Browsing Category
ଆଜିର ଖବର
ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।ଦେବଦୂତ ଭଳି ମେଡିକାଲ କର୍ମଚାରୀ ମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ କରିଥିଲେ। ୧୧ଜଣ ହସ୍ପିଟାଲ କର୍ମଚାରୀ!-->…
SCB ଅଗ୍ନିକାଣ୍ଡ ଘଟଣାରେ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି
ରାଜ୍ୟକାହାଣୀ ( ଭୁବନେଶ୍ୱର )SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ!-->…
ବିଜେଡିର ପ୍ରେସ୍ମିଟ୍ ; ଟଙ୍କା ନେଇ ବିକ୍ରି ହୋଇଗଲେ ନେତା । ଚାଲିଥିଲା ଘୋଡ଼ା ବେପାର
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନକୁ ନେଇ ବିଜେଡିର ପ୍ରେସ୍ମିଟ୍ । କହିଲେ , ଟଙ୍କା ନେଇ କ୍ରସ୍ ଭୋଟିଂ କରିଛନ୍ତି ବିଜେଡିର କିଛି ବିଧାୟକ । ଚାଲିଥିଲା ଘୋଡ଼ା ବେପାର । ନିର୍ବାଚନ ମଣ୍ଡଳିରେ ସେଭଳି ନେତାଙ୍କୁ ଘୋର ବିରୋଧ କରିବାକୁ ବିଜେଡିର ଅପିଲ୍ । ଲୋକ ଲଜ୍ଜାରୁ!-->…
ବିଧାନସଭାରେ ଥମୁନି SCB ତାତି ।ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି!-->…
କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ
ରାଜ୍ୟକାହାଣୀ ( ଭୁବନେଶ୍ୱର )କଂଗ୍ରେସର ବଡ କାର୍ଯ୍ୟାନୁଷ୍ଠାନ। କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ!-->…
ମାର୍ଚ୍ଚ ୩୧ ପରେ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର !
ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି । ହର୍ମୁଜ୍ ପ୍ରଣାଳୀରେ ଅବରୋଧ ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହେବାରୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ପ୍ରବଳ ବୃଦ୍ଧି ଘଟିଛି । ଶୁକ୍ରବାର ଭାରତୀୟ ଅଶୋଧିତ ତୈଳ!-->…
ଅସୁରକ୍ଷିତ ଗହୀରମଥା ଅଭୟାରଣ୍ୟ;ଅଲିଭରିଡଲେ କଇଁଛମାନଙ୍କ ଅଣ୍ଡାଦାନ ଆରମ୍ଭ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ ପାଇଁ ଗହୀରମଥାକୁ ନୋ ଫିସିଂ ଜୋନ୍ ଘୋଷଣା କରାଯାଇଛି । ନଭେମ୍ବର ୧ରୁ ମେ ୩୧ ତାରିଖ ଯାଏ କଟକଣା ସମୟରେ ସମୁଦ୍ରରେ ମାଛ ଧରିବା ପାଇଁ ବାରଣ କରାଯାଇଛି । ତା’ ପରେ ମଧ୍ୟ ଟ୍ରଲର୍ଗୁଡ଼ିକ ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥାର!-->…
କଟକ ଏସସିବି ଅଗ୍ନିକାଣ୍ଡ: ୧୨କୁ ବଢ଼ିଲା ମୃତ୍ୟୁସଂଖ୍ୟା, ତଦନ୍ତ ଟିମ୍ ଗଠନ
କଟକ ଏସସିବି ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ବାଳଙ୍କୁ ବିଚାରବିଭାଗୀୟ ତଦନ୍ତ ଦାୟିତ୍ବ ଦିଆଯାଇଛି । ଘଟଣାର ତଦନ୍ତ କରି ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ!-->…
ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା
ରାଜ୍ୟକାହାଣୀ ( ଭୁବନେଶ୍ୱର )ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍ଟ୍ରପିକାଲ୍) ପଶ୍ଚିମୀ ଜେଟ୍ ଷ୍ଟ୍ରିମ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର ବର୍ଷା!-->…
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସନ୍ତୁପ୍ତ ଓ ଦିଲ୍ଲୀପ ବିଜୟୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର ଓ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ । ଅନ୍ୟପଟେ ବିଜେଡ଼ିର ସନ୍ତୁପ୍ତ ମିଶ୍ର ମଧ୍ୟ!-->…