Browsing Category
ଆଜିର ଖବର
ତୈଳ ଭଣ୍ଡାର ମୁକ୍ତ କରିବାକୁ ରାଜି ହେଲେ G7 ଦେଶ
ଆଜି ୧୨ ମାର୍ଚ୍ଚ, ୨୦୨୬ ରେ ତେଲ ମୂଲ୍ୟରେ ବୃଦ୍ଧି ଘଟିଛି କାରଣ ପ୍ରମୁଖ ଦେଶଗୁଡ଼ିକ ଇରାନରେ ସଂଘର୍ଷର ପ୍ରଭାବକୁ ସୀମିତ କରିବା ପାଇଁ ଜରୁରୀକାଳୀନ ତୈଳ ଭଣ୍ଡାର ମୁକ୍ତ କରିବାକୁ ରାଜି ହୋଇଛନ୍ତି। ମଧ୍ୟପ୍ରାଚ୍ୟ ରାଷ୍ଟ୍ରଗୁଡିକରୁ ତୈଳ ଯୋଗାଣ ବନ୍ଦ ହୋଇଯାଇଥିବାରୁ ଆଇଇଏ ଏହାର ମହଜୁଦ୍ ତୈଳ!-->…
ବିଜେଡିର କ୍ରସ ଭୋଟିଂ ହେବାର ସମ୍ଭାବନା ନାହିଁ-ଅଶ୍ଵିନୀ ପାତ୍ର
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଜେଡିର କ୍ରସ ଭୋଟିଂ ହେବାର ସମ୍ଭାବନା ନାହିଁ। ଏନେଇ ସୂଚନା ଦେଇଛନ୍ତି ବିଜେଡି ବିଧାୟକ ଅଶ୍ଵିନୀ ପାତ୍ର। ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ନ ଛାଡିବାକୁ ନିର୍ଦେଶ ରହିଛି। ମୌଖିକ ଭାବରେ ଦଳର ମୁଖ୍ୟ ସଚେତକ ଆମକୁ କହିଛନ୍ତି।ଅନ୍ୟପଟେ ଅଶ୍ୱିନୀ ପାତ୍ର ଆହୁରି!-->…
ଓଡ଼ିଆଙ୍କୁ ଉଦ୍ଧାର ଲାଗି ପ୍ରୟାସ, ଟୋଲ୍ ଫ୍ରି ନମ୍ବର ଜାରି
ରାଜ୍ୟକାହାଣୀ ( ଭୁବନେଶ୍ୱର )ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଛନ୍ତି। ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ ବେଗ ପ୍ରକାଶ କରିଛନ୍ତି। ଗତ ମାର୍ଚ୍ଚ ୨ତାରିଖରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ!-->…
ଅମାନିଆ ଗାଡ଼ି ଚାଳକ ସାବଧାନ। ମାର୍ଚ୍ଚ ୨୧ରୁ ହେବ ଆକ୍ସନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଅମାନିଆ ଗାଡ଼ି ଚାଳକ ସାବଧାନ। ମାର୍ଚ୍ଚ ୨୧ରୁ ହେବ ଆକ୍ସନ । ସଡ଼କ ନିୟମ ଉଲ୍ଲଙ୍ଘନ ବିରୋଧରେ କଡ଼ାକଡ଼ି ହେବ ଗାଡ଼ି ଯାଞ୍ଚ । ପରିବହନ ବିଭାଗ ଚଳାଇବ ସ୍ବତନ୍ତ୍ର ଅଭିଯାନ । ସାରା ରାଜ୍ୟରେ ଆରଟିଓ ଟିମ୍ କରିବେ ଏନଫୋର୍ସମେଣ୍ଟ । ସଡ଼କ ସୁରକ୍ଷା ନିୟମ ଅନୁପାଳନକୁ!-->…
ଭାରତ ଉପରେ ଶୁଳ୍କ ମାଡ ଦେବାକୁ ପ୍ରସ୍ତୁତ ହେଉଛନ୍ତି ଆମେରିକା
ଆମେରିକା ଉପରେ ସମ୍ପୂର୍ଣ୍ଣ ଭରସା କରିବା ମୁସ୍କିଲ । ପରିସ୍ଥିତି ଏପରି ହୋଇଛି ଯେ ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକାର ନୀତିଗୁଡ଼ିକରେ ଅସ୍ଥିରତା ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ୧୬ଟି ପ୍ରମୁଖ ବାଣିଜ୍ୟିକ ଅଂଶୀଦାର ଦେଶର ବାଣିଜ୍ୟ ନୀତି ଉପରେ!-->…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା : ଦୁଇ ଦିନରେ ୧୯୦ ଦମ୍ପତିଙ୍କ ବିବାହ କରାଇବେ ରାଜ୍ୟ ସରକାର
ରାଜ୍ୟରେ ଗରିବ ପରିବାରର ଝିଅମାନଙ୍କୁ ବିବାହ ପାଇଁ ଓଡ଼ିଶା ସରକାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା। ଏହି ଯୋଜନା ଦ୍ବାରା ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨ଦିନରେ ୧୯୦ଟି ବିବାହ କରାଇବେ!-->…
ଆହତ ଶେରଗଡ଼ ବ୍ଲକ ଅଧକ୍ଷ ଙ୍କୁ ହସ୍ପିଟାଲ ରେ ଭେଟିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର( ରାଜ୍ୟ କାହାଣୀ)ଗତକାଲି ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧକ୍ଷ କୃଷ୍ଣଚନ୍ଦ୍ର ନାୟକ ଙ୍କୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ହସ୍ପିଟାଲ ରେ ଭେଟି ଥିଲେ। ଶ୍ରୀ ନାୟକ ଙ୍କ!-->…
ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ
ଭୁବନେଶ୍ୱର, (ରାଜ୍ୟ କାହାଣୀ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ (ଆଇବିସିଏସ) ପକ୍ଷରୁ ବୁଧବାର କ୍ୟାମ୍ପସ୍ ୨ ପରିସରରେ ‘ମାର୍କ -ଆଇଟି : ମ୍ୟାର୍କେଟିଂ ଫେୟାର୍ ୧.୦ -୨୦୨୬’ ବିଜିନେସ୍ ମେଳା ଆୟୋଜିତ ହୋଇଯାଇଛି ।ଏହି!-->…
ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି।ନୂଆ କରି ଆସିଲା ରିଙ୍ଗଟେଲ ଲେମୁର
ରାଜ୍ୟକାହାଣୀ ( ଭୁବନେଶ୍ୱର )ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଯାଇଥିଲେ ପୁରୁଣା, ଆସିଲେ ନୂଆ । ୧୫ ବଦଳରେ ଆସିଲେ ୧୧ । ଏଥିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ବଳିଆ କୁକୁର, ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ରିଙ୍ଗଟେଲ!-->…
ଗ୍ୟାସ୍ ସଙ୍କଟ ରାଜନୀତି : ରାସ୍ତା ଉପରେ କାଠ ଚୁଲି ଜାଳି ଚା’ କଲା ବିଜେଡି
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜରାସ୍ତାରେ ବିଜେଡିର ପ୍ରତିବାଦ । ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ପ୍ରତିବାଦ । ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିଛି ବିଜେଡି । ବିଜୁ ମହିଳା ଜନତା ଦଳର ବହୁ ସଦସ୍ୟ ରାଜରାସ୍ତାକୁ ଓହ୍ଲାଇ!-->…