Browsing Category
ଆଜିର ଖବର
ବିଜେବି କଲେଜ ହଷ୍ଟେଲରେ ଅନ୍ତେବାସୀ ଗଣ୍ଡଗୋଳର ତଦନ୍ତ କରିବ କମିଟି,୨୪ ଘଣ୍ଟାରେ ରିପୋର୍ଟ ଦେବ ଟିମ୍
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେବି କଲେଜ ହଷ୍ଟେଲରେ ଛାତ୍ର ଗଣ୍ଡଗୋଳ ଘଟଣାରେ ଗଠନ ହେଲା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ରେସିଡେନ୍ସି କମିଟି ବୈଠକ ସରିବା ପରେ ଏନେଇ ସୂଚନା ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ଗଠନ ହୋଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ୨୪ ଘଣ୍ଟା ଭିତରେ କଲେଜ ଅଧ୍ୟକ୍ଷକଙ୍କୁ!-->…
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର: ୬୦% ସିଟ୍ ପାଇଁ ଅତିରିକ୍ତ ଦେୟ ନାହିଁ
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ୬୦% ସିଟ୍ ମିଳିବ ମାଗଣା । ସିଟ୍ ପାଇଁ ଦେବାକୁ ପଡ଼ିବନି ଅଲଗା ଟଙ୍କା। ଅର୍ଥାତ୍ ସିଟ୍ ଚୟନ ପାଇଁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏହା ବ୍ୟତୀତ, ଏକାଠି ଟିକେଟ୍ ବୁକ୍ କରୁଥିବା ପରିବାରଗୁଡ଼ିକ ବିମାନରେ ପରସ୍ପର ପାଖରେ!-->…
ରାଜ୍ୟସଭା ନିର୍ବାଚନରେ ଘୋଡାବେପାର !ବର୍ଷିଛନ୍ତି ବିଜେଡି ବିଧାୟକ ଅଶ୍ୱୀନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନରେ ଘୋଡାବେପାରକୁ ନେଇ ତେଜିଛି ରାଜନୀତି । ଏହି ପରିପ୍ରେକ୍ଷୀରେ ବର୍ଷିଛନ୍ତି ବିଜେଡି ବିଧାୟକ ଅଶ୍ୱୀନ ପାତ୍ର ।। କ୍ରସ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର । ଦଳର ନୀତି, ଆଦର୍ଶ ରହିଛି । ଏହା ବିରୋଧରେ ଗଲେ ଦଳ!-->…
ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନି
ରାଜ୍ୟକାହାଣୀ ( ଭୁବନେଶ୍ୱର )ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ।ବିଧାନସଭା ଆରମ୍ଭରୁ!-->…
ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍ ଡେଲିଭରି ସେବା ଆରମ୍ଭ
ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନୂଆଦିଲ୍ଲୀରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ବଡ଼ କଥା ହେଲା ଏହି ସର୍ଭିସରେ ଡାକ ବିଭାଗରୁ ଆପଣଙ୍କୁ ଲିଖିତ!-->…
ନନ୍ଦନକାନନରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଆସିବେ ୧୮ ଜୀବଜନ୍ତୁ
ରାଜ୍ୟକାହାଣୀ ( ଭୁବନେଶ୍ୱର )ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଁ ଖୁସି ଖବର । ପ୍ରାଣୀଉଦ୍ୟାନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଏକ ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ ଜନ୍ମ ନେଇଛି । ଚଳିତ ମାସ ୧୧ ତାରିଖରେ ଅଣ୍ଡାରୁ ଛୁଆଟି ସଫଳତାର ସହ ଫୁଟି ବାହାରିଥିଲା । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ!-->…
ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଗୁରୁ ଦାୟିତ୍ୱ । ଜନଗଣନା ପୂର୍ବରୁ ଦାୟିତ୍ୱ ଦେଇଦେଲେ କେନ୍ଦ୍ର ସରକାର । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଦେଶରେ!-->…
୧୯ରୁ ମାଟ୍ରିକ୍ ଖାତାଦେଖା,ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ
ରାଜ୍ୟକାହାଣୀ ( ଭୁବନେଶ୍ୱର )ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ!-->…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ
ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ!-->…
ରାଜ୍ୟରେ କାଳବୈଶାଖୀ ଆଲର୍ଟ। ୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା
ରାଜ୍ୟକାହାଣୀ ( ଭୁବନେଶ୍ୱର )କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା,!-->…