Browsing Category
ଆଜିର ଖବର
ସହରାଞ୍ଚଳରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ କର୍ମଶାଳା
ଭୁବନେଶ୍ୱର ( ରାଜ୍ୟ କାହାଣୀ)ରାଜ୍ୟର ସହରାଞ୍ଚଳଗୁଡ଼ିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ଓଡ଼ିଶା ଅଗ୍ନିଶମ ସେବା ପକ୍ଷରୁ ଆଭାସୀ (ଭର୍ଚୁଆଲ୍) ଜରିଆରେ ମିଳିତ ଭାବେ ଏକ ଉଚ୍ଚସ୍ତରୀୟ ସଚେତନତା କର୍ମଶାଳା ଅନୁଷ୍ଠିତ!-->…
୧୦ ବର୍ଷରେ ଗୁଟଖା ନେଲାଣି ୩୧୫୭ ଜଣଙ୍କ ଜୀବନ – ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଟଖା ଓ ତମାଖୁ ସେବନ କର୍କଟ ସୃଷ୍ଟି କରି ଦ୍ରୁତ ଗତିରେ ଜୀବନ ନଷ୍ଟ କରୁଛି । ଏଥିରେ ଥିବା ବିଷାକ୍ତ ନିକୋଟିନ ଓ ରାସାୟନିକ ପଦାର୍ଥ ମୁଖ, ଗଳା ଓ ଫୁସଫୁସ କର୍କଟର ମୁଖ୍ୟ କାରଣ । ଓଡ଼ିଶାରେ ଏହାର କୁପ୍ରଭାବ ଯୁବପୀଢ଼ିଙ୍କୁ ଅଧିକ ଗ୍ରାସ କରୁଥିବାରୁ ଏହା ଏକ!-->…
ପଶ୍ଚିମ ଏସିଆ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ, ସ୍ଥିତି ଚିନ୍ତାଜନକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର ପରିସ୍ଥିତି ଚିନ୍ତାଜନକ। ଯୁଦ୍ଧକୁ ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି, ଯାହା ଭାରତ ପାଇଁ!-->…
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାର୍ଚ୍ଚ ୨୫ ଦିନ ୧୨ ଟା ୯ ରୁ ୧ ଟା ୪୫ ମଧ୍ୟରେ ରହିଛି ଶୁଭ ମୁହୁର୍ତ୍ତ। ତେବେ ରତ୍ନଭଣ୍ଡାରର ଗଣତି ମଣତି ପ୍ରକ୍ରିୟା ଯେଭଳି!-->…
ସର୍ବଦଳୀୟ ବୈଠକ ବିଫଳ । ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସର୍ବଦଳୀୟ ବୈଠକ ବିଫଳ । ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ଉପବାଚସ୍ପତି । SCB ପ୍ରସଙ୍ଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ ସଦସ୍ୟ ।ଆଜି ଦିନରେ ତିନିଥର ଗୃହକୁ ମୁଲତବୀ କରାଗଲାଣି । ଗୃହକୁ ଚଳାଇ!-->…
ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ଡ଼ାକ୍ତରଖାନା ରେ ଭର୍ତ୍ତି
ରାଜ୍ୟ କାହାଣୀ (ଭୁବନେଶ୍ଵର)କନ୍ଧ ମାଳ ଜିଲ୍ଲା ଖଜୁରିପଡା ବ୍ଲକ ଚାରୀପଡl ର ପଦ୍ମଶ୍ରୀ ପୂର୍ଣାମାସି ଯାନି ଅସୁସ୍ଥ ହୋଇପଡ଼ିଛନ୍ତି l ତାଙ୍କୁ ପ୍ରଥମେ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ଗୋଡ଼, ହାତ!-->…
ଲୁହା ରଡ୍ ଚୋରି ପାଇଁ ଯୁବକଙ୍କୁ ଚେନ୍ରେ ବାନ୍ଧି ୪ ମାସ ଧରି ନିର୍ଯାତନା, ଉଦ୍ଧାର କଲା ପୋଲିସ
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା କାଠକଟା ପଞ୍ଚାୟତ ପୁରୁଣାଘାଟି ଗାଁରୁ ଏକ ଲୋମହର୍ଷକ ନିର୍ଯାତନା ଘଟଣା ସାମ୍ନାକୁ ଆସିଛି । ସାମାନ୍ୟ ଲୁହାରଡ୍ ଚୋରି କରିଥିଲେ ବୋଲି ଏତେବଡ଼ ସଜା! ହାତଗୋଡ଼ରେ ଚେନ୍ ବାନ୍ଧି ଗୋଟିଏ ବନ୍ଦଘରେ ୪ମାସ ନିର୍ଯାତନା। ୪ଦିନରେ ଥରେ ମିଳୁଥିଲା ଖାଇବା। ଖବର!-->…
ବର୍ତ୍ତମାନ ରାଜ୍ୟରେ ୧୫ ମାଓବାଦୀ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା!-->…
ଆଜିଠାରୁ କମର୍ସିଆଲ ସଂସ୍ଥାମାନଙ୍କୁ ୪୦ ପ୍ରତିଶତ ଗ୍ୟାସ ଯୋଗାଣ ଆରମ୍ଭ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ । ପର୍ଯ୍ୟାପ୍ତ ପରିମାଣର ମହଜୁଦ ଅଛି । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପରାମର୍ଶ। ରାଜ୍ୟରେ ୧୪ ହଜାର ଘରୋଇ ଗ୍ୟାସ୍ ସିଲିଣ୍ଡର ଗଚ୍ଛିତ ରହିଛି। ହୋଟେଲ୍ମାନଙ୍କୁ ଗ୍ୟାସ୍ ଦେବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ହେଉଛି। କଳା!-->…
ଆଜିଠୁ ମହଙ୍ଗା ହେବ ଘରୋଇ ବିମାନ ଯାତ୍ରା ଭଡ଼ା
ଆଜିଠୁ ମହଙ୍ଗା ହୋଇଯିବ ଘରୋଇ ବିମାନ ଯାତ୍ରା। ବିମାନ ଭଡ଼ା ଉପରରୁ ‘କ୍ୟାପିଂ’ ହଟାଇଛନ୍ତି ସରକାର। ଆଜିଠୁ ବିମାନ ଭଡ଼ା ମୂଲ୍ୟ ସ୍ଥିର କରିବେ ବିମାନ କମ୍ପାନୀ। ଗତ ଡିସେମ୍ବର ମାସରେ ଇଣ୍ଡିଗୋ ବିମାନ ସେବାରେ ସୃଷ୍ଟି ହୋଇଥିବା ସଙ୍କଟ ଯୋଗୁଁ ଯାତ୍ରୀଙ୍କୁ ଶୋଷଣରୁ ରକ୍ଷା ପାଇଁ ସରକାର!-->…