Browsing Category

ଆଜିର ଖବର

ରାଜ୍ୟରେ ଆସନ୍ତା ତିନି ଦିନ ହେବ ଅସହ୍ୟ ତାତି

ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ୩୭ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ବର୍ତ୍ତମାନ ରାଜଧାନୀ ଭୁବନେଶ୍ଵରଠୁ ରାଜ୍ୟର ଅନେକ ସ୍ଥାନରେ ଖରା ଓ ଗରମ ଅନୁଭୂତି ହେଉଛି । ତେବେ ଆଗାମୀ ୩ ଦିନ ଆହୁରି ବଢିବ ତାତି । ବୁଧବାର ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ

ଭାରତୀୟ ରେଳବାଇ ନିଶ୍ଚିତ ଟିକେଟ ପାଇଁ ବାତିଲକରଣ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମ ଅନୁଯାୟୀ, ରିଫଣ୍ଡ ଏବଂ ଜରିମାନା ଏବେ ଟ୍ରେନ୍ ଛାଡିବାର କେତେ ସମୟ ପୂର୍ବରୁ ଯାତ୍ରୀ ଟିକେଟ ବାତିଲ କରୁଛନ୍ତି ତାହା ଉପରେ ନିର୍ଭର କରିବ। ଏହା ପ୍ରକ୍ରିୟାକୁ ସରଳ କରିବା ଏବଂ

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର; ରାଜ୍ୟରେ ବଢ଼ିବନି ବିଦ୍ୟୁତ ଦର

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସିର ଖବର । ଆଉ ଗଣିବାକୁ ପଡ଼ିବନି ଅଧିକ ଟଙ୍କା । ପୂର୍ବବର୍ଷ ଭଳି ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ୨୦୨୬-୨୭ ଆର୍ଥିକ ବର୍ଷରେ ଦର ବଢ଼ିବ ନାହିଁ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ସାମ୍ୱିଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । । ଟ୍ରାନ୍ସମିସନ୍ ଚାର୍ଜ

ଆଖି ବୁଜିଲେ ହରିଶ ରାଣା ,୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି

ସୁପ୍ରିମକୋର୍ଟରୁ ଇଚ୍ଛାମୃତ୍ୟୁ ଅନୁମତି ପାଇଥିବା ହରିଶ ରାଣାଙ୍କ ନିଧନ ହୋଇଛି । ୧୩ ବର୍ଷରୁ ଅଧିକ ସମୟ ଧରି କୋମାରେ ଥିବା ହରିଶ ରାଣାଙ୍କୁ ଦିଲ୍ଲୀ ଏମ୍ସ ସମ୍ମାନଜନକ ଇଚ୍ଛାମୃତ୍ୟୁ ଦେଇଛନ୍ତି । ହରିଶ ୧୪ ମାର୍ଚ୍ଚରୁ ଏମ୍ସର ଆଇଆରସିଏ ପାଲିଏଟିଭ୍ କେୟାର ୱାର୍ଡରେ ଭର୍ତ୍ତି ହୋଇଥିଲେ। ଏହା

କନ୍ଧମାଳ ପୋଲିସ ଏସପି ଙ୍କ ନିକଟରେ ଟପ୍ ମାଓ ନେତା ଶୁକରୁ ର ଆତ୍ମସମର୍ପଣ !            

ରାଜ୍ୟ କାହାଣୀ (ଭୁବନେଶ୍ଵର)କନ୍ଧମାଳ ପୋଲିସ ର ବଡ ସଫଳତା l କନ୍ଧ ମାଳ ଏସପି ହରିଶ୍ ବିଶି ଓ ବ୍ରହ୍ମପୁର ଆଇ ଜି ଙ୍କ ନିଷ୍ଠାପର ଉଦ୍ୟମ, ଆନ୍ତରିକତା କାର୍ଯ୍ୟ ଦକ୍ଷତା, ଓ ଉତ୍ସର୍ଗୀକୃତ ମନୋ ଭାବ ଯୋଗୁଁ ଅନେକ ହାର୍ଡ କୋର୍ ମାଓ ବାଦି ନିହତ ହୋଇଥିବା ବେଳେ ଅନେକ କ୍ୟାଡ଼ର ମାଓ ବାଦି ଆତ୍ମ

ନୂତନ ନର୍ସିଙ୍ଗ ଏବଂ ରେଡିଓଗ୍ରାଫର ପଦବୀକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ

ଆତ୍ମସମର୍ପଣ କଲେ ଶେଷ ମାଓ ଲିଡର୍ ପାପା ରାଓ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ମାଓ ମୁକ୍ତ ଅଭିଯାନରେ ବଡ଼ ସଫଳତା। ଛତିଶଗଡ଼ ଜଗଦଲପୁରରେ ଆତ୍ମସମର୍ପଣ କରିଛନ୍ତି ଟପ୍ ମାଓନେତା ତଥା ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମୁଖ୍ୟ ପାପା ରାଓ। ପୁନର୍ବାସ ପାଇଁ ୧୨ ଜଣ ନକ୍ସଲ ସାଥୀଙ୍କ ସହିତ ପାପା ରାଓ ଜଗଦଲପୁର ପହଞ୍ଚିଛନ୍ତି।ପାପା ରାଓ ମାଓ

ଚିକିଟିରେ ମହିଳାଙ୍କୁ ବିବସ୍ତ୍ର କରି ନିର୍ମମ ଆକ୍ରମଣ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଗଞ୍ଜାମ ଜିଲ୍ଲାର ଚିକିଟି ନିର୍ବାଚନ ମଣ୍ଡଳୀରେ ଏମିତିଏକ ବର୍ବରୋଚିତ ଓ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି lବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଜରଡ଼ା ଥାନା ଅଧୀନରେ ଥିବା ଖାରିଆଗୁଡା ପୋଲିସ ଫାଣ୍ଡି ଅନ୍ତର୍ଗତ ତୁରିବୁଡି ପଞ୍ଚାୟତର ଜଗନ୍ନାଥପୁର ଗ୍ରାମର

ପୁଣି ଖସିଲା ସୁନା ଓ ରୁପା ମୂଲ୍ୟ

ଯୁଦ୍ଧକୁ ନେଇ ଅର୍ଥନୈତିକ ଅନିଶ୍ଚିତତା ଭିତରେ ପୁଣି ଖସିଲା ସୁନା ଓ ରୁପା ମୂଲ୍ୟ । ସୁନା ଦରରେ ୪୦ ବର୍ଷରୁ ଅଧିକ ସମୟରେ ସବୁଠାରୁ ଖରାପ ସାପ୍ତାହିକ ହ୍ରାସ ଦେଖିବାକୁ ମିଳିଛି । ବିଶ୍ୱ ବଜାରରେ ସୁନା ମୂଲ୍ୟ ହ୍ରାସ ଜାରି ରଖିଛି । ସୋମବାର ସୁନା ଦର ୩%ରୁ ଅଧିକ ଖସି ଚାରି ମାସର ନିମ୍ନତମ

SCB ମେଡିକାଲ ପୋଡ଼ି ଘଟଣାକୁ ୯ ଦିନ ବିତିଲାଣି, ତଥାପି କୌଣସି କେନ୍ଦ୍ର ମନ୍ତ୍ରୀଙ୍କ ଦେଖାନାହିଁ: ନବୀନ

SCB ମେଡିକାଲ ପୋଡ଼ି ଘଟଣାରେ ରାଜ୍ୟ ରାଜନୀତିରେ ହଇଚଇ । ଶାସକ-ବିରୋଧୀଙ୍କ ମଧ୍ୟରେ ଚାଲିଛି ଆରୋପ ଏବଂ ପ୍ରତ୍ୟୋରପର ଲଢେଇ ।ଏସବୁ ଭିତରେ ମଙ୍ଗଳବାର ଦିନ ପୁଣି ଥରେ ସରକାରୀ ଦଳକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ସେ କହିଛନ୍ତି ଯେ, SCB ମେଡିକାଲ ପୋଡ଼ି