Browsing Category

ଆଜିର ଖବର

୧୬ରେ ବିଧାନସଭା ବୈଠକ ବନ୍ଦ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି।

ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’ – ଡୋନାଲ୍ଡ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି। ଏହି ଆକ୍ରମଣରେ ସେଠାରେ ଥିବା ସମସ୍ତ

ମାଡ଼ିଆସୁଛି କି ମହାବିପତ୍ତି! ଶ୍ରୀମନ୍ଦିର ଉପରେ ଉଡ଼ିଲେ ଶହ ଶହ ଚିଲ

ଗତ କିଛଦିନ ହେବ ବାରମ୍ବାର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନା ଉପରେ ଚିଲ ବସିବ। ନୀଳଚକ୍ରରେ ସଂଯୋଗ ହୋଇଥିବା ମାଳମାଳ ମାନସିକ ବାନା ଛିଣ୍ଡିଯିବା ପରେ ଆଜି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଶହଶହ ସଂଖ୍ୟାରେ ଚିଲ ଉଡିବା ନଜରକୁ ଆସିଛି। ସେହିପରି ବହୁତ ଦିନ ଆଗରୁ ମଧ୍ୟ ଏପରି ଘଟଣା ସାମ୍ନାକୁ

ଜରୁରି ଏୟାର ଲିଫ୍ଟିଂ ଯୋଜନା ମଞ୍ଜୁର

ରାଜ୍ୟକାହାଣୀ ( ଭୁବନେଶ୍ୱର )ଗୁଣାତ୍ମକ ଓ ଅତ୍ୟାଧୁନିକ ଚିକିତ୍ସା ଯୋଗାଇବେ ରାଜ୍ୟ ସରକାର । ରୋଗୀଙ୍କୁ ଅତି ଜରୁରି ସମୟରେ ରାଜ୍ୟ ବାହାରକୁ ଘରୋଇ ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ସ୍ୱତନ୍ତ୍ର ‘ଏମର୍ଜେନ୍ସି କେୟାର ବାଏ ଏୟାର ଲିଫ୍ଟିଂ’ ଯୋଜନାକୁ ମଞ୍ଜୁର ମିଳିଛି । ନୂଆ ବ୍ୟବସ୍ଥା ଅନୁଯାୟୀ

ଯୁଦ୍ଧ ପାଇଁ ବଢ଼ିଲା ବିମାନ ଭଡ଼ା;ଏୟାର ଇଣ୍ଡିଆ ପରେ ଇଣ୍ଡିଗୋ ବଢ଼ାଇଲା ଭଡ଼ା

ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିଛି |ପଶ୍ଚିମ ଏସିଆରେ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ଇରାନ ସହ ଜଡ଼ିତ ସଂଘର୍ଷ କାରଣରୁ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି, ଯାହାର ସିଧାସଳଖ ପ୍ରଭାବ ଏୟାରଲାଇନ୍ସ

ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ

କଲବଲ କରିବ ଖରା । ଆଗକୁ ଭୟଙ୍କର ତାତି । ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ ।୨୬ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିପାରେ । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରାଯାଇଛି

ଆଠଗଡ଼ରେ ଶିଳ୍ପ ଭିତ୍ତିଭୂମିର ବିକାଶ: କୁସପାଙ୍ଗୀ ଓ ବାଲି ଅଞ୍ଚଳରେ ପ୍ରସ୍ତାବିତ ଶିଳ୍ପ ପାର୍କ ସ୍ଥଳ ପରିଦର୍ଶନ କଲେ…

ଭୁବନେଶ୍ୱର/କଟକ (ରାଜ୍ୟ କାହାଣୀ)ରାଜ୍ୟରେ ଶିଳ୍ପ ଭିତ୍ତିଭୂମିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡକୋ )ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଇଡ୍‌କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀ କଟକ ଜିଲ୍ଲା ଆଠଗଡ଼ ତହସିଲ ଅନ୍ତର୍ଗତ କୁସପାଙ୍ଗୀ ଏବଂ ବାଲି ଅଞ୍ଚଳ

ପ୍ରାୟ ୫୪ ବର୍ଷର ଦୀର୍ଘ ଅପେକ୍ଷା ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ

୫୪ ବର୍ଷର ଦୀର୍ଘ ଅପେକ୍ଷା ପରେ ଆମେରିକୀୟ ମହାକାଶ ସଂସ୍ଥା ନାସା ଏହାର ଐତିହାସିକ ଆର୍ଟେମିସ୍-II ମିଶନ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି। ଯଦି ସବୁକିଛି ଠିକ୍ ରହେ, ତେବେ ନାସା ଏପ୍ରିଲ ୧ରେ ଏହାର ଆର୍ଟେମିସ୍ II ମିଶନ ଲଞ୍ଚ କରିବ। ଏହି ମିଶନ ପ୍ରାୟ ୧୦ ଦିନ ଚାଲିବ। ୧୯୭୨ ପରେ ଏହା

ଓଡ଼ିଶାରେ ୫୧୮୨ଟି ମୋବାଇଲ୍‌ ଟାୱାର ସ୍ଥାପନ କରାଯିବ: ଜ୍ୟୋତିରାଦିତ୍ୟ ସିନ୍ଧିଆ

ରାଜ୍ୟର ୧୨୦୦ରୁ ଅଧିକ ଗାଁରେ ମୋବାଇଲ୍‌ ସେବା ପହଞ୍ଚିପାରିନାହିଁ।ଗ୍ରାମାଞ୍ଚଳ, ଦୁର୍ବଳ ଓ ଅପହଞ୍ଚ ଅଞ୍ଚଳରେ ମୋବାଇଲ୍‌ ସେବା ପହଞ୍ଚାଇବା ପାଇଁ ଡିଜିଟାଲ ଭାରତ ନିଧି (ଡିବିଏନ୍‌) ଅଧୀନରେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ୨୦୨୬ ଫେବ୍ରୁଆରି ସୁଦ୍ଧା ସାରା ଦେଶର ୪୬,୩୩୧ଟି ଗାଁରେ

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ,ଭକ୍ତଙ୍କ ପାଇଁ ହେବ ହଜାରରୁ ଅଧିକ ଶୌଚାଳୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ମାଷ୍ଟର ପ୍ଲାନ୍ । ରଥଯାତ୍ରା ସହ ଜଡ଼ିତ ସବୁ ବିଭାଗ ନିଜର କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ପରାମର୍ଶ ଦିଆଯାଇଛି । ଉଭୟ ସ୍ୱଳ୍ପ