୟାଟରିଂ କମ୍ପାନି ଉପରେ ୫୦ ଲକ୍ଷ ଜରିମାନା ଲଗାଇଛି। ପାଟନାରୁ ଟାଟାନଗର ଯାଉଥିବା ଜଣେ ଯାତ୍ରୀ ସୋସିଆଲ ମିଡିଆରେ ଏକ ଭିଡିଓ!-->…
ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହୋଇ ପାରେ KYC
ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ ବିରୋଧରେ ସାଇବର ଅପରାଧ ଗମ୍ଭୀର ଚିନ୍ତାର କାରଣ ପାଲଟିଛି। ଏହି ସମୟରେ, ଏକ!-->…
ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ। ଆଜୀବନ ଟ୍ରେନ୍ ଯାତ୍ରା ମାଗଣା!
ରେଲୱେ ପକ୍ଷରୁ ବଡ ଘୋଷଣା। ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାର ପାଇଁ ରେଲୱେ ପକ୍ଷରୁ ବଡ ଘୋଷଣା। ସେନା ମେଡାଲ, ନୌସେନା ମେଡାଲ, ବାୟୁସେନା ମେଡାଲ ପାଇଥିବା ଯବାନଙ୍କ ପାଇଁ ଏହି ସୁବିଧା ମିଳିବ।ଏହି ନୂଆ ନିୟମ ଅନୁଯାୟୀ, ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ ପ୍ରଥମ ଶ୍ରେଣୀ,!-->…
ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର । ପୁଣି ବାରବାଟୀରେ କ୍ରିକେଟ କ୍ରେଜ୍। କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ T20 ମ୍ୟାଚ ।ଦୀର୍ଘ ଦିନର ବ୍ୟବଧାନ ପରେ ବାରବାଟୀରେ ଭାରତ ଓ ଶ୍ରୀଲଙ୍କା ପରସ୍ପରର ସାମ୍ନା କରିବେ । ୨୦୨୬-୨୭ ପାଇଁ!-->…
ଯୁବକଙ୍କ ଗୀତରେ ହଠାତ୍ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଜଣେ ଯୁବକ ହାତୀ ଠାରୁ ମାତ୍ର ଅଳ୍ପ କିଛି ଦୁରତାରେ ନିର୍ଭୟ ଭାବରେ ନାଚୁଛନ୍ତି । ସାମ୍ନାରେ ଛିଡା ହୋଇଛି ଜଙ୍ଗଲୀ ଜନ୍ତୁ । ଯୁବକ ଜଣକ ସେହିଠାରେ ହିଁ ଏହି ଦନ୍ତା ହାତୀର ନାଁ“ରାଜୁ”ରଖିବା ସହିତ ତାକୁ ସମ୍ବୋଧନ କରି ନାଚୁଛନ୍ତି । ପାଖରେ ଥିବା ସାଙ୍ଗମାନେ ଏହି!-->…
୨ ବର୍ଷରେ ୬୫ ହଜାର ୬୪ ୯ ଡିଏଲ ରଦ୍ଦ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଅମାନିଆ ହେଉଛନ୍ତି ଗାଡି ଚାଳକ । ଲାଇସେନ୍ସ ରଦ୍ଦ କରୁଛନ୍ତି ସରକାର । ଗତ ୨ ବର୍ଷରେ ୬୫ ହଜାର ୬୪୯ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି । ୨୧୬ କୋଟି ୭୧ ହଜାର ୭୫୬ ଟଙ୍କା ଫାଇନ ଆଦାୟ କରାଯାଇଛି । ଗୃହରେ ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଲିଖିତ!-->…
ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ । ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ କରାଯାଇଛି । ଏସ୍ସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ପୁଣି ସରକାରଙ୍କୁ ଘେରିଛନ୍ତି ବିରୋଧୀ । ପ୍ରବଳ ହଟ୍ଟଗୋଳ ଓ ନାରାବାଜି ଭିତରେ ବାରମ୍ବାର!-->…
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହୃତ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବଢ଼ିବନି ବିଧାୟକଙ୍କ ଦରମା । ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ । ମନ୍ତ୍ରୀ, ବିଧାୟକ ଏବଂ ବାଚସ୍ପତିଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର କଲେ ରାଜ୍ୟ ସରକାର । ବିଧାନସଭାରେ ଶୀତକାଳୀନ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଏହି!-->…