Browsing Category
ଆଜିର ଖବର
ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ!-->…
କାଠଯୋଡି ନଦୀ ପଠାରେ ଭୟଙ୍କର ଶବ୍ଦ, ଲୋକେ ଛାନିଆଁ
କଟକ କାଠଯୋଡି ନଦୀରେ ବିସ୍ଫୋରଣ। ଗୋପାଳପୁର ନିକଟ ନଦୀ ପଠାରେ ପୋଲିସ ଜବତ କରିଥିବା ବାଣ ନଷ୍ଟ କରିବା ସମୟରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ହଠାତ୍ ଜୋର୍ ରେ ଶବ୍ଦ ହେବାରୁ ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଥିଲେ। ଏହାପରେ ଲୋକମାନେ ଘରୁ ବାହାରି ନଦୀପଠା ନିକଟକୁ ଯାଇଥିଲେ । ତେବେ ପୋଲିସ!-->…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆଉ ୨ ଦିନ ବଢିଲା ପ୍ରଦର୍ଶନୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି।ସୂଚନାଥାଉକି, ଆଜି!-->…
ରାଜ୍ୟରେ ବର୍ଷକରେ ବଢ଼ିଲେ ୨୨ ହଜାର ପ୍ରବାସୀ ଶ୍ରମିକ-ଶ୍ରମ ମନ୍ତ୍ରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା । ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି ।୨୦୨୪ରେ ରାଜ୍ୟ ବାହାରକୁ ଯାଇ କାମ କରୁଥିବା ଓଡ଼ିଆ ଦାଦନ ଶ୍ରମିକ ସଂଖ୍ୟା!-->…
ଏହି ଦିନ ମିଳିବ PM କିଷାନର ୨୨ତମ କିସ୍ତି
ପ୍ରଧାନମନ୍ତ୍ରୀ ୧୩ ଏବଂ ୧୪ ମାର୍ଚ୍ଚରେ ଆସାମ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ସେ ଚାଷୀଙ୍କ ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ତମ କିସ୍ତି ପଠାଇବେ । କାର୍ଯ୍ୟକ୍ରମର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ କୋକ୍ରାଝାର ଗସ୍ତ କରିବେ ଏବଂ ତା'ପରେ ଗୌହାଟୀରେ ଅନେକ!-->…
ଆସନ୍ତା ମାର୍ଚ୍ଚ ୨୦୨୭ ସୁଦ୍ଧା ସବୁ ଘରକୁ ପାଣି ଯୋଗାଇବାକୁ ଟାର୍ଗେଟ
ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭାରେ ପାନୀୟ ଜଳ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ବିଜେଡି ଓ ବିଜେପି ।ପ୍ରଶ୍ନକାଳ ଆଲୋଚନା ବେଳେ ପଞ୍ଚାୟତ ରାଜ ମନ୍ତ୍ରୀ ଉତ୍ତର ରଖିଛନ୍ତି | ଆସନ୍ତା ମାର୍ଚ୍ଚ ୨୦୨୭ ସୁଦ୍ଧା ସବୁ ଘରକୁ ପାଣି ଯୋଗାଇବା ପାଇଁ ଟାର୍ଗେଟ ରହିଛି। ନିର୍ଦ୍ଧାରିତ ୨୦୭ଟି ମେଗା!-->…
କରୋନା ଟୀକା ପାର୍ଶ୍ୱ ପ୍ରତିକ୍ରିୟାରୁ ମୃତ୍ୟୁ : ପ୍ରସ୍ତୁତ ହେବ କ୍ଷତିପୂରଣ ନୀତି
ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ହୋଇଥିବା ଆଘାତ କିମ୍ବା ମୃତ୍ୟୁ ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।କୋଭିଡ୍-୧୯ ସମୟରେ ଟିକାକରଣ ଏକ!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଦେଶବ୍ୟାପୀ ଲାଗୁ ହେଲା ESMA
ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପ୍ରଭାବ ସାରା ବିଶ୍ୱରେ ପଡ଼ିଛି । ଭାରତରେ LPG ସିଲିଣ୍ଡର ସଙ୍କଟର ରିପୋର୍ଟ ଆସୁଛି । ଏହାରି ଭିତରେ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଦେଶବ୍ୟାପୀ ESMA ବା ପ୍ରାଥମିକ ସେବା ରକ୍ଷଣାବେକ୍ଷଣ ଆଇନ ଲାଗୁ କରାଯାଇଛି। କେନ୍ଦ୍ର ସରକାର ଏ!-->…
କୋଏମ୍ବାଟୁରଠାରୁ ଧାନବାଦକୁ ନୂଆ ଅମୃତ ଭାରତ ଟ୍ରେନ ମଞ୍ଜୁର
ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ । କେନ୍ଦ୍ର ସରକାର ତାମିଲନାଡ଼ୁର କୋଏମ୍ବାଟୁର ଜିଲ୍ଲା ପୋତ୍ତନୁର ଏବଂ ଝାଡ଼ଖଣ୍ଡର ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ ପାଇଁ ଅନୁମୋଦନ ପ୍ରଦାନ କରିଛନ୍ତି । କେନ୍ଦ୍ର ରେଳ!-->…
ମଧ୍ୟପ୍ରାଚ୍ୟ ଦେଶ ଗୁଡିକରେ ଲକ୍ଷ ଲକ୍ଷ ଓଡ଼ିଆ ଲୋକଙ୍କୁ ଫେରାଇ ଆଣନ୍ତୁ: ନବୀନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ଏହି ସମୟରେ ଯୁଦ୍ଧକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼!-->…