Browsing Category

ଆଜିର ଖବର

୧୯ରୁ ମାଟ୍ରିକ୍ ଖାତାଦେଖା,ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ

ରାଜ୍ୟକାହାଣୀ ( ଭୁବନେଶ୍ୱର )ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ

ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ

ରାଜ୍ୟରେ କାଳବୈଶାଖୀ ଆଲର୍ଟ। ୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା

ରାଜ୍ୟକାହାଣୀ ( ଭୁବନେଶ୍ୱର )କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା,

ଗ୍ରୀଷ୍ମ ପ୍ରବାହ ମୁକାବିଲା ନିମନ୍ତେ ପୌରାଞ୍ଚଳ ଗୁଡିକ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମାର୍ଗ ଦର୍ଶିକା

ଭୁବନେଶ୍ୱର ( ରାଜ୍ୟ କାହାଣୀ) ଅସାଧାରଣ ବର୍ଷା ଏବଂ ଅନିୟମିତ ଜଳବାୟୁ ଯୋଗୁଁ ଗ୍ରୀଷ୍ମ ଋତୁରେ ତାପମାତ୍ରା ଅସ୍ୱାଭାବିକ ଭାବରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଏହା ବ୍ୟତୀତ, ବଡ ବଡ କୋଠା ,ପ୍ରଶସ୍ତ ରାସ୍ତା ଏବଂ ସୌରତାପ ଶକ୍ତି ଶୋଷଣ କରୁଥିବା ଭିତ୍ତିଭୂମି ଯୋଗୁଁ

ଭୁବନେଶ୍ୱରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ସୁପ୍ରିମକୋର୍ଟ କହିଛନ୍ତି ଯେ ତିନି ମାସରୁ ଅଧିକ ବୟସର ଶିଶୁ ଗ୍ରହଣ କରୁଥିବା ଜଣେ ମହିଳାଙ୍କୁ ମ୍ୟାଟରନିଟି ଲିଭ୍ ମନା

ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମସି, ଏଥର ନନ୍ଦିଗ୍ରାମରୁ ଲଢ଼ିବେନି ମମତା

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଲାଗିରହିଛି । ଏପ୍ରିଲ ୨୩ ଏବଂ ଏପ୍ରିଲ୍‌ ୨୯ରେ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୪ରେ ଫଳାଫଳ ପ୍ରକାଶ ପାଇବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି ।ତେବେ ତୃଣମୂଳ କଂଗ୍ରେସ

ଗତ ୨୦ ମାସ ମଧ୍ୟରେ ମରିଛନ୍ତି ୧୫୪ ହାତୀ -ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ବିଗତ ୨୦ ମାସରେ ୧୫୪ ହାତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେଥିମଧ୍ୟରୁ ୧୫ଟି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ୨୩ଟି ଶିକାରୀଙ୍କ ଶିକାର ସାଜିଛନ୍ତି

ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ମୋକିମ୍‌ଙ୍କ ଆହ୍ଵାନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି।

ଏଲପିଜି ପାଇଁ ଇ- କେୱାଇସି ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ

ଏଲପିଜି ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ସ୍ପଷ୍ଟୀକରଣ । ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ । କେବଳ ଅନଧିକୃତ ଏଲପିଜି ବ୍ୟବହାରକାରୀଙ୍କ ପାଇଁ ଇ- କେୱାଇସି ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ ଇ- କେୱାଇସି କରିବା ନାହିଁ । ଯେଉଁ ଏଲପିଜି ଉପଭୋକ୍ତା ଇ-