Browsing Category

ଆଜିର ଖବର

ରାଜ୍ୟର ସମସ୍ତ ୟୁ ଏଲ୍ ବି ପାଇଁ ଏକ ସୁଦୃଢ଼ ‘ଷ୍ଟ୍ରଙ୍ଗ୍ ଡ୍ରେନେଜ୍ ମାଷ୍ଟର ପ୍ଲାନ୍’ ପ୍ରସ୍ତୁତ କରାଯିବ

ଭୁବନେଶ୍ଵର(ରାଜ୍ୟ କାହାଣୀ )ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର , ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ

ମାଗଣା ରାସନ୍‌ରେ ଓଡ଼ିଶାରେ ଚାଉଳ ସହ କେବେ ମିିଳିବ ଗହମ : ସାଂସଦ ଦିଲ୍ଲୀପ ରାୟ

ଦେଶର ସବୁଠୁ ବଡ଼ ସାମାଜିକ ସୁରକ୍ଷା ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା। ଏହି ଯୋଜନାରେ ଦେଶର ପ୍ରାୟ ୮୦ କୋଟି ଏବଂ ଓଡ଼ିଶାରେ ୩ କୋଟି ୨୧ ଲକ୍ଷ ୯୩ ହଜାରରୁ ଅଧିକ ହିତାଧିକାରୀ ମାଗଣା ଖାଦ୍ୟଶସ୍ୟ ପାଉଛନ୍ତି।ଚଳିତ ଆର୍ଥିକ ବର୍ଷରେ ଏହି ଯୋଜନା ପାଇଁ କେନ୍ଦ୍ର ସରକାର

ରାମାୟଣ’ ଟ୍ରେଲର୍ ଧମାକା : ରଣବୀରଙ୍କ ରାମ ଅବତାର ଓ VFXକୁ ଦର୍ଶକଙ୍କ ପ୍ରଶଂସା

ଗୁରୁବାର ବହୁ ପ୍ରତୀକ୍ଷିତ ବଲିଉଡ୍ ଫିଲ୍ମ 'ରାମାୟଣ'ର ଦମଦାର ଝଲକ ସାମ୍ନାକୁ ଆସିଛି । ନିର୍ମାତାଙ୍କ ପକ୍ଷରୁ ରିଲିଜ ହୋଇଛି 'ରାମାୟଣ'ର ପ୍ରଥମ ଟ୍ରେଲର୍ । ଫିଲ୍ମର ଜବରଦସ୍ତ ଟ୍ରେଲର୍ ପ୍ରତ୍ୟେକ ଦର୍ଶକଙ୍କ ମନରେ ଗଭୀର ପ୍ରଭାବ ପକାଇଛି । ଏହାକୁ ଦେଖିବା ପରେ ସିନେପ୍ରେମୀଙ୍କ

ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ, ଶିକ୍ଷକ ମାନେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ଵର(ରାଜ୍ୟ କାହାଣୀ) ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ।ତେବେ ବନ୍ୟା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ପଦକ୍ଷେପ ଗ୍ରହଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଏ ନେଇ ଜିଲ୍ଲାର

ବନ୍ୟା ସ୍ଥିତି ନେଇ ଜିଲ୍ଲାପାଳଙ୍କ ସହ କଥାହେଲେ ମନ୍ତ୍ରୀ ସୁରେଶ ପୂଜାରୀ, ଆଜି ଗସ୍ତ କରିବେ ବନ୍ୟା ପ୍ରଭାବିତ ଅଞ୍ଚଳ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଜିଲ୍ଲାପାଳ ମାନଙ୍କ ସହ କଥା ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ।୫ ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ । ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ

୨୪ ଘଣ୍ଟା ତାଳଗଛ ଉପରେ ମୃତ୍ୟୁ ସହ ସଂଘର୍ଷ, ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍

୨୪ ଘଣ୍ଟା ପରେ ବିଲ ମଝିରେ ତାଳଗଛ ଉପରେ ଫସି ରହିଥିବା ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ।ବିଲ କାମ କରିବାକୁ ଯାଇ ହଠାତ୍ ବନ୍ୟା ପାଣି ଘେରିଯିବାରୁ ପ୍ରାଣ ବଞ୍ଚାଇବା ପାଇଁ ଏକ ତାଳଗଛ ଉପରକୁ ଚଢ଼ି ଯାଇଥିଲେ ।ଆଉ ସେହି ତାଳଗଛ ଉପରେ ପ୍ରାୟ ୨୪ ଘଣ୍ଟା ଧରି ଭୋକ ଓ ଭୟ ମଧ୍ୟରେ କାଟିଥିଲେ ସମୟ

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ

ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ ଜୋର୍ଡାନରେ ଏକ ଆମେରିକୀୟ ସାମରିକ ଘାଟି ଉପରେ ଏକ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଆକ୍ରମଣ କରିଥିଲା । ଯାହା ଫଳରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ

Gen Z ପରେ ଏବେ ଚର୍ଚ୍ଚାରେ Gen Alpha

Gen Z ପରେ ଏବେ ଚର୍ଚ୍ଚାରେ Gen Alpha । ଉତ୍ତରପ୍ରଦେଶର ଫତେହପୁରରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଏକ ଆନ୍ଦୋଳନ ଏବେ ସମସ୍ତଙ୍କ ନଜର ଆକର୍ଷଣ କରିଛି ।ଭିଡିଓରେ କଲେଜ ଛାତ୍ରଛାତ୍ରୀ ସେମାନଙ୍କ ମୌଳିକ ଦାବି ପୂରଣ ଲାଗି ଆନ୍ଦୋଳନ କରୁଥିବା ଦେଖିବାକୁ ମିଳିଛି । ମାମଲା ଫତେପୁରର ସର୍ବୋଦୟ

ଭାଙ୍ଗିଲା କାନପୁର ନଦୀବନ୍ଧର କପର୍ ଡ୍ୟାମ୍

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାଙ୍ଗିଲା ଯୋଡ଼ା ବ୍ଲକ୍ ବାସୁଦେବପୁର ଠାରେ ନିର୍ମାଣାଧୀନ କାନୁପୁର ବୃହତ୍ ଜଳସେଚନ ପ୍ରକଳ୍ପ କପର୍ ଡ୍ୟାମ୍ । ଗୁରୁବାର ସକାଳ ପ୍ରାୟ ୭ଟା ୩୦ ମିନିଟ୍ ସମୟରେ ମାଟି ବନ୍ଧ ବା କପର୍ ଡ୍ୟାମ୍ ଭାଙ୍ଗିବା ପରେ ମୁଖ୍ୟ ଡ୍ୟାମର ୬ଟି ରେଡିୟାଲ ଏବଂ ୨ଟି ଡିପ୍ଲିସନ୍

ବନ୍ୟା ସ୍ଥିତିରେ ଆସିନାହିଁ ସୁଧାର, ଏବେବି ଅନେକ ଲୋକ ପାଣି ଘେରରେ

ଭୁବନେଶ୍ୱର (ରାଜ୍ୟ କାହାଣୀ )ହୀରାକୁଦ ଡ୍ୟାମରେ ବଢ଼ୁଛି ଜଳସ୍ତର । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଡ୍ୟାମକୁ ଜଳ ପ୍ରବେଶ ବଢ଼ିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୦ ଫୁଟ ଛୁଇଁଛି । ସୂଚନା ଅନୁସାରେ, ପ୍ରତି ସେକେଣ୍ଡରେ ହୀରାକୁଦ ଡ୍ୟାମକୁ ପ୍ରାୟ ୨ ଲକ୍ଷ ୮୪