Browsing Category
ଆଜିର ଖବର
୧୧ଟି ଦେଶକୁ ବିମାନ ଯାତ୍ରା କରନାହିଁ: DGCAର ଆଡଭାଇଜରି
ମଧ୍ୟପ୍ରାଚ୍ୟରେ ଅଶାନ୍ତ ସ୍ଥିତି ମଧ୍ୟରେ ବିମାନ ସେବା ବହୁଳ ଭାବେ ପ୍ରଭାବିତ ହୋଇଛି । ଏହା ସହିତ ବିଭିନ୍ନ ମଧ୍ୟପ୍ରାଚ୍ୟ ଦେଶଗୁଡିକରେ ଇରାନର ଆକ୍ରମଣ ଯୋଗୁଁ ବିମାନ ସେବା ଜାରି ରଖିବା କଷ୍ଟକର ହୋଇପଡିଛି । ଏନେଇ ଡାଇରେକ୍ଟୋରେଟ୍ ଜେନେରାଲ ଅଫ୍ ସିଭିଲ ଆଭିଏସନ୍ ବା DGCA ପକ୍ଷରୁ!-->…
ଆଜି ମାର୍ଚ୍ଚ 20, ବିଶ୍ବ ପଖାଳ ଦିବସ । ଭୁବନେଶ୍ବରରେ ପଖାଳରେ ବିଶ୍ବ ରେକର୍ଡ ପାଇଁ ପ୍ରଚେଷ୍ଟା
ରାଜ୍ୟକାହାଣୀ ( ଭୁବନେଶ୍ୱର )ପଖାଳ ପର୍ବ ଉପଲକ୍ଷେ ପାନ୍ଥ ନିବାସରେ କରାଯାଇଛି ଭବ୍ୟ ଆୟୋଜନ । ପ୍ରଥମ ଥର ପାଇଁ ଗୋଟିଏ ପାତ୍ରରେ ୮୦୦-୮୫୦ କିଲୋର ପଖାଳ ପ୍ରସ୍ତୁତ କରି ବିଶ୍ୱ ରେକର୍ଡ ପାଇଁ ଚେଷ୍ଟା କରାଯିବ । ଏଥିସହ ଆମିଷ ଓ ନିରାମିଷର ୩୬୫ ପ୍ରକାର ବ୍ୟଞ୍ଜନ ମଧ୍ୟ ପ୍ରସ୍ତୁତ ହେବ । ଏହି!-->…
ଆଜି ପଖାଳ ଦିବସ । ସବୁଠି ଜମିବ ପଖାଳର ଆସର
ପଖାଳ ! ଓଡ଼ିଆ ଜୀବନରେ ଏହା କେବଳ ଏକ ଖାଦ୍ୟ ନୁହେଁ, ଏହା ଏକ ଭାବନା, ଏକ ପରିଚୟ ଓ ଏକ ଆବେଗ । ପଖାଳକୁ ଓଡ଼ିଆ ଜାତିର ଆତ୍ମାର ସ୍ୱାଦ ମଧ୍ୟ କୁହାଯାଏ । ଏପରିକି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ମଧ୍ୟ ପଖାଳ ଭୋଗ ଲାଗେ, ଯାହା ଏହାର ସାମ୍ପ୍ରଦାୟିକ ଓ ଧାର୍ମିକ!-->…
SIR କାର୍ଯ୍ୟରେ ଅବହେଳା;ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଫେଜ୍-୨ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସସ୍ପେଣ୍ଡ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ପାଇଁ ଗୁରୁବାର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ନେଇଛନ୍ତି। ସେ ସରକାରୀ ଉଚ୍ଚ ବିଦ୍ୟାଳୟ,!-->…
ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ!-->…
ଆଜି ହିନ୍ଦୁ ନବବର୍ଷ, ବିକ୍ରମ ସମ୍ୱତ୍ ୨୦୮୩ ଆରମ୍ଭ
ଆଜି ହିନ୍ଦୁ ନବବର୍ଷ। ଜାନୁଆରୀ ୧ ନୁହେଁ, ଆମର ନୂତନ ବର୍ଷ ଆରମ୍ଭ ହୁଏ ବିଜ୍ଞାନ ଓ ସଂସ୍କୃତି ସହ । ୨୦୨୬ ନୁହେଁ… ଆମେ ପ୍ରବେଶ କରିଛୁ ୨୦୮୩ ବିକ୍ରମ ସମ୍ବତରେ । ହିନ୍ଦୁ ନବବର୍ଷ କେବଳ ତାରିଖ ନୁହେଁ, ଏହା ହେଉଛି ବିଜ୍ଞାନର ଅଦ୍ଭୁତ ଗଣନା । ବିଶ୍ୱର ସବୁଠାରୁ ସଠିକ କ୍ୟାଲେଣ୍ଡର, ଆମର!-->…
ସର୍ବାଦଳୀୟ ବୈଠକ ଫେଲ୍, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ବିରୋଧୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଏସସିବି ଅଗ୍ନିକାଣ୍ଡ ଯୋଗୁଁ ରାଜ୍ୟ ରାଜନୀତି ସରଗରମ। ଉଠୁଛି ପଡ଼ୁଛି ବିଧାନସଭା। ବିରୋଧୀଙ୍କ ହଟ୍ଟଗୋଳରେ ଚାଲି ପାରୁନି ଗୃହ। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ। ମନ୍ତ୍ରୀ ଇସ୍ତଫା ନଦେଲେ ଯାଏଁ ଗୃହ ଚଲାଇ ଦେବେନି ବୋଲି ଚରମବାଣୀ!-->…
ଡାଲମାରୁ ବାହାରିଲା ମଲା ସାପ । ବିଷାକ୍ତ ସାପ ଡାଲମା ଖାଇ ୪୦ ଅସୁସ୍ଥ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଭାଗବତ ସପ୍ତାହରେ ଚାଲିଥିଲା ଭୋଜିଭାତ, ଆଉ ଏପଟେ ଡାଲମାରେ ପଡ଼ିଯାଇଥିଲା ବିଷାକ୍ତ ସାପ, ଆଉ ଏହି ବିଷାକ୍ତ ସାପ ମିଶା ଡାଲମା ଖାଇ ୪୦ ରୁ ଅଧିକ ଲୋକ ଏବେ ମେଡିକାଲରେ ପଡ଼ିଛନ୍ତି ।ସୂଚନା ଥାଉକି, କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ମୁ୍ୟନିସିପାଲିଟିର ୧୦ ନଂ!-->…
CPET ପରୀକ୍ଷା ପାଇଁ ମାର୍ଚ୍ଚ ୨୨ ଯାଏ କରିପାରିବେ ଆବେଦନ
ରାଜ୍ୟକାହାଣୀ ( ଭୁବନେଶ୍ୱର )Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମାକୁ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ!-->…
SCB ଅଗ୍ନିକାଣ୍ଡ ଘଟଣା, ତଳିଆ କର୍ମଚାରୀଙ୍କୁ ହଟାଇ ଖସିଯିବାକୁ ଚେଷ୍ଟା କରୁଛି ସରକାର :ସଂତୃପ୍ତ ମିଶ୍ର
ରାଜ୍ୟକାହାଣୀ ( ଭୁବନେଶ୍ୱର )ଏସସିବି ମେଡିକାଲ ପରିଚାଳନାର ଉତ୍ତର ଦାୟିତ୍ୱ କାହାର ? ଏ ପ୍ରଶ୍ନ କରିଛନ୍ତି ନବ ନିର୍ବାଚିତ ସାଂସଦ ଡଃ ସଂତୃପ୍ତ ମିଶ୍ର । ସେ କହିଛନ୍ତି କେବଳ କିଛି ତଳିଆ କର୍ମଚାରୀ ଅବା ଅଧିକାରୀଙ୍କୁ ସସ୍ପେଣ୍ଡ କରି ସରକାର ନିଜ ମୁଣ୍ଡରୁ ଦାୟିତ୍ୱ ହଟାଇ ପାରିବେ ନାହିଁ |!-->…