Browsing Category
ଆଜିର ଖବର
ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ କହିଛନ୍ତି ଯୋଗାଣ ମନ୍ତ୍ରୀ। ଯଥେଷ୍ଟ ମହଜୁଦ ଥିବା କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ହୋଟେଲକୁ ଆବଶ୍ୟକ ଥିବା ରନ୍ଧନ ଗ୍ୟାସର ୫୦% ଯୋଗାଇବାକୁ ସକ୍ଷମ। ଘରୋଇ କ୍ଷେତ୍ରକୁ କୌଣସି ପ୍ରତିବନ୍ଧକ!-->…
ନୂଆ ଅବକାରୀ ନୀତି ! ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା
୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ୩ ବର୍ଷୀୟ ଅବକାରୀ ନୀତି ଘୋଷଣା କରିଛନ୍ତି। କିମ୍ବାନୂତନନୀତି ଆସିବା ପର୍ଯ୍ୟନ୍ତ ଏହାଚାଲୁରହିବ।
ଗ୍ୟାସ ସହ ସିଲିଣ୍ଡର୍ ରେ ପାଣି ଭର୍ତ୍ତି କରି ବିକ୍ରି ଅଭଯୋଗ ଅଭିଯୁକ୍ତକୁ ଧରିଲା ବିଡ଼ାନାସି ଥାନା ପୋଲିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ୟାସର ଅଭାବକୁ ନେଇ ବଢୁଛି କଳାବଜାରୀ । ୩ ହଜାର ଟଙ୍କାରେ ବିକ୍ରିହେଉଛି ଗ୍ୟାସ୍ ସିଲଣ୍ଡର । ହନ୍ତସନ୍ତ ବ୍ୟବସାୟୀ ଓ ଗ୍ରାହକ। ମଧ୍ୟ ପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି କାରଣରୁ ଗ୍ୟାସ ଓ ତୈଳ ଯୋଗାଣରେ ବାଧା ସୃଷ୍ଟି ହେଉଛି । ଏହି ସୁଯୋଗକୁ ନେଇ!-->…
ଭାରତୀୟ ଜାହାଜକୁ ହର୍ମୁଜ ରାସ୍ତାରେ ଛାଡ଼ିବାକୁ ରାଜି ହେଲା ଇରାନ
ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ ବନ୍ଧୁ ରାଷ୍ଟ୍ରଗୁଡ଼ିକର ଜାହାଜଗୁଡ଼ିକୁ ହର୍ମୁଜ ପ୍ରଣାଳୀ ଦେଇ ସୁରକ୍ଷିତ ଭାବରେ ଯିବା ପାଇଁ ଅନୁମତି ଦିଆଯାଇଛି।ଇରାନର!-->…
ଯୁଗ ବଦଳିବା ସହ ବଦଳି ଯାଇଛି ସଂସ୍କୃତି
ସମୟ ଥିଲା ଭାରତୀୟ ସଂସ୍କୃତି ରେ ପର୍ବପର୍ବାଣୀ ହେଉ ବା ଧାର୍ମିକ ଅନୁଷ୍ଠାନ ମାନଙ୍କରେ ହେଉ ବା ବିବାହ ବ୍ରତରେ ହେଉ ନିଶ୍ଚିତ ରୂପେ ଭୋଜି ଭାତ ର ପ୍ରସ୍ତୁତ ହୋଇଥାଏ ଏବଂ ସମସ୍ତ ଖାଦ୍ୟ କୁ ସାଳ ପତ୍ର,ଶିଆଳିପତ୍ର ରେ ପ୍ରସ୍ତୁତ ଖଲି କିମ୍ବା କଦଳୀ ପତ୍ରରେ ରେ ଏକାଠି ପଂକ୍ତିରେ ବସି ଖାଦ୍ୟ!-->…
ଭିଜିଲାନ୍ସ ଜାଲରେ ଜଳସେଚନ ଉପଖଣ୍ଡ ଏସ୍ଡିଓ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ ଏସଡିଓ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏସଡ଼ିଓଙ୍କ ଘରେ ଚଢ଼ାଉ । ଗଞ୍ଜାମ ଭଞ୍ଜନଗର ଜଳସେଚନ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କ ସମ୍ପତ୍ତିର ଯାଞ୍ଚ କରୁଛି ଭିଜିଲାନ୍ସ । ପାଞ୍ଚଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ । ବର୍ତ୍ତମାନ!-->…
ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
ଆଜି ପବିତ୍ର ଅଶୋକାଷ୍ଟମୀ । ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିବ ଅଣଲେଉଟା ରୁକୁଣା ରଥ । ରଥରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମୁଗ, ଡ଼ାଲି, ଅନ୍ନ ଖାଇ ରଥକୁ ବିଜେ କରିବେ ଶ୍ରୀ ଲିଙ୍ଗରାଜ । ତାଙ୍କ ସହ ରଥରେ ବିରାଜିବେ ଶକ୍ତିସ୍ୱରୂପିଣୀ ମା’ ରୁକ୍ମିଣୀ ଓ ପ୍ରଭୁ ବାସୁଦେବ ।!-->…
ବିଜୁ ଜନତା ଦଳରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀ ରଘୁନାଥ ମହାନ୍ତି ଓ ପୂର୍ବତନ ବିଧାୟକ ଶ୍ରୀ ଜୀବନ ପ୍ରଦୀପ ଦାସ
ଭୁବନେଶ୍ୱର,(ରାଜ୍ୟ କାହାଣୀ ) ଆଜି ବାଲେଶ୍ୱର ଜିଲ୍ଲାର ଦୁଇ ବରିଷ୍ଠ ନେତା ପୂର୍ବତନ ମନ୍ତ୍ରୀ ଶ୍ରୀ ରଘୁନାଥ ମହାନ୍ତି ଓ ପୂର୍ବତନ ବିଧାୟକ ଶ୍ରୀ ଜୀବନ ପ୍ରଦୀପ ଦାସ ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଉଭୟ ଶ୍ରୀ ମହାନ୍ତି ଓ ଶ୍ରୀ!-->…
ଆସନ୍ତା ଏପ୍ରିଲରେ ୧୦ ଦିନ ବନ୍ଦ ରହିବ ସ୍କୁଲ
ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର। ଆସନ୍ତା ଏପ୍ରିଲରେ ୧୦ ଦିନ ବନ୍ଦ ରହିବ ସ୍କୁଲ।ପିଲାମାନେ ସମୁଦାୟ ୧୦ ପବ୍ଲିକ ହୋଲିଡେ ପାଇବେ। ଏପ୍ରିଲ ମାସ ଆରମ୍ଭ ହେବା ସହିତ, ବିଭିନ୍ନ ପର୍ବ ଓ ଉତ୍ସବ ଆରମ୍ଭ ହେବ।ରାଜ୍ୟ ସରକାରଙ୍କ ସ୍କୁଲ ଶିକ୍ଷା ବିଭାଗ ଆଗାମୀ ମାସ ପାଇଁ ଛୁଟି ତାଲିକା ପ୍ରକାଶ!-->…
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ରାଜ୍ୟକାହାଣୀ ( ଭୁବନେଶ୍ୱର )ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି ଡ୍ରୋନ । ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ଦୁଇଟି ଡ୍ରୋନ। ଅପରାହ୍ନ ୫ଟା ୨୩ ମିନିଟରେ ଏହି!-->…