Browsing Category

ଆଜିର ଖବର

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ

ଆଜିଠୁ ପୁଣି କମ୍ପିବ ବିଧାନସଭା । ମୁହାମୁହିଁ ହେବେ ଶାସକ- ବିରୋଧୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜିଠୁ ପୁଣି କମ୍ପିବ ବିଧାନସଭା । ମୁହାମୁହିଁ ହେବେ ଶାସକ- ବିରୋଧୀ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସରଗରମ ରହିବ । ରାଜ୍ୟରେ ମହିଳା ସୁରକ୍ଷା, ବିପର୍ଯ୍ୟୟ ଆଇନ ଶୃଙ୍ଖଳା ସ୍ଥିତି, ମଣ୍ଡିରୁ ଧାନ ଉଠିନପାରିବା ଓ ବେକାରୀ ସମସ୍ୟା

ଖଡଗେଙ୍କୁ ଭେଟିଲେ ରାଜ୍ୟସଭା ପ୍ରାର୍ଥୀ ଦତ୍ତେଶ୍ଵର ହୋତା

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା । ଓଡ଼ିଶାରେ ହେବାକୁ ଥିବା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି । ଏହି ପରିପ୍ରେକ୍ଷୀରେ ବିଜେଡି ଓ

ମେ ଆରମ୍ଭରୁ ରବି ଧାନ କିଣିବେ ସରକାର !ଧାନର MSP ପ୍ରତି କ୍ୱିଣ୍ଟାଲ 2369 ଟଙ୍କା ପ୍ରଦାନ କରାଯିବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ମେ ମାସରୁ ରବି ଧାନ କିଣିବେ ସରକାର। ମେ 1 ତାରିଖରୁ ଧାନ କିଣା ଆରମ୍ଭ ହୋଇ ଜୁନ 30 ତାରିଖରେ ଶେଷ ହେବ। ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡ୍, PACS/LAMPS/ପାଣି ପଞ୍ଚାୟତ ଇତ୍ୟାଦି ମାଧ୍ୟମରେ ଚାଷୀଙ୍କ ଅତିରିକ୍ତ ଧାନ କ୍ରୟ କରାଯିବ ।

ମହିଳାଙ୍କ ଉଦାହରଣ ପାଲଟିଛନ୍ତି ରାଜମିସ୍ତ୍ରୀ ବାହା ହେମ୍ବ୍ରମ୍

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ଅନ୍ତର୍ଗତ ସୁଦର୍ଶନପୁର ପଞ୍ଚାୟତର କୁଲଡିହା ଗ୍ରାମରେ। ସ୍ବାମୀ ନୁନାରାମ ହେମ୍ବ୍ରମ ଗୋରୁମହିଷାଣା ଓ ତାହାର ଆଖପାଖ ଅଂଚଳରେ ରାଜମିସ୍ତା ଭାବେ ବେଶ ପରିଚିତ। ୧୯୯୬ ମସିହାରେ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ଯାଦୁଗୋଡା ଅଂଚଳର କୁମ୍ଭାରମୁଣ୍ଡି ଗ୍ରାମରୁ ବାହା

ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର

ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି ଦେବା ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଜୟଶଙ୍କର କହିଛନ୍ତି ଯେ, ସମୁଦ୍ର ଆଇନ ଉପରେ ମିଳିତ ଜାତିସଂଘ ସମ୍ମିଳନୀ

ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବନି ଇରାନ- ରାଷ୍ଟ୍ରପତି

ଇରାନ ଉପରେ ଗତ ଶନିବାରଠାରୁ ଇସ୍ରାଏଲ ଓ ଆମେରିକା ଆକ୍ରମଣ ଜାରି ରଖିଥିବାବେଳେ ଇରାନ ମଧ୍ୟ ସେମାନଙ୍କ ଉପରେ ପାଲଟା ଆକ୍ରମଣ କରୁଛି। ଇରାନ ଇସ୍ରାଏଲ ଉପ‌ରେ ସିଧାସଳଖ ଆକ୍ରମଣ କରୁଥିବାବେଳେ ପଶ୍ଚିମ ଏସିଆରେ ଥିବା ଆମେରିକାର ସାମରିକ ଘାଟି ଉପରେ ଜୋରଦାର ଆକ୍ରମଣ କରୁଛି। ତେବେ ଯୁଦ୍ଧ ପାଇଁ

ରାଜ୍ୟରେ ମହଜୁଦ ଅଛି ଯଥେଷ୍ଟ ତେଲ : ଯୋଗାଣ ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ତେବେ ଏହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି ଯଥେଷ୍ଟ ତେଲ ମହଜୁଦ୍ ଅଛି।

ଏଥର T-20 ବିଶ୍ୱକପ୍ ବିଜେତାଙ୍କ ଉପରେ ଟଙ୍କାର ବର୍ଷା କରିବ ICC

ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ଦଳ ତା’ର ତୃତୀୟ ଟି୨୦ ଟ୍ରଫି ପାଇଁ ଲକ୍ଷ୍ୟ ରଖିବ, ଯେତେବେଳେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ବିଶ୍ୱକପ ଟାଇଟଲ ପାଇଁ ଲକ୍ଷ୍ୟ ରଖିବ।

ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ । ଥାନାରେ ଶିକ୍ଷକ ଅଟକ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ । ଥାନାରେ ଶିକ୍ଷକ ଅଟକ । ଭଦ୍ରକ ବାସୁଦେବପୁର ବ୍ଲକ ନଟିଆ ପାଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ସେହି ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଅସଦାଚରଣ