Browsing Category

ଆଜିର ଖବର

ମଧ୍ୟପ୍ରାଚ୍ୟ ଦେଶ ଗୁଡିକରେ ଲକ୍ଷ ଲକ୍ଷ ଓଡ଼ିଆ ଲୋକଙ୍କୁ ଫେରାଇ ଆଣନ୍ତୁ: ନବୀନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ଏହି ସମୟରେ ଯୁଦ୍ଧକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼

ଚିନ୍ତା ବଢାଇଲା ମଧ୍ୟପ୍ରାଚ୍ୟ ଯୁଦ୍ଧ । ରାଜଧାନୀ ଭୁବନେଶ୍ୱରରେ ବଢିଲା ଗ୍ୟାସ ଟେନସନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶାରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ମହାପ୍ରଭାବ। ହାଣ୍ଡିଶାଳରେ ମହଙ୍ଗା ମାଡ଼। ରନ୍ଧନ ଗ୍ୟାସ୍ ଓ ଖାଇବା ତେଲ ପାଇଁ ଲୋକେ ଛଟପଟ। ଗ୍ୟାସ୍ ସିଲିଣ୍ଡର ଓ ପେଟ୍ରୋଲ-ଡିଜେଲ୍ ପାଇଁ ରାତିରୁ ଲମ୍ଵା ଲାଇନ୍।ଭୁବନେଶ୍ବର ଖଣ୍ଡଗିରି ଲିଙ୍ଗରାଜ HP ଗ୍ୟାସ ଷ୍ଟେସନ୍ ସାମ୍ନାରେ

ସିବିଏସଇ ଢାଞ୍ଚାରେ ଓଡିଶାରେ ହେବ ପ୍ଲସଟୁ ପାଇଁ ଇମ୍ପ୍ରୁଭମେଣ୍ଟ ଏକ୍ସାମିନେସନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ସିବିଏସଇ ଢାଞ୍ଚାରେ ଓଡିଶାରେ ହେବ ପ୍ଲସଟୁ ପାଇଁ ଇମ୍ପ୍ରୁଭମେଣ୍ଟ ଏକ୍ସାମିନେସନ। ଚଳିତବର୍ଷ ପ୍ରଥମଥର ପାଇଁ କୌଣସି ଜଣେ ପରୀକ୍ଷାର୍ଥି ଚାହିଁଲେ ନିଜ ମାର୍କ ବଢାଇବା ପାଇଁ ଗୋଟିଏ ବିଷୟରେ ଆଉ ଥରେ ପରୀକ୍ଷା ଦେଇପାରିବେ। । ପରୀକ୍ଷା ଫଳାଫଳର ୬୦ ଦିନ ଭିତରେ

୧୦ ବର୍ଷରେ ଓଡ଼ିଶାରେ ୫୨ ହଜାର ୨୪୪ ଜଣଙ୍କ ଆତ୍ମହତ୍ୟା

ରାଜ୍ୟକାହାଣୀ ( ଭୁବନେଶ୍ୱର )୧୦ ବର୍ଷରେ ଓଡ଼ିଶାରେ ୫୨ ହଜାର ୨୪୪ ଜଣ ଆତ୍ମହତ୍ୟା କରିଛନ୍ତି ।ଏନ୍ସିଆର୍ବି (ନାସ୍ନାଲ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ) ଓ ଏସ୍ସିଆର୍ବି(ଷ୍ଟେଟ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ)ର ତଥ୍ୟ କହୁଛି, ଓଡ଼ିଶାରେ ଗଲା ୧୦ ବର୍ଷରେ ୫୨ ହଜାର ୨୪୪ ଜଣ ଲୋକ ଆତ୍ମହତ୍ୟା

ଓଡ଼ିଶା ହଳଦୀରେ ସିସା ! ପରୀକ୍ଷଣ କରିବ ‘ହୁ’

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶା ହଳଦୀରେ ସିସା(ଲିଡ୍‌) ରହିଛି। ବିଶେଷ କରି ରାଜ୍ୟର ୩ଟି ଜିଲ୍ଲାରେ ଉତ୍ପାଦିତ ହେଉଥିବା ହଳଦୀରେ ସିସା ଥିବା ଆଶଙ୍କା କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ)। ପ୍ରକୃତରେ କେତେ ପରିମାଣର ସିସା ହଳଦୀରେ ରହୁଛି, ତାହା ଜାଣିବା ଲାଗି ନମୁନା ପରୀକ୍ଷା ପାଇଁ

ବାବ୍-ଏଲ୍-ମାଣ୍ଡେବ୍ ପ୍ରଣାଳୀ ବନ୍ଦ କରିବା ଧମକ ଦେଲା ଇରାନ !

ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ଇରାନ ହର୍ମୁଜ୍ ପ୍ରଣାଳୀକୁ ନିଜ ନିୟନ୍ତ୍ରଣକୁ ନେଇସାରିଛି। ଫଳରେ ଶକ୍ତି ଯୋଗାଣ ଅବରୋଧ ହେବା ଦ୍ବାରା ବିଶ୍ୱ ସ୍ତରରେ ତେଲ ମୂଲ୍ୟ ବୃଦ୍ଧି ପାଇଛି। ଯଦି ଆମେରିକା ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନକୁ ଜୋରଦାର୍ କରିବାକୁ ନିଷ୍ପତ୍ତି ନିଏ,

ଲକ୍ଷେରୁ ଅଧିକ ସରକାରୀ ବାବୁ ଦେଇନାହାନ୍ତି ସମ୍ପତ୍ତି ତାଲିକା,ମାର୍ଚ୍ଚ ୩୧ରେ ସରୁଛି ଡେଡ୍‌ ଲାଇନ୍

ରାଜ୍ୟକାହାଣୀ ( ଭୁବନେଶ୍ୱର )ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ। ବିଧାନସଭାରେ ଆସିଲା ସାଂଘାତିକ ତଥ୍ୟ। ସମ୍ପତ୍ତି ଲୁଚାଉଛନ୍ତି ସରକାରୀ ବାବୁ। ମାର୍ଚ୍ଚ ୨ ତାରିଖ ସୁଦ୍ଧା ୧,୨୫,୮୪୭ ଜଣ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିନାହାନ୍ତି। ଏଭଳି ତଥ୍ୟ ସାମ୍ନାକୁ

ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ “ସଷ୍ଟେନହେଲ୍‌ଥ –…

ଭୁବନେଶ୍ୱର, ( ରାଜ୍ୟ କାହାଣୀ) ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ (ଆଇବିସିଏସ), ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଏବଂ କନ୍‌ସୋରଟିୟମ୍ ଅଫ୍ ଆକ୍ରେଡିଟେଡ ହେଲ୍‌ଥ କେୟାର

ସରିଲା ନାମାଙ୍କନ ପତ୍ର ପ୍ରତ୍ୟାହାର ସମୟ, ମୈଦାନରେ ୫ ପ୍ରାର୍ଥୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ। ବିଜେପିରୁ ମନମୋହନ ସାମଲ, ସୁଜିତ କୁମାର, ବିଜେଡିରୁ ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ବର

ଖସିଲା ସୁନା ଏବଂ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୨୦୦