Browsing Category
ଆଜିର ଖବର
ଇରାନ ପାଇଁ ଟ୍ରମ୍ପଙ୍କ ‘୧୫-ପଏଣ୍ଟ’ ଶାନ୍ତି ପ୍ରସ୍ତାବ କିନ୍ତୁ ଟ୍ରମ୍ପଙ୍କ ଉପରେ ଇରାନର ଭରସା ପାଉନି
ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ରୋକିବା ପାଇଁ ଟ୍ରମ୍ପ ପ୍ରଶାସନର ୧୫-ପଏଣ୍ଟ ଶାନ୍ତି ଯୋଜନା ପ୍ରସ୍ତାବ । ଯୁଦ୍ଧ ବନ୍ଦ ପାଇଁ ପାକିସ୍ତାନ ଜରିଆରେ ପଠାଗଲା ଚିଠା । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ମାସ ପାଇଁ ଯୁଦ୍ଧ ବିରତି କରିବାକୁ ଏବଂ ୧୫ଟି!-->…
ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର !୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ଶ୍ୱେତପତ୍ର ପକାଶ
ରାଜ୍ୟକାହାଣୀ ( ଭୁବନେଶ୍ୱର )୨୦୨୫ ଅପରାଧିକ କାର୍ଯ୍ୟକଳାପକୁ ନେଇ ବିଧାନସଭାରେ ଶ୍ଵେତପତ୍ର ଉପସ୍ଥାପନ କଲା ଗୃହ ବିଭାଗ। ୨୦୨୪ ତୁଳନାରେ ୨୦୨୫ରେ ୭.୩୬% ବଢିଛି ଧର୍ତ୍ତବ୍ୟ ଅପରାଧ। ୨୦୨୪ରେ ୨ ଲକ୍ଷ ୧୪ ହଜାର ୧୧୩ ଅପରାଧ ହୋଇଥିଲା। ସେହିପରି ୨୦୨୫ରେ ଏହି ସଂଖ୍ୟା ୨ ଲକ୍ଷ ୨୯ ହଜାର ୮୮୧କୁ!-->…
ଟ୍ରମ୍ପଙ୍କ ବକ୍ତବ୍ୟ ଏକ ମନଗଢ଼ା ଅଭିଯାନ: ଆଇଆର୍ଜିସି
ଇରାନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ବୟାନ । କହିଛନ୍ତି, ଆମେ ଜିତି ସାରିଛୁ, ଇରାନ ଏବେ ବୁଝାମଣା ପାଇଁ ବ୍ୟାକୁଳ । ଇରାନରେ ଆମକୁ ବଡ଼ ସଫଳତା ମିଳିଛି । ସେମାନଙ୍କ ପାଖରେ ଏବେ ନା ଅଛି ନୌସେନା, ନା ବାୟୁସେନା କିମ୍ବା କୌଣସି ରାଡାର୍। ସେମାନଙ୍କର ନେତାମାନେ ମଧ୍ୟ ଆଉ ନାହାନ୍ତି। ଏହି!-->…
ପୁଣି ବଢ଼ିଲା ସୁନା ଏବଂ ରୂପା ଦର
ପୁଣି ବଢ଼ିଲା ସୁନା ଏବଂ ରୂପା ଦର । ଯୁଦ୍ଧ ବନ୍ଦ ନେଇ ଟ୍ରମ୍ପଙ୍କ ଘୋଷଣା ପରେ ସୁନା, ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଲକ୍ଷେ ୨୪ ହଜାରରୁ ଏକାଥରେ ଟପିଲା ଲକ୍ଷେ ୩୧ ହଜାର ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୬୭୦ ଟଙ୍କା ରହିଥିବା ବେଳେ ୨୨!-->…
ପିଲାଙ୍କ ସୁରକ୍ଷା ସହ ଖେଳ: ମେଟା ଗଣିବ ୩୧୦୦ କୋଟି
ମେଟାକୁ ବଡ଼ ଝଟକା । ୩୧ ଶହ କୋଟିର ଫାଇନ ଗଣିବ ମେଟା । ପିଲାଙ୍କ ପାଇଁ ଫେସବୁକ୍-ଇନଷ୍ଟାଗ୍ରାମ ନିୟମାବଳୀ ଉଲ୍ଲଂଘନ ଅଭିଯୋଗରେ ଜରିମାନା ଲଗାଇନ୍ତି କୋର୍ଟ ।ଆମେରିକାର ନ୍ୟୁ ମେକ୍ସିକୋ ରାଜ୍ୟର ଏକ କୋର୍ଟ ସୋସିଆଲ ମିଡିଆ କମ୍ପାନି ମେଟାକୁ ପିଲାମାନଙ୍କ ମାନସିକ ସ୍ୱାସ୍ଥ୍ୟକୁ କ୍ଷତି!-->…
ବିଧାନସଭାକୁ କଳା ଟି ସାର୍ଟ ପିନ୍ଧିକି ଆସିଲେ କଂଗ୍ରେସ ଓ ବିଜେଡି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଧାନସଭାରେ ବିରୋଧୀଙ୍କ ଅଭିନବ ପ୍ରତିବାଦ। କଳା ଟିସାର୍ଟ ପିନ୍ଧି ଗୃହକୁ ଆସିଲେ ବିରୋଧୀ । ଦୁର୍ବଳ ମୁଖ୍ୟମନ୍ତ୍ରୀ, ଶକ୍ତିଶାଳୀ ସ୍ବାସ୍ଥ୍ୟମନ୍ତ୍ରୀ ଲେଖା ଥିବା ଟି ସାର୍ଟ ପିନ୍ଧି ଗୃହରେ ହୋହଲ୍ଲା କରିଛନ୍ତି ବିରୋଧୀ ।ଏହାସହ ବିଧାନସଭା ଚାରିପଟେ ଏକାଠି!-->…
ଆଜି ଗଣତିମଣତି ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର, ଶ୍ରୀମନ୍ଦିରରେ ପ୍ରବେଶ କଲେ ସ୍ୱତନ୍ତ୍ର ପ୍ରତିନିଧି ଦଳ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜିଠୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ ହେବ । ରତ୍ନ ଅଳଙ୍କାର ଗଣତି ମଣତି ପାଇଁ ଶ୍ରୀମନ୍ଦିର ଭିତରେ ପ୍ରବେଶ କଲେ ଟିମ୍ । ୧୨ଟା ୯ରୁ ୧ଟା ୪୫ ମିନିଟ୍ ରହିଛି ଶୁଭ ମୁହୂର୍ତ୍ତ । ଯଥେଷ୍ଟ ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କଲେ ଟିମ୍ ।!-->…
ଶୋଷ ହେଉଥିଲା ବୋଲି ପିଇଦେଲେ ଝରଣା ପାଣି, ଭିତରକୁ ଚାଲିଗଲା ଜୋକ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାୟଗଡା ଜିଲ୍ଲା କଲ୍ଯାଣସିଂହପୁର ବ୍ଲକ ରାଇଲିମା ଶ୍ୟାମ ହୁଈକା ଗାଁର ସାଙ୍ଗ ମାନଙ୍କ ସହ ଜଙ୍ଗଲକୁ ଜାଳେଣୀ କାଠ ପାଇଁ ଯାଇଥିଲେ ଯୁବକ। ଖରାରେ କାମ କରୁ କରୁ ଜୋରରେ ଲାଗିଥିଲା ଶୋଷ । ଜଙ୍ଗଲରେ ଶୋଷ ଲାଗିବାରୁ ଉପାୟ ନପାଇ ଝରଣା ପାଣି ପିଇଥିଲେ । ତେବେ ଝରଣା!-->…
କଡ଼ାକଡ଼ି ହେଲା ନିୟମ: ଏଲପିଜି ସିଲିଣ୍ଡର ବୁକିଂ ସମୟସୀମା ବଢିଲା
ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ତେବେ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡର ପାଇଁ ବୁକିଂ ବ୍ୟବଧାନ ବୃଦ୍ଧି କରାଯାଇଛି। ପୂର୍ବରୁ, ଏହି ସମୟ ସୀମା ୨୫ ଦିନ ଥିଲା, କିନ୍ତୁ ଏବେ ଏହାକୁ ୩୫ ଦିନକୁ!-->…
ଏପ୍ରିଲ୍ ୨ରୁ ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତା ଦେଖା ହେବ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଶେଷ ହେବ । ଆସନ୍ତା ଏପ୍ରିଲ୍ ୨ ତାରିଖରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ଏପ୍ରିଲ୍ ମାସ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବ ।!-->…