Browsing Category

ଆଜିର ଖବର

ରମେଶଙ୍କ ବିସ୍ଫୋରଣ, ଶୀଘ୍ର ବନ୍ଦ ହେବ କଂଗ୍ରେସ ଅଫିସ

କ୍ରସ ଭୋଟିଂ ନେଇ ବର୍ଷିଲେ କଂଗ୍ରେସ ବିଧାୟକ ରମେଶ ଜେନା । ୨୪ ବର୍ଷ ଧରି ବିଜେଡି ହଇରାଣ କରିଥିଲା, ପ୍ରତିଶୋଧ ନେଇଛି । ମୋ ପ୍ରତି, ପରିବାର ପ୍ରତି ନିର୍ବାଚନ ମଣ୍ଡଳୀ ପ୍ରତି ଅନ୍ୟାୟ କରିଥିଲେ । ସୁଯୋଗକୁ ଅପେକ୍ଷା କରିଥିଲି , ପ୍ରତିଶୋଧ ନେଲି । ମୋ ମାଆ ବାପଙ୍କ ସ୍ୱାଭିମାନ ଓ ସମ୍ମାନ

ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜଧାନୀ ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ ଅଗ୍ରଗତି ନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ଏହି ଅବସରରେ

ଯୁଦ୍ଧଗ୍ରସ୍ତ ଇରାନକୁ ମେଡିକାଲ ଉପକରଣ ପଠାଇଲା ଭାରତ

ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି।ହେରାନରେ ମେଡିକାଲ ଉପକରଣ ପହଞ୍ଚିଥିବା ନେଇ ଭାରତୀୟ ଦୂତାବାସ ସ୍ପଷ୍ଟ କରିଛି । ଭାରତରେ ଥିବା ଇରାନ୍ ଦୂତାବାସ ଭାରତର ଏହି ପଦକ୍ଷେପକୁ ପ୍ରଶଂସା କରିଛି । ଭାରତୀୟଙ୍କୁ ସାଧୁବାଦ

ବୃଦ୍ଧଙ୍କୁ ବସ୍ତାରେ ଭରି କୋରିଅର କରିଦେଲେ ପରିବାର, କୋରିଅର ଖୋଲିବାରୁ ମିଳିଲେ ଜୀବିତ

କର୍ଣ୍ଣାଟକର ବେଙ୍ଗାଲୁରୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଦର୍ଶାଉଛି ଯେ, ଲୋକମାନେ ସୋସିଆଲ ମିଡିଆରେ ଭ୍ୟୁ ଏବଂ ଲାଇକ୍ ପାଇଁ କେତେ ବ୍ୟାକୁଳ ।ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ଜଣେ ବୃଦ୍ଧ ବ୍ୟକ୍ତିଙ୍କୁ ଏକ ବସ୍ତା ଭିତରେ ଭର୍ତ୍ତି କରି କୋରିଅର ଅଫିସକୁ ନେଇ

କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କଲା ସ୍ୱାମୀ

ବାଲେଶ୍ଵର ପରିବାର ଅଦାଲତ ନିକଟରେ ହାଇଡ୍ରାମା । କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କରିଦେଲା ନିର୍ଦ୍ଦୟ ସ୍ୱାମୀ । ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ ମାଡ଼ ଖାଇ ମେଡିକାଲ ଯାଇଛନ୍ତି ସ୍ତ୍ରୀ। ଅନ୍ୟପକ୍ଷରେ

କିରୋସିନି ଢାଳି ଜିଅନ୍ତା ଜଳିଗଲେ ଜଣେ ମହିଳା

ପପିଲି ବଳଙ୍ଗା ଥାନା କେତକୀପାଟଣା ପଞ୍ଚାୟତ ଦୁବପାଟଣା ଗାଁରେ ଜିଅନ୍ତା ଜଳିଗଲେ ଜଣେ ମହିଳା । କିରୋସିନି ନିଆଁରେ ପୋଡି ହୋଇ ମହିଳା ଜଣକ ଜୀବନ ହାରିଥିବା କୁହାଯାଉଛି । ସୂଚନା ପାଇ ପିପିଲି ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ପାରିପାର୍ଶ୍ଵିକ ସ୍ଥିତିରୁ ନିଜେ

ନୋରାଙ୍କ ‘ସର୍‌କେ ଚୁନର୍’ ବିବାଦ, ସମାଲୋଚନା ପରେ YouTubeରୁ ହଟିଲା ଗୀତ

ଅପ୍‌କମିଙ୍ଗ ବଲିଉଡ୍ ଫିଲ୍ମ ‘କେଡି: ଦ ଡେଭିଲ୍’ର ଗୀତ ‘ସର୍‌କେ ଚୁନର୍ ତେରୀ ସର୍‌କେ’କୁ ନେଇ ବିବାଦ ତେଜିଛି । ଗୀତରେ ନୋରା ଫତେହି ଓ ସଞ୍ଜୟ ଦତ୍ତ ଅଭିନୟ କରିଛନ୍ତି । ବ୍ୟାପକ ବିରୋଧ ଓ ସମାଲୋଚନା ପରେ ନିର୍ମାତା ଏହାର ହିନ୍ଦୀ ଭର୍ସନକୁ YouTubeରୁ ଆନୁଷ୍ଠାନିକ ଭାବେ ହଟାଇ ଦେଇଛନ୍ତି

ଟ୍ରଷ୍ଟ ଗଠନ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, ବିରୋଧୀଙ୍କୁ ଦେଲେ ଜବାବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ । ‘ବିଜୁ ବାବୁ ଚାରିଟେବୁଲ କାମ ପାଇଁ ଜଣାଶୁଣା ଥିଲେ’ । ମୋ ଭାଇ ଭଉଣୀ ମୋତେ ଆନନ୍ଦ ଭବନ ଦାନ କରିଛନ୍ତି। ବେକ ଅପରେସନ ପାଇଁ ବମ୍ବେ ଦିଲ୍ଲୀ ଯାଇଥିଲି। ଓକିଲ ଏବଂ ଚଟାର୍ଡ ଆକାଉଣ୍ଟାଣ୍ଟଙ୍କ ସହ

ବିଜେବି କଲେଜ ହଷ୍ଟେଲରେ ଅନ୍ତେବାସୀ ଗଣ୍ଡଗୋଳର ତଦନ୍ତ କରିବ କମିଟି,୨୪ ଘଣ୍ଟାରେ ରିପୋର୍ଟ ଦେବ ଟିମ୍

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେବି କଲେଜ ହଷ୍ଟେଲରେ ଛାତ୍ର ଗଣ୍ଡଗୋଳ ଘଟଣାରେ ଗଠନ ହେଲା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ରେସିଡେନ୍ସି କମିଟି ବୈଠକ ସରିବା ପରେ ଏନେଇ ସୂଚନା ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ଗଠନ ହୋଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ୨୪ ଘଣ୍ଟା ଭିତରେ କଲେଜ ଅଧ୍ୟକ୍ଷକଙ୍କୁ

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର: ୬୦% ସିଟ୍ ପାଇଁ ଅତିରିକ୍ତ ଦେୟ ନାହିଁ

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ୬୦% ସିଟ୍ ମିଳିବ ମାଗଣା । ସିଟ୍ ପାଇଁ ଦେବାକୁ ପଡ଼ିବନି ଅଲଗା ଟଙ୍କା। ଅର୍ଥାତ୍ ସିଟ୍ ଚୟନ ପାଇଁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏହା ବ୍ୟତୀତ, ଏକାଠି ଟିକେଟ୍ ବୁକ୍ କରୁଥିବା ପରିବାରଗୁଡ଼ିକ ବିମାନରେ ପରସ୍ପର ପାଖରେ