Browsing Category

ଆଜିର ଖବର

ଗ୍ୟାସ୍ ସଙ୍କଟ ରାଜନୀତି : ରାସ୍ତା ଉପରେ କାଠ ଚୁଲି ଜାଳି ଚା’ କଲା ବିଜେଡି

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜରାସ୍ତାରେ ବିଜେଡିର ପ୍ରତିବାଦ । ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ପ୍ରତିବାଦ । ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିଛି ବିଜେଡି । ବିଜୁ ମହିଳା ଜନତା ଦଳର ବହୁ ସଦସ୍ୟ ରାଜରାସ୍ତାକୁ ଓହ୍ଲାଇ

ରାଜ୍ୟରେ ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ଏଟିଏମ: ଯୋଗାଣ ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଲୁଟ ହେଉଥିଲା ରାସନ । ଲକ୍ଷାଧିକ ଅଯୋଗ୍ୟ ବି ହାତେଇ ଥିଲେ ରାସନ କାର୍ଡ । ନୂଆ ସରକାର ଇ- କେୱାଇସି ପ୍ରକ୍ରିୟା କରିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି । ଗତ

ହଟିବ କି କାଠ ଓ କୋଇଲା ଚୁଲା କଟକଣା, ସଂଧ୍ୟାରେ ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି

ରାଜ୍ୟକାହାଣୀ ( ଭୁବନେଶ୍ୱର )ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ରନ୍ଧନ ଗ୍ୟାସ୍ ସଙ୍କଟ ଦେଖାଦେଇଛି । ଗ୍ୟାସ୍ ସଙ୍କଟ ଯୋଗୁଁ ରୋଷେଇ ଘରେ, ହୋଟେଲ, ରେଷ୍ଟୁରାଣ୍ଟରେ ଏହାର ପ୍ରଭାବ ଧିରେ ଧିରେ ପରିଲକ୍ଷିତ ହେଲାଣି । ରାଜଧାନୀରୁ କାଠ ଓ କୋଇଲା ଚୁଲା ବ୍ୟବହାର କଟକଣା ହଟିବ । ଏନେଇ ସୂଚନା ଦେଲେ

ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଚଳନ୍ତା ଟ୍ରେନ୍ ସାମ୍ନାରେ ଛିଡା ହୋଇଗଲେ ଯୁବକ। ଧକ୍କା ଦେଲା ଟ୍ରେନ । ଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଗଲେ । ହେଲେ ଟ୍ରେନ୍ ଧକ୍କାରେ କଟି ଯାଇଛି ଯୁବକଙ୍କ ଗୋଡ଼। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ବରପାଲି ରେଲୱେ ଫାଟକ ନିକଟରେ।ସେହିପରି ଯୁବକ ଜଣକ

ରାଜ୍ୟସଭା ନିର୍ବାଚନ: କ୍ରସ୍‌ ଭୋଟିଂ ଭୟ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନ ପାଇଁ ଆଉ ମାତ୍ର ୫ ଦିନ ବାକି ଥିବାବେଳେ ଓଡ଼ିଶା ରାଜନୀତି ସରଗରମ ହୋଇଛି। ବିଶେଷ କରି କ୍ରସ୍‌ ଭୋଟିଂକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ଶିବିରରେ ଛନକା ପଶିଛି। ନିର୍ମାଲ୍ୟ ଛୁଆଁରୁ ଡିନର ପାର୍ଟି ଯାଏଁ ସବୁ ଗୋଟି ଚାଳନା ଆରମ୍ଭ

ଦେଶରେ ପ୍ରଥମ ‘ଇଚ୍ଛାମୃତ୍ୟୁ’କୁ ଅମୁମତି ଦେଲେ ସୁପ୍ରିମକୋର୍ଟ

ଜୀବନ ଓ ମୃତ୍ୟୁର ସୀମା ରେଖାରେ ୧୩ ବର୍ଷ ଧରି ଛଟପଟ ହେଉଥିବା ଜଣେ ଯୁବକଙ୍କ ପାଇଁ ଶେଷରେ ସୁପ୍ରିମକୋର୍ଟ ଏକ ଐତିହାସିକ ତଥା ମର୍ମାହତ ଶୁଣାଣି କରିଛନ୍ତି । ଗାଜିଆବାଦର ୩୦ ବର୍ଷୀୟ ଯୁବକ ହରିଶ ରାଣାଙ୍କୁ ''ନିଷ୍କ୍ରିୟ ଇଚ୍ଛାମୃତ୍ୟୁ'' ପାଇଁ ଅନୁମତି ପ୍ରଦାନ କରିଛନ୍ତି| କୋର୍ଟ କହିଛନ୍ତି

ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍‌ଦାର

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ କଣ୍ଟାପଡା ତହସିଲଦାର OAS ପ୍ରସନ୍ନ କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ୭ଟି ସ୍ଥାନରେ ଏକକାଳୀନ ତଲାସୀ ଆରମ୍ଭ କରାଯାଇଛି । କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଚଢାଉ କରାଯାଉଛି

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପଶୁପକ୍ଷୀଙ୍କ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଥିବା ବେଳେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଜୀବଜନ୍ତୁଙ୍କ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ବିଶେଷ କରି ଖରା ଦିନେ ପ୍ରାଣୀମାନେ ଗରମ ଯୋଗୁଁ ଅଂଶୁଘାତର ଶିକାର ହେଉଥିବାରୁ ନନ୍ଦନକାନନ କର୍ତ୍ତୃପକ୍ଷ ସେମାନଙ୍କୁ

ଆଜି ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଭାଷା ଆମ ଗୌରବ, ଆମ ବୈଭବ । ଭାଷା ଆମ ପରିଚୟକୁ କରିଛି ସମୃଦ୍ଧ । ଆମ ଭାଷାର ଗରିମା ଅକ୍ଷୁର୍ଣ୍ଣ ରଖି ମର୍ଯ୍ୟଦା ସ୍ୱରୂପ ଆଜି ଆମେ ପାଳନ କରୁଛେ 'ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ ।ଆଜିକୁ ଠିକ୍ ୧୨ ବର୍ଷ ତଳେ ଭାରତ ସରକାରଙ୍କ ରାଜପତ୍ରରେ ଓଡ଼ିଆକୁ

ମହଙ୍ଗା ପଡିଲା କାର୍ଯ୍ୟରେ ଅବହେଳା,୩ ବନ କର୍ମଚାରୀ ସସପେଣ୍ଡ

କେନ୍ଦୁଝର ଜଙ୍ଗଲର ନିଆଁ ସାରା ରାଜ୍ୟରେ ରେକର୍ଡ ସୃଷ୍ଟି କରିଛି । ଜିଲ୍ଲାର ମୋଟ ୪୫୨ଟି ସ୍ଥାନର ୫୬୦୪ ହେକ୍ଟର ଅଞ୍ଚଳରେ ନିଆଁ ଲାଗିଛି । ନିଆଁକୁ ନିୟନ୍ତ୍ରଣ କରିବାରେ ବନବିଭାଗ ଅସମର୍ଥ ହୋଇଥିବାବେଳେ ଏଥିପାଇଁ ବନବିଭାଗ କର୍ମଚାରୀଙ୍କ ଦାୟିତ୍ୱହୀନତା ଦାୟୀ ବୋଲି ବନବିଭାଗ ସ୍ୱୀକାର କରିଛି