Browsing Category

ଆଜିର ଖବର

କଳିଙ୍ଗରେ ବୌଦ୍ଧ ଧର୍ମର ପ୍ରସାରକଳିଙ୍ଗରେ ଅଶୋକଙ୍କ ଶାସନ

କଳିଙ୍ଗ ଯୁଦ୍ଧ ପରେ ତତ୍କ୍ଷଣାତ୍ କଳିଙ୍ଗ ମୌର୍ଯ୍ୟ ସାମ୍ରାଜ୍ୟର ଅନ୍ତର୍ଭୁକ୍ତ ହେବା ସହ ଗୋଟିଏ ନୂତନ ତଥା ସ୍ୱତନ୍ତ୍ର ପ୍ରଦେଶରେ ପରିଣତ ହେଲା ଏବଂ ରାଜବଂଶୀୟ କୁମାର (ରାଜପୁତ୍ର)ଙ୍କ ଉପ-ରାଜତ୍ୱ ଅଧୀନରେ ରହିଲା। ଏହାର ମୁଖ୍ୟ ଦପ୍ତର ତୋଷାଳୀଠାରେ ପ୍ରତିଷ୍ଠା ହେଲା। କଳିଙ୍ଗର ପରାଜୟ ପରେ

ଆମେରିକା-ଇରାନ ଯୁଦ୍ଧର ପ୍ରଭାବ; ସବୁ ଜିନିଷ ଦାମ ବୃଦ୍ଧି ଯୋଗୁ ସାଧାରଣ ଖାଉଟି ଏବେ ଚିନ୍ତାରେ

କୋଭିଡ ମହାମାରୀ, ରୁଷ ୟୁକ୍ରେନ ଯୁଦ୍ଧ ଏହା ପରେ ଟ୍ରମ୍ପଙ୍କ ଟାରିଫ ମାଡ । ଏହାର ପ୍ରଭାବ ବିଶ୍ୱ ଅର୍ଥନୀତି ଉପରୁ ଶେଷ ହୋଇ ନ ଥିବା ବେଳେ ପୁଣି ସଙ୍କଟ ସୃଷ୍ଟି କରିଛି ଆମେରିକା-ଇରାନ ଯୁଦ୍ଧ । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶର ପେଟ୍ରୋଲଡିଜେଲ, ଏଲ୍ପିଜି, ସାର, ପେଟ୍ରୋକେମିକାଲ୍ସ, ବିମାନ

ଘର ଆଗରେ ହଙ୍ଗାମା ଘଟଣାରେ ବର୍ଷିଲେ ପ୍ରତାପ : ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେଡି ନେତା ପ୍ରତାପ ଜେନାଙ୍କ ଘର ଆଗରେ ହଙ୍ଗାମା। ରାତି ଅଧରେ ୧୫ ରୁ ୨୦ ଜଣ ଯୁବକ ତାଙ୍କ ଘର ଆଗରେ ହୋହାଲ୍ଲା କରିବା ସହ ସିକ୍ୟୁରିଟି ଗାର୍ଡଙ୍କୁ ମାରପିଟ୍ କରିଥିଲେ। ଏହା ସହ ମୁଣ୍ଡରେ ବନ୍ଧୁକ ଲଗାଇ ଧମକ ଚମକ ଦେଇଥିଲେ।ଘର କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ

ଆଜି ଠାରୁ ଆରମ୍ଭ ହେବ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍ଆ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜିଠୁ ଟ୍ରାଫିକ ନିୟମ ଉଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା ଆକ୍ସନ। ଆଜି ଠାରୁ ଆରମ୍ଭ ହେବ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍। ଓଡ଼ିଶା ପରିବହନ ବିଭାଗ ଏବଂ ପୁଲିସ ମିଳିତ ଭାବେ ଏହି ସ୍ପେଶାଲ ଡ୍ରାଇଭ୍ କରିବେ।ଓଭରସ୍ପିଡିଂ, ଡ୍ରଙ୍କ ଆଣ୍ଡ ଡ୍ରାଇଭ, ହେଲମେଟ୍ ନ

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ

ରାଜ୍ୟକାହାଣୀ ( ଭୁବନେଶ୍ୱର )ପଖାଳ କେବଳ ଏକ ଆହାର ନୁହେଁ, ବରଂ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା।ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି

ମାର୍ଚ୍ଚ ଶେଷ ସପ୍ତାହରେ କାଳବୈଶାଖୀ ନେଇ ଆଲର୍ଟ

ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ୟାନମ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର,

ଆଜି ପବିତ୍ର ଇଦ୍ ଉଲ ଫିତର

ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍‌ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନରେ ୬ ବିଜେଡି ବିଧାୟକ କ୍ରସ ଭୋଟିଂ କରିଥିଲେ। ଦଳୀୟ ହ୍ବିପ୍ ନମାନି ଏହି ବିଧାୟକମାନେ କ୍ରସ ଭୋଟିଂ କରଥିବାରୁ ଏହାକୁ ସହଜରେ ଗ୍ରହଣ କରିପାରିନଥିଲା ବିଜେଡି। ଏମିତିରେ ସୋ କଜ୍ ନୋଟିସ ଜାରି କରିଥିଲା ଦଳ। ଯାହାର ଉତ୍ତର ରଖିଛନ୍ତି

ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ ନେଇ ଏକ ନୀତି ପ୍ରଣୟନ ସମ୍ପର୍କରେ ବୈଠକ

ଭୁବନେଶ୍ୱର,( ରାଜ୍ୟ କାହାଣୀ)ସହରାଞ୍ଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସ୍ୱଚ୍ଛ ଶକ୍ତି ବ୍ୟବହାରକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ ନେଇ ଏକ ନୀତି ପ୍ରଣୟନ

ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିୟମିତ ହେଲେ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ