Browsing Category
ଆଜିର ଖବର
କବି ଗିରିଜା କୁମାର ବଳିୟାରସିଂ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଶିଷ୍ଟ କବି ଗିରିଜା କୁମାର ବଳୀୟାରସିଂହ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ପୁସ୍ତକ 'ପାଦପୂରଣ' ପାଇଁ ୨୦୨୫ ମସିହା ନିମନ୍ତେ ସମ୍ମାନ ଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ସେ ମନୋନୀତ ହୋଇଛନ୍ତି । ୨୦୨୦ ମସିହାରେ!-->…
ପିଏନଜି କନେକ୍ସନ୍ ନେଲେ ଏଲପିଜି ଉପଭୋକ୍ତାଙ୍କୁ ୫୦୦ ଟଙ୍କା ରିହାତି
ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି ନୁହେଁ, ନୂଆ PNG ସଂଯୋଗ ନେଲେ!-->…
ଆକ୍ସନ ମୋଡ୍ରେ ନିର୍ବାଚନ କମିଶନ: ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୪ ଆଇପିଏସ ଅଫିସରଙ୍କୁ ବଦଳି
ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଏବେ ପୁରା ଆକ୍ଟିଭରେ ନିର୍ବାଚନ କମିଶନ। ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଏବଂ ଗୃହ ସଚିବଙ୍କୁ ବଦଳି କରିବା ପରେ ନିର୍ବାଚନ କମିଶନ ଏବେ ଚାରି ଜଣ ବରିଷ୍ଠ ପୋଲିସ!-->…
କ୍ରସ୍ ଭୋଟିଂ ପରେ ବର୍ଷିଲେ ନବୀନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ ରେକର୍ଡ!-->…
ଏସ୍ସିବି ଟ୍ରାଜେଡି:ପୁରୁଣା ବିଲଡିଂରେ ଯାଞ୍ଚ ହେବ ଅଗ୍ନି ସୁରକ୍ଷା- ଅଗ୍ନିଶମ ଡିଜି
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଅଗ୍ନିଶମ ବିଭାଗ ବିଭିନ୍ନ ମେଡିକାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଞ୍ଚ କରିଛି ବୋଲି ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ।ଅଗ୍ନିଶମ ବିଭାଗର ମହା ନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି ଯେ,"ରାଜ୍ୟ ସରକାର ନ୍ୟାୟିକ!-->…
କିଏ କଲେ କ୍ରସ୍ ଭୋଟିଂ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ରାଜନୀତି ସରଗରମ । ଖାଲି କଂଗ୍ରେସ ନୁହେଁ, ବିଜେଡିରୁ ବି ହୋଇଛି କ୍ରସ ଭୋଟିଂ । ୨୦୧୬ ରାଜ୍ୟସଭା ନିର୍ବଚନରେ ମୋଟ ୧୧ ବିଧାୟକଙ୍କ କ୍ରସ୍ ଭୋଟିଂ ହୋଇଥିବା ଜଣାଯାଇଛି ।ତେବେ ଦିଲ୍ଲୀପ ରାୟ ଏବଂ ଦତ୍ତେଶ୍ବର!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର କ୍ଲର୍କ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର କ୍ଲର୍କ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର । ବକେୟା ଦରମା ପାଇଁ ବିଲ୍ ପ୍ରସ୍ତୁତ କରିବା ପାଇଁ ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା!-->…
SCB ଅଗ୍ନିକାଣ୍ଡ ଘଟଣା: ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଣ ଇସ୍ତଫା ଦେବେ କି ?
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାର ସବୁଠାରୁ ବଡ଼ ସରକାରୀ ଡାକ୍ତରଖାନା କଟକ ଏସସିବି ମେଡିକାଲ୍ ର ଟ୍ରମା କେୟାର ସେଣ୍ଟରରେ ଗତ ରାତି ପ୍ରାୟ ଦୁଇଟା ବେଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ ୧୦ ଜଣ ରୋଗୀ ଜଳିବା ସହ ୧୩ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଅଛି । ଅନେକଙ୍କ!-->…
କମିଲା ସୁନା ଏବଂ ରୁପା ଦର
ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୯୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୦,୦୦୦ ଟଙ୍କା ହୋଇଛି । ତେବେ ଗତ ଫେବ୍ରୁଆରୀ ୨୮ ତାରିଖରେ ଆମେରିକା ଏବଂ!-->…
କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଅଗ୍ନିକାଣ୍ଡରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ତେବେ ସେମାନଙ୍କର ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା!-->…