Browsing Category
ଆଜିର ଖବର
ଏଲପିଜି ଅଭାବ ଆଶଙ୍କା ମଧ୍ୟରେ ଦେଶବାସୀଙ୍କୁ ଆଶ୍ବସ୍ତ କଲେ ପ୍ରଧାନମନ୍ତ୍ରୀ
ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ଆଶ୍ବାସନା । ଦେଶରେ ତୈଳ ଓ ଗ୍ୟାସର ସଂକଟ ନାହିଁ । ଗଲା ୫ଦିନ ଭିତରେ ଦେଶରେ LPG ଉତ୍ପାଦନ ୨୮% ବୃଦ୍ଧି ପାଇଛି । ଦେଶବାସୀଙ୍କୁ ଆଶ୍ବସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୪୦ କୋଟି ଭାରତୀୟଙ୍କ ଉପରେ ବିଶ୍ବାସ ରହିଛି, କୋଭିଡ୍ ସମୟ ପରି!-->…
ଯୁଦ୍ଧ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ବନ୍ଦ କରିବାକୁ ଧମକ ଦେଲେ ମୋଜତବା ଖାମେନେଇ
ଆକ୍ରମଣ, ପ୍ରତିଆକ୍ରମଣ ଭିତରେ ଇରାନର ସର୍ବୋଚ୍ଚ ନେତାଙ୍କ ଚେତାବନୀ । ଯୁଦ୍ଧରେ ଚାପ ସୃଷ୍ଟି ପାଇଁ ହର୍ମୁଜ୍ ପ୍ରଣାଳୀ ବନ୍ଦ ରଖିବାକୁ ଇରାନର ସର୍ବୋଚ୍ଚ ନେତା ମୋଜତବା ଖାମେନେଇ ଧମକ ଦେଇଛନ୍ତି ।ସର୍ବୋଚ୍ଚ ନେତା ନିର୍ବାଚିତ ହେବା ପରେ ଗୁରୁବାର ମୋଜତାବା ପ୍ରଥମ କରି ଦେଶବାସୀଙ୍କୁ!-->…
ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ । ଓଏସବିସି ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱୀବେଦୀ ସୂଚନା ଦେଇଛନ୍ତି । ରାଜ୍ୟ ଆଇନଜୀବୀ ପରିଷଦ ସହ ଅନୁବନ୍ଧିତ ୧୫୮ ଆସୋସିଏସନରେ ନିର୍ବାଚନ ହେବ । ନିର୍ବାଚନୀ ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ!-->…
ହର୍ମୁଜର ଅବରୋଧକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ- ପେଟ୍ରୋଲିୟମ ମନ୍ତ୍ରୀ
ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସଂସଦରେ ପରିସ୍ଥିତି ସ୍ପଷ୍ଟ କରି କହିଛନ୍ତି ଯେ ଭାରତର ଅଶୋଧିତ ତୈଳ ଏବଂ ଗ୍ୟାସ!-->…
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ। ଇ-ମେଲ ଜରିଆରେ କୋର୍ଟକୁ ଉଡାଇ ଦେବାକୁ ଧମକ ମିଳିଥିଲା। କୋର୍ଟ ପରିସରରେ ସନ୍ଧାନୀ କୁକୁର ଓ ବମ୍ ସ୍କ୍ବାଡ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି । ଦମକଳ ବାହିନୀ ମଧ୍ୟ କୋର୍ଟ ପରିସରରେ ପହଞ୍ଚିଥିଲେ।!-->…
ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା ଏବଂ ପ୍ରଧାନମନ୍ତ୍ରୀ- ଓମ୍ ବିର୍ଲା
ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିପକ୍ଷରେ ବିରୋଧିଙ୍କ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଛି। ଏହା ଉପରେ ସଂସଦରେ ଦୁଇଦିନ ପର୍ଯ୍ୟନ୍ତ ଚର୍ଚ୍ଚା ହୋଇଥିଲା। ଶେଷରେ ଗତକାଲି ଧ୍ବନୀ ମତରେ ଖାରଜ ହୋଇଛି। ଅନାସ୍ଥା ଖାରଜ ପରେ ଗୁରୁବାର ଓମ୍ ବିର୍ଲା ସଂସଦକୁ ସମ୍ବୋଧିତ କରିଛନ୍ତି।!-->…
ଖରାଦିନେ ହେବନି ବିଦ୍ୟୁତ୍ କାଟ:ସୁରେଶ ପୂଜାରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଚଳିତ ବର୍ଷ ହେବନି ପାୱାରକଟ୍ । ବିଧାନସଭାରେ ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ଜାତୀୟ!-->…
ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ରାଜ୍ୟକାହାଣୀ ( ଭୁବନେଶ୍ୱର )IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ!-->…
ବିଧାନସଭାରେ ଗ୍ୟାସ୍ ତାତି,ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭାରେ LPG ତାତି । ରାଜ୍ୟରେ ରନ୍ଧନ ଗ୍ୟାସ ଅଭାବ ଅଭିଯୋଗ ଆଣି ଡବଲ ଇଞ୍ଜିନ ସରକାରଙ୍କୁ ଘେରିଲେ ବିରୋଧୀ । ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ପ୍ରଥମେ ଗୃହକୁ ୧୧ .୩୦ ମିନିଟ୍!-->…
ଆଜି କମିଲା ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୯,୭୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର!-->!-->!-->…