Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ କଣ୍ଟାପଡା ତହସିଲଦାର OAS ପ୍ରସନ୍ନ କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ୭ଟି ସ୍ଥାନରେ ଏକକାଳୀନ ତଲାସୀ ଆରମ୍ଭ କରାଯାଇଛି । କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଚଢାଉ କରାଯାଉଛି!-->…
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପଶୁପକ୍ଷୀଙ୍କ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଥିବା ବେଳେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଜୀବଜନ୍ତୁଙ୍କ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ବିଶେଷ କରି ଖରା ଦିନେ ପ୍ରାଣୀମାନେ ଗରମ ଯୋଗୁଁ ଅଂଶୁଘାତର ଶିକାର ହେଉଥିବାରୁ ନନ୍ଦନକାନନ କର୍ତ୍ତୃପକ୍ଷ ସେମାନଙ୍କୁ!-->…
ଆଜି ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଭାଷା ଆମ ଗୌରବ, ଆମ ବୈଭବ । ଭାଷା ଆମ ପରିଚୟକୁ କରିଛି ସମୃଦ୍ଧ । ଆମ ଭାଷାର ଗରିମା ଅକ୍ଷୁର୍ଣ୍ଣ ରଖି ମର୍ଯ୍ୟଦା ସ୍ୱରୂପ ଆଜି ଆମେ ପାଳନ କରୁଛେ 'ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ ।ଆଜିକୁ ଠିକ୍ ୧୨ ବର୍ଷ ତଳେ ଭାରତ ସରକାରଙ୍କ ରାଜପତ୍ରରେ ଓଡ଼ିଆକୁ!-->…
ମହଙ୍ଗା ପଡିଲା କାର୍ଯ୍ୟରେ ଅବହେଳା,୩ ବନ କର୍ମଚାରୀ ସସପେଣ୍ଡ
କେନ୍ଦୁଝର ଜଙ୍ଗଲର ନିଆଁ ସାରା ରାଜ୍ୟରେ ରେକର୍ଡ ସୃଷ୍ଟି କରିଛି । ଜିଲ୍ଲାର ମୋଟ ୪୫୨ଟି ସ୍ଥାନର ୫୬୦୪ ହେକ୍ଟର ଅଞ୍ଚଳରେ ନିଆଁ ଲାଗିଛି । ନିଆଁକୁ ନିୟନ୍ତ୍ରଣ କରିବାରେ ବନବିଭାଗ ଅସମର୍ଥ ହୋଇଥିବାବେଳେ ଏଥିପାଇଁ ବନବିଭାଗ କର୍ମଚାରୀଙ୍କ ଦାୟିତ୍ୱହୀନତା ଦାୟୀ ବୋଲି ବନବିଭାଗ ସ୍ୱୀକାର କରିଛି!-->…
ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ସ୍ତରୀୟ ପୁସ୍ତକ ମହୋତ୍ସବ
ରାଜ୍ୟକାହାଣୀ ( ଭୁବନେଶ୍ୱର )ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ସ୍ତରୀୟ ପୁସ୍ତକ ମହୋତ୍ସବ । ଏଥିପାଇଁ ପ୍ରତି ଜିଲ୍ଲାକୁ ମିଳିବ ସ୍ୱତନ୍ତ୍ର ଆର୍ଥିକ ଅନୁଦାନ ।ପୂର୍ବ ନିଷ୍ପତ୍ତି କ୍ରମେ ଚଳିତ ଆର୍ଥିକ ବର୍ଷରୁ ଏହା କାର୍ଯ୍ୟକାରୀ କରିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିଷ୍ପତ୍ତି!-->…
ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ!-->…
କାଠଯୋଡି ନଦୀ ପଠାରେ ଭୟଙ୍କର ଶବ୍ଦ, ଲୋକେ ଛାନିଆଁ
କଟକ କାଠଯୋଡି ନଦୀରେ ବିସ୍ଫୋରଣ। ଗୋପାଳପୁର ନିକଟ ନଦୀ ପଠାରେ ପୋଲିସ ଜବତ କରିଥିବା ବାଣ ନଷ୍ଟ କରିବା ସମୟରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ହଠାତ୍ ଜୋର୍ ରେ ଶବ୍ଦ ହେବାରୁ ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଥିଲେ। ଏହାପରେ ଲୋକମାନେ ଘରୁ ବାହାରି ନଦୀପଠା ନିକଟକୁ ଯାଇଥିଲେ । ତେବେ ପୋଲିସ!-->…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆଉ ୨ ଦିନ ବଢିଲା ପ୍ରଦର୍ଶନୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି।ସୂଚନାଥାଉକି, ଆଜି!-->…
ରାଜ୍ୟରେ ବର୍ଷକରେ ବଢ଼ିଲେ ୨୨ ହଜାର ପ୍ରବାସୀ ଶ୍ରମିକ-ଶ୍ରମ ମନ୍ତ୍ରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା । ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି ।୨୦୨୪ରେ ରାଜ୍ୟ ବାହାରକୁ ଯାଇ କାମ କରୁଥିବା ଓଡ଼ିଆ ଦାଦନ ଶ୍ରମିକ ସଂଖ୍ୟା!-->…
ଏହି ଦିନ ମିଳିବ PM କିଷାନର ୨୨ତମ କିସ୍ତି
ପ୍ରଧାନମନ୍ତ୍ରୀ ୧୩ ଏବଂ ୧୪ ମାର୍ଚ୍ଚରେ ଆସାମ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ସେ ଚାଷୀଙ୍କ ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ତମ କିସ୍ତି ପଠାଇବେ । କାର୍ଯ୍ୟକ୍ରମର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ କୋକ୍ରାଝାର ଗସ୍ତ କରିବେ ଏବଂ ତା'ପରେ ଗୌହାଟୀରେ ଅନେକ!-->…