Browsing Category
ଆଜିର ଖବର
କମିଲା ସୁନା ଏବଂ ରୁପା ଦର
ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୯୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୦,୦୦୦ ଟଙ୍କା ହୋଇଛି । ତେବେ ଗତ ଫେବ୍ରୁଆରୀ ୨୮ ତାରିଖରେ ଆମେରିକା ଏବଂ!-->…
କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଅଗ୍ନିକାଣ୍ଡରେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି । ତେବେ ସେମାନଙ୍କର ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା!-->…
ଏୟାର ଇଣ୍ଡିଆ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ ଫ୍ରି ଟିକେଟ୍ ଜାଲିଆତି: ୪୦୦୦ କର୍ମଚାରୀଙ୍କୁ ନୋଟିସ୍
ଏୟାର ଇଣ୍ଡିଆରେ ଏକ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିଛି, ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏୟାରଲାଇନ୍ର ହିଁ କର୍ମଚାରୀ ଫ୍ରି ଟିକେଟ୍ ପିଲିସିର ବ୍ୟାପକ ଦୂରୁପଯୋଗ କରିଥିବା ପର୍ଦ୍ଦାଫାସ୍ ହୋଇଛି । କମ୍ପାନୀର ଶତାଧିକ କର୍ମଚାରୀ ବାହାର ଲୋକଙ୍କୁ ନିଜର ସମ୍ପର୍କୀୟ ସଜାଇ ବର୍ଷକୁ!-->…
ରାଜ୍ୟସଭା ରେସ୍ : କାହାକୁ ଭୋଟ ଦେଲେ ସନାତନ? ଜଣାଇଲେନି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ବିଧାୟକଙ୍କ ହାତରେ ମନମୋହନ ସାମଲ, ସୁଜିତ କୁମାର, ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ୱର ହୋତା ଓ!-->…
SCB ଅଗ୍ନିକାଣ୍ଡ:୧୦ ମୃତକଙ୍କ ମିଳିଲା ପରିଚୟ
କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜୀବନ। ଏ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେମିତି ଅଗ୍ନିକାଣ୍ଡ ଘଟିଲା ? ନିଆଁ ଲାଗିବା ପରେ କେମିତି ଏତେ ସଂଖ୍ୟାରେ ଜୀବନ ଗଲା ତାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଏ!-->…
୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ । ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର,!-->…
ଆଜି ରାଜ୍ୟସଭା ନିର୍ବାଚନ,ଚତୁର୍ଥ ଆସନକୁ ନେଇ ଛକାପଞ୍ଝା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଆଜି ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। । ତେବେ ଆଜି ସକାଳ ୯ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ଣ ୪ଟା!-->…
SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ- ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ
ରାଜ୍ୟକାହାଣୀ ( ଭୁବନେଶ୍ୱର )SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି!-->…
SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା
SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ସୂଚନା ଅନୁଯାୟୀ, ଯେଉଁ!-->…
ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତାକାଲି ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ମନ୍ତ୍ରୀ ସୁରେଶ ପୂଜାରୀ । ସନ୍ଧ୍ୟା ସାଢେ ୮ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ!-->…