Browsing Category
ଆଜିର ଖବର
ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍
ଭୁବନେଶ୍ୱର (ରାଜ୍ୟ କାହାଣୀ )ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ । ପୂର୍ବରୁ ୧୪ଟି ଗେଟରେ ଜଳ ନିଷ୍କାସନ ହେଉଥିଲା । ହୀରାକୁଦର ଆଉ ୮ଟି ଗେଟ ଖୋଲିଲା । ବର୍ତ୍ତମାନ ୨୨ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ। ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ହୀରାକୁଦ!-->…
ଭିଜିଲାନ୍ସ ଜାଲରେ ଆରଆଇ ଓ ସହଯୋଗୀ
ଓଡ଼ିଶା ଭିଜିଲାନ୍ସ କଟକ ଜିଲ୍ଲାର ନିଆଳି ତହସିଲ ଅନ୍ତର୍ଗତ ମାଧବା ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) କିଶୋର କୁମାର ସ୍ୱାଇଁ ଏବଂ ତାଙ୍କ ସହଯୋଗୀ ସୁକାନ୍ତ ପ୍ରଧାନଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛନ୍ତି। ସେମାନେ ୩୦ ହଜାର ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି।ସୂଚନା ଅନୁସାରେ, ଜଣେ!-->…
କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା
ଦେଶର କୋଟି କୋଟି ଚାଷୀଙ୍କ ପାଇଁ ବଡ଼ ଖବର। ଆଉ ୫ ବର୍ଷ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ବା ପିଏମ୍-କିଷାନ ଯୋଜନା। ଏନେଇ କେନ୍ଦ୍ର କ୍ୟାବିନେଟ୍ ମୋହର ମାରିଛି।କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ ଯୋଜନା ଚଳାଇଛନ୍ତି, ଯାହା ଲକ୍ଷ ଲକ୍ଷ ଚାଷୀଙ୍କୁ ସିଧାସଳଖ!-->…
୩ ତାରିଖରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୋଲିସ ଡିଜି
ଭୁବନେଶ୍ୱର (ରାଜ୍ୟ କାହାଣୀ )ପୁଣି ଓଡିଶା ଗସ୍ତରେ ରାଷ୍ଟ୍ରପତି। ଆସନ୍ତା ଅଗଷ୍ଟ ୪ ତାରିଖ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ବେଳେ ସେ ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତର ତପ୍ତପାଣି ଉଷ୍ମ ପ୍ରସବଣରେ ଥିବା ମାଆ କନ୍ଧୁଣୀ ଦେବୀଙ୍କ!-->…
କନ୍ଫର୍ମ ଟିକେଟ୍ରେ ଆରମ୍ଭ ହେଲା ଅନ୍ଲାଇନ୍ ଲଗେଜ୍ ବୁକିଂ
ଭାରତୀୟ ରେଳ ୩୧ ଜୁଲାଇରୁ କନ୍ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ସୁବିଧାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲଗେଜ୍ ବୁକିଂକୁ ଅଧିକ ସୁବିଧାଜନକ କରିବା ଏବଂ ପାର୍ସଲ ବୁକିଂ ପ୍ରକ୍ରିୟାକୁ!-->…
ଗଲବାନରେ ଆକ୍ରମଣ ପରେ ଭାରତ ଆସୁଛନ୍ତି ଚୀନ ରାଷ୍ଟ୍ରପତି
ଚାଇନା ରାଷ୍ଟ୍ରପତି ସି ଜିନ୍ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ଲଦାଖ ସୀମାରେ ବର୍ଷ ବର୍ଷ ଧରି!-->…
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ବିଶଦ ଆଲୋଚନା ହୋଇଛି।କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୃଢ଼!-->…
ସଂସଦରେ ‘ଚାନ୍ଦା ଚୋରି’ ନାଟକ! ପୂଜାରୀ ବେଶରେ ପପ୍ପୁ ଯାଦବ, ଦାନ କଲେ ରାହୁଲ ଗାନ୍ଧୀ
ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ବିରୋଧୀ ଦଳର ସାଂସଦମାନେ ଏକ ଅଭିନବ ପ୍ରତିବାଦ କରିଛନ୍ତି । ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି । ପପ୍ପୁ ଯାଦବ ସାଧୁ ବେଶ ଧାରଣ କରି!-->…
ଦଳୀୟ ଜର୍ସିର ରଙ୍ଗରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ । ଏହା ହେଉଛି ହୀନ ରାଜନୀତି- ନବୀନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାରତୀୟ ହକି ଦଳର ଜର୍ସିର ରଙ୍ଗ ପରିବର୍ତ୍ତନ ନେଇ ରାଜନୀତି ଜୋର ଧରିଛି । ପୂର୍ବରୁ ଜର୍ସିର ରଙ୍ଗ ନୀଳ ଥିଲା । ଯାହା ଏବେ ଗେରୁଆ ରଙ୍ଗର ହୋଇଛି । ଅନେକ ପୂର୍ବତନ ଖେଳାଳି ଏବଂ ରାଜନେତା ନୂଆ ଜର୍ସିକୁ ବିରୋଧ କରୁଛନ୍ତି । ଏହାକୁ ନେଇ ଏବେ ଓଡିଶାର ପୂର୍ବତନ!-->…
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା ସ୍ଥିତି ସମୀକ୍ଷା :ପୁରୀ, କଟକ, ଖୋର୍ଦ୍ଧା ଓ…
ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି ।!-->…