Browsing Category
ଆଜିର ଖବର
ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ
ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟର ଜରୁରୀକାଳୀନ ଅବତରଣ କରିଛି। ହେଲିକପ୍ଟରଟି ଲକ୍ଷ୍ନୌର ଲା ମାର୍ଟ ଗ୍ରାଉଣ୍ଡରୁ କୌଶାମ୍ବୀ ଅଭିମୁଖେ ଉଡ଼ାଣ ଭରୁଥିଲା। ଅବତରଣ କରିବା ସମୟରେ ସମ୍ପୂର୍ଣ୍ଣ ହେଲିକପ୍ଟର ଧୂଆଁରେ ପୂର୍ଣ୍ଣ ହୋଇଯାଇଥିବା ସୂଚନା ମିଳିଛି।!-->…
ଛତ୍ରପତି ହତ୍ୟା ମାମଲାରେ ଗୁରମିତ୍ ରାମ ରହିମ ନିର୍ଦ୍ଦୋଷରେ ଖଲାସ
ବହୁଚର୍ଚ୍ଚିତ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ସିବିଆଇ କୋର୍ଟଙ୍କ ରାୟକୁ ଆଂଶିକ ଭାବରେ ପରିବର୍ତ୍ତନ କରି ଡେରା ମୁଖ୍ୟଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ତେବେ କୋର୍ଟ ମାମଲାରେ ଦୋଷୀ ସାବ୍ୟସ୍ତ!-->…
ଆସନ୍ତାକାଲି ପୁଣି ୫ ହଜାର ଟଙ୍କା ଲେଖାଏ ପାଇବେ ସୁଭଦ୍ରା ହିତାଧିକାରୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତାକାଲି ଆନ୍ତର୍ଜାତୀୟ ମହିଳା ଦିବସରେ ଚତୁର୍ଥ କିସ୍ତି ପାଇବେ ସୁଭଦ୍ରା ହିତାଧିକାରୀ । ପୁରୀରେ ହେବ ଏହି କାର୍ଯ୍ୟକ୍ରମ। ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ସୁଭଦ୍ରା ଯୋଜନା ୧୭ ସେପ୍ଟେମ୍ବର, ୨୦୨୪ ରେ!-->…
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ
ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ, ଏହାକୁ ଭାରତରେ ରଖିବା ପାଇଁ ଫେବୃଆରୀ ୨୮!-->…
ଜଳସେଚନ ବିଭାଗର ଅଧିକାରୀଙ୍କ ଘରେ ଭିଜିଲାନ୍ସ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍ରେ ଚଢ଼ାଉ ଜାରି ରହିଛି। କେନ୍ଦ୍ରାପଡା ଓ କଟକ ଭିଜିଲାନ୍ସ ବିଭାଗର ୪ ଜଣିଆ ଟିମ ବେଆଇନ କାର୍ଯ୍ୟ!-->…
ମହଙ୍ଗା ହେଲା ଗ୍ୟାସ ସିଲିଣ୍ଡର, ଆଜିଠୁ ନୂଆ ଦର ହେବ ଲାଗୁ
ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ ହୋଇଥିବା ତରଳ ପଦାର୍ଥର ମୂଲ୍ୟ ବୃଦ୍ଧି ପାଇଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୬୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି!-->…
ଆସନ୍ତା ତିନି ଦିନ ଏହିସବୁ ଜିଲ୍ଲାରେ ଝଡ଼ ବର୍ଷା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି!-->…
୭୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ
ପାରାଦୀପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। IFFCO ପରିସରରେ ଏକ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଉଦଘାଟନ କରିଛନ୍ତି। ଏଥି ସହ ଉପସ୍ଥିତ ଜନତାଙ୍କୁ ମଧ୍ୟ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମବାୟ ମନ୍ତ୍ରୀ,!-->…
କର୍ଣ୍ଣାଟକରେ ପିଲାଙ୍କୁ ସୋସିଆଲ ମିଡିଆ ମନା
କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ ଏହି ବଡ଼ ଘୋଷଣା କରିଛନ୍ତି । ୧୬ ବର୍ଷରୁ!-->…
ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ!-->…