Browsing Category
ଆଜିର ଖବର
ଥାନା ଛାତ ଉପରେ ହାଇଡ୍ରାମା, ପୋଲିସ ଆଖି ଆଗରେ ହାତ କାଟିଲେ ଯୁବକ
ଭୁବନେଶ୍ୱର (ରାଜ୍ୟକାହାଣୀ )କଟକ ମଙ୍ଗଳାବାଗ ଥାନା ପରିସରରେ ଯୁବକଙ୍କ ଅତ୍ମହତ୍ୟା ଉଦ୍ୟମ । ଥାନା ଛାତ ପରିସରରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ସମୟରେ ଅଗ୍ନିଶମ ବାହିନୀ ଦ୍ଵାରା ଯୁବକଙ୍କୁ ଉଦ୍ଧାର କରାଯାଇ ଏସ୍ସିବିରେ ଭର୍ତ୍ତି କରାଯାଇଛି । ତେବେ ଯୁବକଙ୍କ ପରିଚୟ!-->…
ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ନେଇ ସତର୍କ ସୂଚନା !
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି । ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,!-->…
୨୦୨୩ ପରଠୁ ବନ୍ଦ ଥିବା ଖଣି ନିଲାମ ପୁଣି ହେବ
ଭୁବନେଶ୍ୱର (ରାଜ୍ୟକାହାଣୀ )ନିଲାମ ହେବ ଓଡ଼ିଶାର ୩୪ଟି ଖଣି । ଲୁହାପଥର, ବକ୍ସାଇଟ୍, ଲୁହାପଥର ଓ ମାଙ୍ଗାନିଜ, ଚୂନପଥର, ମାଙ୍ଗାନିଜ, ତମ୍ବା, ଗୁରୁତ୍ବପୂର୍ଣ୍ଣ ଖଣିଜ ପଦାର୍ଥ ଖଣି ଓ ସୁନା ଖଣି ଆଦିକୁ ନିଲାମ କରାଯିବ ।ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ!-->…
ଦେବଦୂତ ସାଜିଲେ RPF କନେଷ୍ଟବଳ, ଯାତ୍ରୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇ ମାନବିକାତର ଉଦାହରଣ ସୃଷ୍ଟି କରିଛନ୍ତି ଜଣେ ଆରପିଏଫ୍ କନଷ୍ଟେବଲ । ଦେବଦୂତ ସାଜିଛନ୍ତି ଏହି ଆର୍ପିଏଫ୍ ଅଧିକାରୀ ଜଣଙ୍କ । ସେ ହେଉଛନ୍ତି କନଷ୍ଟେବଲ ଅଙ୍କୁର ଚୌଧୁରୀ ।ଆଜି ଭୋରୁ ଜଣେ ଯାତ୍ରୀ ନାଗାବଳୀ ଏକ୍ସପ୍ରେସରେ ଚଢ଼ିବା!-->…
ବିଜେଡି ୬ ବିଧାୟକଙ୍କୁ ସସପେଣ୍ଡ କଲା
ରାଜ୍ୟ କାହାଣୀ (ଭୁବନେଶ୍ଵର)ବିଜେଡି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ। ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ଵିପ୍ ଅବମାନନା କରି କ୍ରସ ଭୋଟିଂ କରିଥିବା ଛଅ ବିଧାୟକଙ୍କୁ କଲେ ସସପେଣ୍ଡ। ଛଅ ବିଧାୟକ ହେଉଛନ୍ତି ସୌରଭିକ ବିଶ୍ଵାଳ, ଦେବୀରଞ୍ଜନ ତ୍ରିପାଠୀ, ସୁବାସିନୀ ଜେନା,!-->…
ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ । ତାତିକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ବାବଦରେ ନିଷ୍ପତ୍ତି ନିଆଯିବ । ଏ ନେଇ ବୈଠକ ବସିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବୈଠକରେ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଯୋଗଦେବେ । ଏହି ବୈଠକରେ ଖରାକୁ ଦେଖି ସକାଳୁଆ!-->…
କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ,ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ
କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି । କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି ପୁସ୍ତକମେଳା ୧୦ ଦିନ ଧରି ଚାଲିବ ବୋଲି ଆୟୋଜକଙ୍କ ପକ୍ଷରୁ ଜଣାପଡିଛି । ମେଳାରେ ୧୬୫ଟି ଷ୍ଟଲ ପଡ଼ିଛି । ରାଜ୍ୟ ସଂସ୍କୃତି ବିଭାଗ, କଟକ ଜିଲ୍ଲା ପ୍ରଶାସନ, କଟକ ମହାନଗର ନିଗମ ଓ କଟକ!-->…
ଦେଶରେ ଡିଜିଟାଲ ଆରେଷ୍ଟ ଠକେଇ ବିରୋଧରେ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ
କେନ୍ଦ୍ର ସରକାର ହ୍ୱାଟ୍ସଆପ୍ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଡିଜିଟାଲ୍ ଗିରଫ ଠକେଇରେ ବ୍ୟବହୃତ ହ୍ୱାଟ୍ସଆପ୍ ଡିଭାଇସ୍ ଆଇଡି ଗୁଡ଼ିକୁ ରୋକିବା ପାଇଁ ସରକାର ସେମାନଙ୍କୁ ବ୍ଲକ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କଠୋର ଆଭିମୁଖ୍ୟ ଗ୍ରହଣ କରି, ସରକାର ସମସ୍ତ ଡିଭାଇସ୍ ଅବରୋଧ!-->…
ରାଶନ କାର୍ଡ ହିତାଧିକାରୀଙ୍କୁ ଏପ୍ରିଲରେ ମିଳିବ ୩ ମାସର ରାଶନ
ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀଙ୍କ ପାଇଁ ଖୁସି ଖବର | ଏହି ବର୍ଷ, ଏକା ସାଙ୍ଗରେ ତିନି ମାସର ରାଶନ ଯୋଗାଇ ଦିଆଯିବ। ଏହା ସିଧାସଳଖ ସେମାନଙ୍କ ଦୈନନ୍ଦିନ ଆବଶ୍ୟକତା ପାଇଁ ସରକାରୀ ରାଶନ ଉପରେ ନିର୍ଭର କରୁଥିବା ପରିବାରଗୁଡ଼ିକୁ ଲାଭ ଦେବ। ଏହା ସମୟ ବଞ୍ଚାଇବ, ବାରମ୍ବାର ଧାଡ଼ିରେ ଠିଆ!-->…
ଆଶ୍ରମ ସ୍କୁଲରେ ଅମାନୁଷିକ କାଣ୍ଡ, ପ୍ରଥମ ଶ୍ରେଣୀ ଛାତ୍ରକୁ ପଂଚମ ଶ୍ରେଣୀ ଛାତ୍ରଙ୍କ ନିର୍ଯ୍ୟାତନା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଘଟଗାଁ ଥାନା ଅନ୍ତର୍ଗତ ତୋରାଣିପୋଖରୀ ଆଶ୍ରମ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି ।ପ୍ରଥମ ଶ୍ରେଣୀର ଛାତ୍ରକୁ ପଞ୍ଚମ ଶ୍ରେଣୀର କିଛି ପିଲାମାନେ ଅମାନୁଷିକ ଭାବେ ପୋଡି ଦେଇଛନ୍ତି। ପିଲାର ଆଖି, ଗୁପ୍ତାଙ୍କ ଓ ଶରୀରର ବିଭିନ୍ନ ସ୍ଥାନକୁ ପୋଡିଦିଆ ଯାଇଛି । ପିଲାଟିକୁ!-->…