Browsing Category

ଆଜିର ଖବର

ଶସ୍ତା ହେଉଛି ସୁନା ଓ ରୂପା ଦାମ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୭୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୬୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୭୫୦

ଆଜିଠୁ ସବଜେକ୍ଟିଭ୍ ଖାତା ଦେଖୁଛନ୍ତି ନୀରିକ୍ଷକ। ସୁରୁଖୁରୁରେ ଚାଲିଛି ମୂଲ୍ୟାୟନ: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆଜିଠୁ ଆରମ୍ଭ ହୋଇଛି । ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ।୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା

ଇରାନର ଗ୍ୟାସ୍ ଭଣ୍ଡାର ଉପରେ ଇସ୍ରାଏଲର ଆକ୍ରମଣ: ଆମେରିକାର ହାତ ନାହିଁ କହିଲେ ଟ୍ରମ୍ପ

ଇରାନର ସର୍ବବୃହତ ଦକ୍ଷିଣ ପାର୍ସ ଗ୍ୟାସ୍ ଫିଲ୍ଡ ଉପରେ ସମ୍ପ୍ରତି ଆକ୍ରମଣ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି କରିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ ଆମେରିକା ଏହି ଆକ୍ରମଣରେ ସାମିଲ ନଥିଲା। ଏପରି କହି ଟ୍ରମ୍ପ ଆକ୍ରମଣରୁ ନିଜକୁ ଅଲଗା କରି

ଅଧିକ କାଙ୍କଡ ଅମଳକ୍ଷମ ରାଜ୍ୟ ହିସାବରେ ଚତୁର୍ଥ ସ୍ଥାନ ଓଡିଶା।

ରାଜ୍ୟ କାହାଣୀ (ଭୁବନେଶ୍ଵର)ପରିବା ମାନଙ୍କ ମଧ୍ୟରେ କାଙ୍କଡ ହେଉଛି ଅନ୍ୟତମ। ଏହି ପରିବାଟି ଦେଶୀ ପରିବା ଅଟେ।ଯାହା କି ବର୍ଷାଦିନେ ଏହି କାଙ୍କଡ ପରିବାଟି ଆମ ରାଜ୍ୟର ପ୍ରତ୍ୟେକ ପାହାଡିଆ ଜଙ୍ଗଲ ଅଞ୍ଚଳ ରେ ଫଳିଥାଏ । ଏହା ଲତା ଯାତିୟ ଗଛ ଅଟେ। ଏବେ ମଧ୍ୟ କେହି କେହି ଚାଷୀ ଏହାର ଚାଷ ମଧ୍ୟ

ଏସସିବି ସମ୍ପ୍ରସାରଣ କାର୍ଯ୍ୟ ବୁଲି ସମୀକ୍ଷା କରିଛନ୍ତି ଓଡ଼ିଶାର ପୂର୍ତ୍ତ ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଏମ୍ସ ପ୍ଲସ ଢାଞ୍ଚାରେ ନିର୍ମାଣ ହେଉଥିବା ଏସସିବି ସମ୍ପ୍ରସାରଣ କାର୍ଯ୍ୟ ବୁଲି ସମୀକ୍ଷା କରିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତବର୍ଷ ଜୁନ ୩୦ ସୁଦ୍ଧା ଏହି କୋଠା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ । ଚଳିତ ମାସରେ ନିର୍ମାଣ କାର୍ଯ୍ୟ ଶେଷ ହେବ

ଚୀନ ଯାଉଥିଲା ଋଷର ତୈଳବାହୀ ଜାହାଜ, ମଝି ସମୁଦ୍ରରେ କାହିଁକି ହେଲା ଭାରତ ମୁହାଁ ?

ଚୀନ ଅଭିମୁଖେ ଯାତ୍ରା କରୁଥିବା ରୁଷ୍‌ର ଏକ ତୈଳ ବୋଝେଇ ଦକ୍ଷିଣ ଚୀନ ସାଗରରେ ହଠାତ୍‌ ଗତିପଥ ପରିବର୍ତ୍ତନ କରି ଭାରତ ଆଡକୁ ମୁହାଁଇଥିବା ଜଣାପଡିଛି। ଏହି ଟ୍ୟାଙ୍କରଟି ଆସନ୍ତା ୨୧ରେ କର୍ଣ୍ଣାଟକର ମାଙ୍ଗାଲୋର ବନ୍ଦରରେ ପହଞ୍ଚିବ ବୋଲି କୁହାଯାଇଛି।ଏହି ସିପ୍‌ରେ 'ୟୁରାଲ' ତୈଳ ଆସୁଛି ।

ଇଦୁଲ ଫିତର, ରାମ ନବମୀରେ ଛୁଟି ନାହିଁ, ଆଜିଠୁ ମାଟ୍ରିକ୍ ଖାତା ଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି । ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍‌ସି)ଓ ସଂସ୍କୃତ ମଧ୍ୟମା ଖାତା ଦେଖା

ଏସିଆନ ଗେମ୍ସରେ ଭାରତର ପ୍ରତିନିଧିତ୍ୱ କରିବେ କନଷ୍ଟେବଳ ରଶ୍ମିତା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶା ପୋଲିସର କନଷ୍ଟେବଳ ରଶ୍ମିତା ସାହୁ ଜଣେ ସଫଳ କ୍ରୀଡ଼ାବିତ୍ ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ଏସିଆନ୍ ଗେମ୍ସରେ ଦେଶ ପାଇଁ ପଦକ ଜିତିବା ଲକ୍ଷ୍ୟରେ ସେ ଉତ୍ତରାଖଣ୍ଡର ଟିହରି ପାହାଡ଼ି ଅଞ୍ଚଳରେ ଦିନରାତି କଠିନ ଅଭ୍ୟାସ ଜାରି

ରମେଶଙ୍କ ବିସ୍ଫୋରଣ, ଶୀଘ୍ର ବନ୍ଦ ହେବ କଂଗ୍ରେସ ଅଫିସ

କ୍ରସ ଭୋଟିଂ ନେଇ ବର୍ଷିଲେ କଂଗ୍ରେସ ବିଧାୟକ ରମେଶ ଜେନା । ୨୪ ବର୍ଷ ଧରି ବିଜେଡି ହଇରାଣ କରିଥିଲା, ପ୍ରତିଶୋଧ ନେଇଛି । ମୋ ପ୍ରତି, ପରିବାର ପ୍ରତି ନିର୍ବାଚନ ମଣ୍ଡଳୀ ପ୍ରତି ଅନ୍ୟାୟ କରିଥିଲେ । ସୁଯୋଗକୁ ଅପେକ୍ଷା କରିଥିଲି , ପ୍ରତିଶୋଧ ନେଲି । ମୋ ମାଆ ବାପଙ୍କ ସ୍ୱାଭିମାନ ଓ ସମ୍ମାନ

ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜଧାନୀ ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ ଅଗ୍ରଗତି ନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ଏହି ଅବସରରେ