Browsing Category
ଆଜିର ଖବର
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ,ଭକ୍ତଙ୍କ ପାଇଁ ହେବ ହଜାରରୁ ଅଧିକ ଶୌଚାଳୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛି ମାଷ୍ଟର ପ୍ଲାନ୍ । ରଥଯାତ୍ରା ସହ ଜଡ଼ିତ ସବୁ ବିଭାଗ ନିଜର କାର୍ଯ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ପରାମର୍ଶ ଦିଆଯାଇଛି । ଉଭୟ ସ୍ୱଳ୍ପ!-->…
ହୋଟେଲ ଓ ରେଷ୍ଟୁରାଣ୍ଟ ପାଇଁ ୨୦% କୋଟା ଘୋଷଣା କଲେ କେନ୍ଦ୍ର ସରକାର
ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ପ୍ରଭାବ ଏବେ ଭାରତର ରୋଷେଇ ଶାଳରେ ଅନୁଭୂତ ହେଉଛି। ଦେଶବ୍ୟାପୀ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ଘୋର ଅଭାବ ଦେଖାଦେଇଥିବା ବେଳେ, ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ!-->…
କଂଗ୍ରସର ୮ ବିଧାୟକ ସ୍ୱଇଚ୍ଛାରେ ବୁଲିବାକୁ ଯାଇଛନ୍ତି : ତାରାପ୍ରସାଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାଙ୍କୁ କିଏ ଜବରଦସ୍ତ ନେଇନାହାନ୍ତି, ନିଜ ଇଚ୍ଛାରେ ଯାଇଛନ୍ତି, ବହୁ ଦିନ ହେବ ବାହାରକୁ!-->…
ହର୍ମୁଜ୍ ପ୍ରଣାଳୀରେ ବିଭ୍ରାଟ କାରଣରୁ ଔଷଧ ମୂଲ୍ୟ ୧୦-୨୦% ବୃଦ୍ଧି ଆଶଙ୍କା
ଆମେରିକା-ଇସ୍ରାଏଲ-ଇରାନ ବିବାଦ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିବା ସହିତ ଭାରତର ଔଷଧ କ୍ଷେତ୍ର ବାଧାପ୍ରାପ୍ତ ହେବା ସମ୍ଭାବନା ଦେଖାଦେଇଛି ।ଶିଳ୍ପ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ, ମାର୍ଚ୍ଚ ଶେଷ ସୁଦ୍ଧା ବଫର ଷ୍ଟକ୍ ହ୍ରାସ ପାଇବା ଏବଂ ଲଜିଷ୍ଟିକ୍ସ ଖର୍ଚ୍ଚ ବୃଦ୍ଧି ପାଇବା ସହିତ!-->…
ବକେୟା ଇ-ଚାଲାଣ ଜରିମାନା ପାଇଁ ନୂଆ ଯୋଜନା! ମିଳିବ ୫୦% ଛାଡ଼
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଲକ୍ଷଲକ୍ଷ ଇ-ଚାଲାଣ କଟାଯାଇଛି। ଏହି ଚାଲାଣରୁ କେତେକ ମାମଲାରେ କୋର୍ଟରେ ପ୍ରସିକ୍ୟୁସନ୍ ରିପୋର୍ଟ (ପିଆର) ଦାଖଲ ହୋଇଥିବା ବେଳେ କେତେକ ମାମଲାରେ ଏପର୍ଯ୍ୟନ୍ତ ଦାଖଲ ହୋଇନାହିଁ। ଏହାକୁ ଦୃଷ୍ଟିରେ ରଖି ସରକାର ରାଷ୍ଟ୍ରୀୟ ଲୋକ!-->…
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରିରୀକ ଶିକ୍ଷା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରିରୀକ ଶିକ୍ଷା । ଏନେଇ ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ । ଏବେ ଡିଜିଟାଲ!-->…
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀଙ୍କ ପ୍ରସ୍ତୁତି
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବିରୋଧୀ ମେଣ୍ଟ ଇଣ୍ଡିଆର ମୋଟ ୧୯୩ ସାଂସଦ ତାଙ୍କୁ ହଟାଇବା ପାଇଁ ଏକ ନୋଟିସରେ ସ୍ୱାକ୍ଷର କରିଛନ୍ତି। ଏହି ନୋଟିସ ଶୁକ୍ରବାର ସଂସଦର ଉଭୟ ଗୃହରେ ଉପସ୍ଥାପିତ ହୋଇପାରେ। ନିୟମ!-->…
ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏଏସ୍ଆଇ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଚୋରା ମଦ ବେପାର ପାଇଁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପୁଲିସ ଏଏସଆଇ। ଏଏସଆଇ ଜଣକ ହେଉଛନ୍ତି ବଡ଼ ଗାଁ ଥାନାର ଅରୁପା ନନ୍ଦ ଦାଶ। ଚୋରା ମଦ ବେପାର ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ଗୁରୁବାର ସନ୍ଧ୍ୟାରେ ବଡ଼ଗାଁ ପୋଲିସ ଥାନାର!-->…
ଅଧରାତିରେ ଚାରି ଝିଅଙ୍କୁ କୂଅରେ ଫିଙ୍ଗିଦେଲା ମା’, ନିଜେ ବି ହାରିଲେ ଜୀବନ
ଗୋଟିଏ ପରିବାରର ୪ ଝିଅଙ୍କ ମୃତଦେହ ଘର ପାଖ କୂଅରୁ ମିଳିବା ପରେ ହଇଚଇ ସୃଷ୍ଟି ହୋଇଛି । ତାଠୁ ଅଧିକ ବିଚଳିତ କରିଛି, ସେମାନଙ୍କ ମା’ ହିଁ ୪ ନାବାଳିକାଙ୍କ ହତ୍ୟାକାରୀ । ଅନ୍ୟପଟେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଛି | ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ଜଣେ ମା’ ତାଙ୍କର ଚାରି ନିର୍ଦ୍ଦୋଷ!-->…
ରାଜ୍ୟସଭା ନିର୍ବାଚନକୁ ନେଇ ସବୁ ବିଧାୟକଙ୍କୁ ଚିଠି ଲେଖିଲେ ନବୀନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନକୁ ନେଇ ନବୀନଙ୍କ ବଡ଼ ନିଷ୍ପତ୍ତି । ସବୁ ବିଧାୟକଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଜାରି କରିଥିବା ହ୍ବିପକୁ ମାନିବାକୁ ଦେଲେ କଡ଼ା ନିର୍ଦ୍ଦେଶ ।ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ!-->…