Browsing Category

ଆଜିର ଖବର

ଭୁବନେଶ୍ୱର-କଟକ ମଧ୍ୟରେ ନମୋ ଭାରତ ଟ୍ରେନ୍ ଚଳାଇବାକୁ ଯୋଜନା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଭୁବନେଶ୍ୱର-କଟକ ମଧ୍ୟରେ ଯାତାୟାତ ଲାଗି କେନ୍ଦ୍ର ସରକାର ନମୋ ଭାରତ ନାମକ ବିକଳ୍ପ ଦ୍ରୁତ ରେଳ ବ୍ୟବସ୍ଥା ଉପରେ ବିଚାର କରୁଛନ୍ତି।ଟ୍ୱିନସିଟିରେ ସାଧାରଣ ପରିବହନ ସେବାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ନମୋ ଭାରତ ରାପିଡେକ୍ସ ଟ୍ରେନ୍ ଚଳାଇବାକୁ ଯୋଜନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ହଠାତ୍ ଖସିଲା ଅଣ୍ଡା ଦର

ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଜାରି ରହିଛି । ଏହା କେବେ ଶେଷ ହେବ ତାହାର କୌଣସି ନିଶ୍ଚିତତା ନାହିଁ ।ଯୁଦ୍ଧକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଉପସାଗରୀୟ ଦେଶଗୁଡ଼ିକୁ ଭାରତର ଅଣ୍ଡା ରପ୍ତାନିକୁ ବନ୍ଦ କରିଦେଇଛି, ଯାହା ଫଳରେ ମୂଲ୍ୟରେ ଯଥେଷ୍ଟ ହ୍ରାସ ଘଟିଛି ।ଜାତୀୟ

ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ- ଜୟନାରାୟଣ ମୁହାଁମୁହିଁ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଦିନକ ପରେ ରାଜ୍ୟସଭା ନିର୍ବାଚନ। ଆରୋପ-ପ୍ରତ୍ୟାରୋପରେ ଉଠୁଛି ପଡୁଛି ରାଜ୍ୟ ରାଜନୀତି। ସମୟ ଯେତିକି ଗଡ଼ୁଛି ନେତାଙ୍କ ଛାତିକି ସେତିକି ଧଡ଼ଧଡ଼ ହେଉଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ

ପୁଣି କମିଲା ସୁନା ଓ ରୁପା ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୬,୩୫୦

ଖୁବଶୀଘ୍ର ମୁକ୍ତ ହେବେ ସୋନମ ୱାଙ୍ଗଚୁକ୍, କେନ୍ଦ୍ର ସରକାର ହଟାଇଲେ NSA କଟକଣା

ସୋନମ ଓ୍ୱାଙ୍ଗଚୁକଙ୍କୁ ଆଶ୍ୱସ୍ତି । ଲଦ୍ଦାଖରେ ଅଶାନ୍ତି ରୋକିବାକୁ ସରକାରଙ୍କ ବଡ ଉଦ୍ୟମ । କଟକଣା ହଟାଇଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ଅର୍ଥାତ ଗୃହ ମନ୍ତ୍ରାଳୟ ରାଷ୍ଟ୍ରୀୟ ସୁରକ୍ଷା ଅଧିନିୟମ ବା ଏନଏସଏ ଅନୁସାରେ ଲଦ୍ଦାଖର ସାମାଜିକ କାର୍ଯ୍ୟକର୍ତ୍ତା ସୋନମଙ୍କ ଉପରେ ଲଗାଇଥିବା ସମସ୍ତ

ରାଜ୍ୟସଭା ନିର୍ବାଚନ: ବିଜେଡିର ମକ ପୋଲିଂ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ । ଏନେଇ ବିଜେଡି ବିଧାୟକ ସାରଦା ଜେନା ସୂଚନା ଦେଇଛନ୍ତି । ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ । ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କ ବୈଠକ ରହିଛି

୪ ବର୍ଷ ଧରି ମିଳିଥିଲା ବିବାହ ପ୍ରତିଶ୍ରୁତି, ଶେଷରେ ଭିଡିଓ କରି ଆତ୍ମହତ୍ୟା କଲେ ଯୁବତୀ

ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲା ତାଜଗଞ୍ଜ ଥାନା ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ତାଜଗଞ୍ଜ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି ।ଭାଇରାଲ ଭିଡିଓରେ ମୃତ ଯୁବତୀ ଜଣକ ଅଭିଯୁକ୍ତ କନଷ୍ଟେବଳ ଜେବି ଗୌତମଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି।

୧୬ରେ ବିଧାନସଭା ବୈଠକ ବନ୍ଦ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି।

ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’ – ଡୋନାଲ୍ଡ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି। ଏହି ଆକ୍ରମଣରେ ସେଠାରେ ଥିବା ସମସ୍ତ

ମାଡ଼ିଆସୁଛି କି ମହାବିପତ୍ତି! ଶ୍ରୀମନ୍ଦିର ଉପରେ ଉଡ଼ିଲେ ଶହ ଶହ ଚିଲ

ଗତ କିଛଦିନ ହେବ ବାରମ୍ବାର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନା ଉପରେ ଚିଲ ବସିବ। ନୀଳଚକ୍ରରେ ସଂଯୋଗ ହୋଇଥିବା ମାଳମାଳ ମାନସିକ ବାନା ଛିଣ୍ଡିଯିବା ପରେ ଆଜି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଶହଶହ ସଂଖ୍ୟାରେ ଚିଲ ଉଡିବା ନଜରକୁ ଆସିଛି। ସେହିପରି ବହୁତ ଦିନ ଆଗରୁ ମଧ୍ୟ ଏପରି ଘଟଣା ସାମ୍ନାକୁ